-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲା ନେତାଜୀ ସଂଗ୍ରାମୀ ପରିଷଦ- ନେତାଜୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଓ ସୌନ୍ଦର୍ଯ୍ୟକରଣ କାମ ଆଗେଇ ନେଇଥିବାରୁ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜ୍ଞାପନ କଲା ନେତାଜୀ ସଂଗ୍ରାମୀ ପରିଷଦ

23-Jan-2021



ବଲାଙ୍ଗିର,(ପ୍ରେରଣା ଖବର): ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 125 ତମ ଜନ୍ମଜୟନ୍ତୀ ଅବସରରେ ନେତାଜୀ ସଂଗ୍ରାମୀ  ପରିଷଦ ପକ୍ଷରୁ ଟିଟିଲାଗଡ଼ ରୋଡ ସ୍ଥିତ ନେତାଜୀ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ନେତାଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଶପଥ ନିଆଯାଇଛି l ପରିଷଦ ର 30 ତମ ପ୍ରତିଷ୍ଠା ଦିବସ ଓ ସୁଭାଷ ପରବ ଉପଲକ୍ଷେ ବିଭିନ୍ନ୍ନେ  କାର୍ଯ୍ୟକ୍ରମ ହାତକୁ ନିଆଯାଇଛି l ନେତାଜୀ ସଂଗ୍ରାମୀ ପରିଷଦର ସଭାପତି ଲକ୍ଷ୍ମୀନାରାୟଣ ପଟ୍ଟନାୟଙ୍କ ଆହ୍ୱାନ କ୍ରମେ ଆଜି ସାଢ଼େ ସାତ ଟା ସମୟରେ ପରିଷଦର କର୍ମକର୍ତ୍ତା, ବୁଦ୍ଧିଜୀବୀ ଓ ବହୁ ନେତାଜୀ ପ୍ରେମୀ ଜିଲ୍ଲାପାଳଙ୍କ ଆବସିକ କାର୍ଯ୍ୟାଳୟ ନିକଟସ୍ଥ ଏହି ପ୍ରତିମୂର୍ତ୍ତି ଆଗରେ ଏକତ୍ରିତ ହୋଇ ନେତାଜୀଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସଂଗ୍ରାମୀ ପରିଷଦର ଆବାହକ ବୀରେନ୍ଦ୍ର ବନଛୋର, ରାଜେନ୍ଦ୍ର ଶର୍ମl, ରଘୁ ନନ୍ଦନ ସିଂହ, ଉଦିତ ପଣ୍ଡା, ଜଗନ୍ନାଥ ମହାନl, ମୋହନ ରଞ୍ଜନ ପାଣ୍ଡିଆ ପ୍ରମୁଖ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ l
  ସୂଚନାଯୋଗ୍ଯ ଯେ, ଦୀର୍ଘ ବର୍ଷ ହେଲା ନେତାଜୀ ସଂଗ୍ରାମୀ ପରିଷଦ ପକ୍ଷରୁ ବଲାଙ୍ଗୀରରେ ନେତାଜୀଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଦାବି କରି ଆସୁଥିଲା l ତେବେ ଶେଷରେ ପରିଷଦର ଅନୁରୋଧକୁ ରକ୍ଷା କରି ଜିଲ୍ଲା ପ୍ରଶାସନ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ତତ୍ପରତା ପ୍ରକାଶ କରିଛନ୍ତି l  ଏହାର ସୌନ୍ଦର୍ଯ୍ୟକରଣ ଦିଗରେ ବଲାଙ୍ଗିର ପୌରପାଳିକା ନିର୍ବାହୀ ଅଧିକାରୀ ମଧ୍ୟ ବିଶେଷ ଆନ୍ତରିକତା ପ୍ରଦର୍ଶନ କରିଥିବାରୁ  ନେତାଜୀ ସଂଗ୍ରାମୀ ପରିଷଦ ପକ୍ଷରୁ ଜିଲ୍ଳା ପ୍ରଶାସନକୁ କୃତଜ୍ଞତା ଜ୍ଞାପନ କରାଯାଇଛି l
 


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like