-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||     

HOME   ଜିଲ୍ଲା

ବିପୁଳ ପରିମାଣର ଗଞ୍ଜେଇ ସହ ୪ ବାଇକ ଜବତ, ଅଭିଯୁକ୍ତ ଫେରାର

12-Jun-2025



କଣ୍ଟାମାଳ(ଜୟ କୁମାର ମହାରଣା):ବୌଦ୍ଧ ଜିଲ୍ଲା ଘଣ୍ଟାପଡା ଥାନା ଅନ୍ତର୍ଗତ ମାଣ୍ଡିଆଜୋର-କୋଡିବାହାଲି ରାସ୍ତାରୁ ଚୋରା ଚାଲାଣ ହେଉଥିବା ବାଇକ ସହ ଗଞ୍ଜେଇ ପୋଲିସ ଜବତ କରିଥିବାବେଳେ ଗଞ୍ଜେଇ ମାଫିଆ ଫେରାର ହୋଇଯାଇଥିବା ଘଣ୍ଟାପଡା ପୁଲିସ ସୂତ୍ରରୁ ପ୍ରକାଶ  l  ସୂଚନାମତେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଘଣ୍ଟାପଡା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ  ଘଣ୍ଟାପଡ଼ା(ମାଣ୍ଡିଆଯୋର)- କୋଡ଼ିବାହାଲ ରାସ୍ତା ମଝିରେ ଛକି ରହିଥିଲା। ସେହି ରାସ୍ତାରେ ଗଞ୍ଜେଇ ଧରି ବାଇକରେ ଆସୁଥିବା ଚୋରାଚାଲାଣକାରୀ ପୁଲିସକୁ ଦୂରରୁ

ଦେଖି କେତେକ ବାଇକ ଛାଡ଼ି ଚମ୍ପଟ ମାରିଥିଲେ। ଆଉ କେତେଜଣ ନିଜ ବାଇକ ବୁଲାଇ ଫେରାର ମାରିଥିଲେ  l  ପୁଲିସ ସନ୍ଦେହରେ ମାଫିଆମାନେ ଛାଡି ଯାଇଥିବା ବାଇକ ଗୁଡିକ ନିକଟକୁ ଯାଇ ଯାଞ୍ଚ କରିଥିଲେ | ପୁଲିସ୍ ଘଟଣାସ୍ଥଳରୁ ପ୍ରତ୍ୟେକ ଗାଡ଼ିରେ ଗଞ୍ଜେଇ ବାନ୍ଧଯାଇଥିବା ୪ଟି ବାଇକ ଜବତ କରିଥିଲା l  ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରିବାରୁ ୧କୁଇଣ୍ଟାଲ ହୋଇଥିଲା। ଏନେଇ ଘଣ୍ଟାପଡ଼ା ଥାନାରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଥିବା ନେଇ ଥାନାଧିକାରୀ ମାଧବ ଚନ୍ଦ୍ର ଟାକ୍ରି ସୂଚନା ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026
  ଜିଲ୍ଲା  
ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   26-Apr-2026
  ଜିଲ୍ଲା  
ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   26-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   26-Apr-2026
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026

You Might Also Like