-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||     

HOME   ଜିଲ୍ଲା

ବୁଡି ଅଞ୍ଚଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

11-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ):ଚିତ୍ରକୋଣ୍ଡା ବ୍ଳକ ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ୧୫୧ ଗାଁର ଲୋକମାନେ ଏକତ୍ରିତ ହୋଇ ବୁଡ଼ି ଅଞ୍ଚଳ କ୍ରିୟାନୁଷ୍ଠାନ କମିଟି ଗଠନ କରିବା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ସ୍ଥାନୀୟ ବିଡିଓ, ତହସିଲଦାର ଓ ମାଟିବନ୍ଧ ବିଭାଗ ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି। ବାଲିମେଳା ଜଳଭଣ୍ଡାର ନିର୍ମାଣ ସମୟରେ ସେମାନଙ୍କ ଜମି ଏବଂ ଘର ଜଳାର୍ଣ୍ଣବ ହୋଇଯାଇଥିଲା। ସେହି ସମୟରେ ହଜାର ହଜାର ଲୋକ ବିସ୍ଥାପିତ ହୋଇଥିଲା ବେଳେ ସରକାରଙ୍କ ପକ୍ଷରୁ ସମସ୍ତ ସୁବିଧା ମିଳିବ ବୋଲି ପ୍ରତିଶ୍ରୁତି ଦିଆ ଯାଇଥିଲା । କିନ୍ତୁ ୬୦ ବର୍ଷ ବିତିଯାଇଥିଲେ ମଧ୍ୟ ବିସ୍ଥାପିତମାନଙ୍କୁ କୌଣସି କ୍ଷତିପୂରଣ ମିଳିଲା ନାହିଁ। ଅଦ୍ୟାବଧି ବିସ୍ଥାପିତମାନେ ସରକାରଙ୍କର ବିଭିନ୍ନ ଜନହିତକର ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ରହିଛନ୍ତି। ଅନ୍ୟପଟେ ସରକାର ବିଦ୍ୟୁତ୍ ଉତ୍ପାଦନ କରି କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି। ନିଜ ଜମି ଏବଂ ଘର ଦେଇଥିବା ବିସ୍ଥାପିତଙ୍କ ଠାରୁ ବର୍ତ୍ତମାନ ଜୋରଜବରଦସ୍ତି ବିଦ୍ୟୁତ୍ ବିଲ୍ ଆଦାୟ କରାଯାଉଛି। ଅନ୍ୟପଟେ ଆନ୍ଧ୍ର ସରକାର ବିସ୍ଥାପିତ ପରିବାରଙ୍କୁ ମାଗଣାରେ ବିଦ୍ୟୁତ୍ ଯୋଗାଇ ଦେଉଛନ୍ତି। ରାଜ୍ୟ ସରକାରଙ୍କ ଏଭଳି ବୈମାତୃକ ମନୋଭାବକୁ ଆଉ ଅଧିକ ଦିନ ସହ୍ୟ କରିପାରିବେନି ବୋଲି ବୁଡ଼ି ଅଞ୍ଚଳ କ୍ରିୟାନୁଷ୍ଠାନ କମିଟି ସଭାପତି ଭୀମସେନ ଖିଲ, ଉପସଭାପତି ମହାଦେବ ଶିଶା, ସମ୍ପାଦକ ଅନନ୍ତ ଶିଶା, କୋଷାଧ୍ୟକ୍ଷ ଶ୍ୟାମସୁନ୍ଦର ଖରା, ସମସ୍ତ ୧୩ ଗୋଟି ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟମାନେ ପ୍ରକାଶ କରିଛନ୍ତି। ତୁରନ୍ତ ସରକାର ନିମ୍ନ ଲିଖିତ ଦାବି ଗୁଡ଼ିକୁ ପୂରଣ କରିବାକୁ ଅନୁରୋଧ କରିଛନ୍ତି । ଦାବି ଗୁଡ଼ିକ ହେଲା ବୁଡ଼ି ଅଞ୍ଚଳର ୧୫୧ ଗାଁର ବାସିନ୍ଦାଙ୍କୁ ମାଗଣାରେ ବିଜୁଳି ଯୋଗାଇଦେବା, ବୁଡ଼ି ଅଞ୍ଚଳର ବେକାର ଯୁବକଯୁବତୀଙ୍କୁ ଜିଲ୍ଲା ଭିତ୍ତିକ ସରକାରୀ ନିଯୁକ୍ତିରେ ଅଗ୍ରାଧିକାର ଦେବା, ପ୍ରତ୍ୟେକ ପରିବାରକୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିବା, ବାଲିମେଳା ଜଳଭଣ୍ଡାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଅଞ୍ଚଳରେ ଇଞ୍ଜିନିୟରିଂ କଲେଜ ସ୍ଥାପନ କରିବା, ଜଳଭଣ୍ଡାରକୁ ଲାଗିଥିବା ଜମିରେ ଜଳଭଣ୍ଡାର ଜଳର ସୀମା ନିର୍ଦ୍ଧାରଣ କରିବାକୁ ଦାବି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026
  ଜିଲ୍ଲା  
ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   26-Apr-2026
  ଜିଲ୍ଲା  
ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   26-Apr-2026

You Might Also Like