-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପାତାଳି ଶ୍ରୀକ୍ଷେତ୍ର: ତ୍ରିକୂଟକନ୍ଦରରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା

11-Jun-2025



ବିନିକା/ଉଲୁଣ୍ଡା(ପ୍ରେରଣା ନିୟୁଜ) ପାତାଳି ଶ୍ରୀକ୍ଷେତ୍ର,ଲୀଳାମୟ ଠାକୁର ଶ୍ରୀଜଗନ୍ନାଥଙ୍କ ଆଦିଲୀଳାସ୍ଥଳୀ । ସୋନପୁର ଜିଲ୍ଲା କୋଟସମଲେଇର ତ୍ରିକୂଟ କନ୍ଦରରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଦେବଭୂମି ଦେବଝରଣର ପବିତ୍ର ଜଳରେ ପ୍ରଭୁ ବଳଭଦ୍ର,ସୁଭଦ୍ରା,କାଳିଆ ଓ ଚକ୍ରରାଜ ସୁଦର୍ଶନ ଭଳି ଚତୁର୍ଦ୍ଧାମୂର୍ତ୍ତିଙ୍କ ସହ ଗମ୍ଭୀରାରେ ଥିବା ପ୍ରତ୍ୟେକ ଦେବାଦେବୀ ତଥା ଭକ୍ତଶିରୋମଣି ସନ୍ଥକବି ଚନ୍ଦ୍ରମଣି ଦାସଙ୍କୁ ମଧ୍ୟ ସ୍ନାନ କରାଯାଇଛି । ପାତାଳିକ୍ଷେତ୍ର ବିକାଶ ପରିଷଦ ତରଫରୁ ଅନୁଷ୍ଠିତ ଏଇ ଯାତ୍ରାରେ ପୂଜକ ସେବକ ଭାବରେ ଘୁଣ୍ଡୁଗୋପାଳ ପୁରୋହିତ,ବିକାଶ ପଣ୍ଡା,ଅଶୋକ ପାଢ଼ୀ,ଉଦ୍ଧବ ଦାସ ପ୍ରମୁଖ ଯୋଗଦେଇ ପ୍ରଭୁଙ୍କର ନୀତିକାନ୍ତି ବଢେଇଥିଲେ ।  ଏହି ଯାତ୍ରାରେ ଦୂରଦୂରାନ୍ତରରୁ ଶହ ଶହ ଦର୍ଶକ ରୁଣ୍ଡ ହୋଇ ପ୍ରଭୁଙ୍କ ସ୍ନାନୋତ୍ସବ ଦର୍ଶନ କରି ନିଜକୁ ଧନ୍ୟ ମଣିଥିଲେ । ଏତ ତ୍ସହିତ ଦେବଝରଣ, ପାତାଳି ଗୁମ୍ଫା ମାଧବଗୁମ୍ଫା,ଧ୍ଵନି ଗୁମ୍ଫା,ଯୋଗୀ ଗୁମ୍ଫା,ବାଲିଗୁମ୍ଫା,ଦେବସଭା ମଣ୍ଡଳୀ,ସାତଭଉଣୀ ପୀଠ,ମା କନ୍ଧୁଣିବୁଢ଼ୀ ପୀଠ,ଧ୍ଵଜାବନ୍ଧା, ଯାତ୍ରାପଦାସ୍ଥ କଳ୍ପବଟ ପ୍ରଭୃତି ଦର୍ଶନୀୟ ସ୍ଥଳ ପର୍ଯ୍ୟଟନ କରିଥିଲେ  । ଅନୁଷ୍ଠାନର୍ ସଭାପତି ଗବେଷକ ଶ୍ରୀ କମ୍ଭୁଧର କର୍ଣ୍ଣ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ସମ୍ପାଦକ ଗୋପୀନାଥ କୁରୁକୁରିଆ ପରିଚାଳନା କରିଥିଲେ । ଏଇ ଅବସରରେ ସଂସ୍କୃତି ଗବେଷକ ଡକ୍ଟର ଅନିରୁଦ୍ଧ କୁରୁକୁରିଆ ତ୍ରିକୂଟ କନ୍ଦର : କିଛି ଇତିହାସ ଓ କିଛି କିମ୍ବଦନ୍ତୀ ସଂପର୍କରେ କଥା କାର୍ଯ୍ୟକ୍ରମରେ ବକ୍ତବ୍ୟ ରଖିଥିଲେ । ତାପରେ ଆଗାମୀ ରଥଯାତ୍ରା ଉପରେ ଆଲୋଚନା ହୋଇଥିଲା । ସାମୂହିକ ମହାପ୍ରସାଦ ସେବନ ସହ ସମାପନ ହୋଇଥିଲା ଏଇ ମହୋତ୍ସବ । ଅନୁଷ୍ଠିତ ଉତ୍ସବରେ ମିତ୍ରଭାନୁ ବାରିକ,ସୋନୁ ଦଣ୍ଡସେନା,ଅଭୟ, ବସୁ,ବିଷ୍ଣୁଚରଣ,ଲାଲେନ୍ଦ୍ର,ମାଧବ, ହରିଶ୍ଚନ୍ଦ୍ର ଆଦି ଭକ୍ତବିଶେଷ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like