-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବସ ଧକ୍କାରେ ଶ୍ରମିକ ମୃତ ଘଟଣା , କ୍ଷତିପୂରଣ ଦାବି ରେ ସିନାପାଲି-ଧର୍ମଗଡ଼ ମୁଖ୍ୟରାସ୍ତା ଅବରୋଧ

12-Jun-2025



ସିନାପାଲି(ପରମେଶ୍ୱର ମେହେର): ନୂଆପଡ଼ା ଜିଲ୍ଲା ସିନାପାଲି ସହରରେ ଗତକାଲି ବସ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ପରିବାର ପକ୍ଷରୁ କ୍ଷତିପୂରଣ ଦାବିରେ ସିନାପାଲି-ଧର୍ମଗଡ଼ ମୁଖ୍ୟ ରାସ୍ତା ହାତିବନ୍ଧା ନିକଟରେ  ଅବରୋଧ କରି ଦୀର୍ଘ ସମୟ ଧାରଣାରେ ବସିଥିବା ଦେଖିବାକୁ ମିଳିଥିଲା। ମୃତକଙ୍କ ପରିବାରରେ ବିଧବା ସ୍ତ୍ରୀ ସହିତ ଚାରି ଝିଅ ଥିବା ବେଳେ ସେ ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲା। ଏଣୁ ପରିବାରର ଭରଣ ପୋଷଣ ତଥା କ୍ଷତିପୂରଣ ବାବଦକୁ ଆର୍ଥିକ ସହାୟତା ଯୋଗାଇଦେବାକୁ ଦାବି କରି ଉତ୍ୟକ୍ତ ଲୋକେ ରାସ୍ତା ଉପରେ ଶବ ରଖି ଅଡ଼ି ବସିଥିଲେ। ଘଟଣା ସ୍ଥଳରେ ସିନାପାଲି ଥାନାଧିକାରୀ ରଶ୍ମିତା ପ୍ରଧାନ, ସିନାପାଲି ଅତିରିକ୍ତ ତହସିଲଦାର ଶ୍ରୀକେର୍କେଟା ପହଞ୍ଚି ପରିବାର ଲୋକଙ୍କୁ ବହୁ ବୁଝାସୁଝା ପରେ ଲୋକେ ଧରଣାରୁ ଓହରିଥିଲେ। ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ପ୍ରକାଶ ଯୋଗ୍ୟ ଯେ ଗତକାଲି ଥାନା ପଛ ପଟେ  ଠିଆ ହୋଇ ଥିବା ଏକ ପିକ ଅପ୍ ଭ୍ୟାନ ର କାର୍ଯ୍ୟରତ ଶ୍ରମିକକୁ ସିନାପାଲି ଭାୟା ସମ୍ବଲପୁର ଯାଉଥିବା ବିଜୟଲକ୍ଷ୍ମୀ ବସ (ଓଡ଼ି ୦୮ ଏମ ୩୮୯୯)ଆଘାତ ଦେବା ଫଳରେ ଶ୍ରମିକଟିର ମୃତ୍ୟୁ ଘଟିଥିଲା। ମୃତ ବ୍ୟକ୍ତି ଜଣକ ମହାଳିଙ୍ଗ ଗ୍ରାମର ପାର୍ଥବ କେତକୀ(୪୦) ବୋଲି ଜଣାପଡିଥିଲା।କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ଗ୍ରାମର ଏକ ପିକ୍ଅପ୍ ଭ୍ୟାନ ରେ ଶ୍ରମିକ ଭାବେ ସେ କାମ କରୁଥିବା ବେଳେ ଦୋକାନ ସାମଗ୍ରୀ ଅନ ଲୋଡ କରି ଠିଆ ହୋଇଥିଲା । ହଠାତ  ବସର୍ ଆଘାତରେ ଶ୍ରମିକ ଜଣକ ଘଟଣା ସ୍ଥଳରେ ଟଳି ପଡ଼ିଥିଲେ । ତାଙ୍କର ଗଳା କଟି ଯିବାରୁ ପ୍ରବଳ ରକ୍ତସ୍ରାବ ହୋଇ ମୃତ୍ୟୁ ହୋଇଥିଲା। 
ଖବର ପାଇ ସିନାପାଲି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବସ ଓ ଶବ ଜବତ କରିଥିଲା। ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ପରିବାର ଲୋକେ ମରଶରୀର ନେଇ ପ୍ରଥମେ ଗୋଳାମୁଣ୍ଡା ବ୍ଲକ କଦଲିମୁଣ୍ଡା ଠାରେ ରାସ୍ତା ଅବରୋଧ କରି ଧାରଣାରେ ବସିଥିଲେ। ପରେ ସିନାପାଲି ଅନ୍ତର୍ଗତ ହାତିବନ୍ଧା ଠାରେ ମୁଖ୍ୟ ରାସ୍ତାରେ ଶବ ରଖି ଧାରଣା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like