-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ବରିଷ୍ଟ ନାଗରିକ ସଂଘ ପକ୍ଷରୁ ରୋଗ ପାଈଁ ଯୋଗ ଉପରେ ସଚେତନତା ଅଭିଯାନ: ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ*-

12-Jun-2025



ସୋନପୁର(ମନୋରଞ୍ଜନ ତ୍ରିପାଠୀ): ଜିଲ୍ଲା ବରିଷ୍ଠ ନାଗରିକ ସଂଘ ସୁବର୍ଣ୍ଣପୁର ତରଫରୁ ରୋଗ ପାଇଁ ଯୋଗ କାର୍ଯ୍ୟକ୍ରମ ଉପରେ ଏକ ସଚେତନତା ଅଭିଯାନ ଆରମ୍ଭ କରାଯାଇଛି l ଆଜି ସକାଳ ୬ଘଣ୍ଟା ସମୟରେ ସୋନପୁର ସ୍ମାର୍ଟ ପାର୍କ ଠାରେ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ତରଫରୁ ଆୟୋଜିତ ଏକ ଯୋଗ ପ୍ରଶିକ୍ଷଣ ଶିବିର ଓ ସଚେତନତା ଅଭିଯାନ(ରୋଗ ପାଇଁ ଯୋଗ) ଅନୁଷ୍ଠିତ ହୋଇ ଯାଇଅଛି l ଦିବ୍ୟ ଉର୍ଯ୍ୟା ଯୋଗ ସେବା ସମିତି ଓ ଶ୍ରୀ ଗୋପାଳଜୀ ଯୋଗାଳୟର ମିଳିତ ସହଯୋଗରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ସ୍ୱଚ୍ଛ ଭାରତ ସଂଗଠନ, ମହିଳା ଯୋଗ ସେବା ସମିତି, ସୁବର୍ଣା ନାରୀ ଜାଗରଣ କେନ୍ଦ୍ର, ଜିଲ୍ଲା ଯୋଗ ସେବା ସମିତିର ସମସ୍ତ ସଦସ୍ୟ ଙ୍କ ସମେତ ସହରର ବହୁ ବୁଦ୍ଧିଜୀବୀ, ସ୍ବେଛାସେବୀ, ମିଡିଆ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ l ଯୋଗାଚାର୍ଯ୍ୟ ଗରେଖନାଥ ସାହୁ, ଡ଼ଃ ଜ୍ୟୋତିରଞ୍ଜନ ବହିଦାର, କବି ଓ ଗାଳ୍ପିକ ଡ଼ଃ ଆର୍ତ୍ତତ୍ରାଣ ବାବୁ, ଯୋଗାଚାର୍ଯ୍ୟ ମନୋଜ ପଣ୍ଡା ଆଜି ଶିବିରରେ ଯୋଗ ପ୍ରଶିକ୍ଷଣ ଦେଇ ଉପସ୍ଥିତ ନାଗରିକଙ୍କୁ ସଚେତନ କରି ଥିବା ବେଳେ ବରିଷ୍ଠ ନାଗରିକ ସଂଘର ଜ୍ୟୋତି ରଞ୍ଜନ ପଟ୍ଟନାୟକ, ଡ ସନ୍ତୋଷ କୁମାର ପାଢୀ, ବ୍ୟୋମକେଶ ଦାଶ, ଲକ୍ଷ୍ମୀ ନାରାୟଣ ମହାନ୍ତି, ମୃତ୍ୟୁଞ୍ଜୟ ଦାଶ, ହରିହର ଶତପଥୀ, ରାଧେଶ୍ୟାମ ମିଶ୍ର, କାହୁଁ ମିଶ୍ର, ନିରଞ୍ଜନ ତ୍ରିପାଠୀ, ପ୍ରଶାନ୍ତ କୁମାର ସାହୁ,ପ୍ରଦୀପ ପୁରୋହିତ, ଦିଲ୍ଲୀପ ରଥ, ଦୟାନିଧି ସେଠୀ, ମଦନ ମୋହନ ଦାନି, ଦିବ୍ୟ ଉର୍ଯ୍ୟl ସଭାପତି ଗୋପାଳ ନେଗୀ, ସଂପାଦକ ଶ୍ରୀବନ୍ତ ମିଶ୍ର, କୋଡ଼ିନେଟର ମନୋରଂଜନ ତ୍ରୀପାଠୀ, ସାମ୍ୱାଦିକ ସଞ୍ଜୟ ସାହୁ, ମହାଦେବ ମଲ୍ଲିକ, ସ୍ମାର୍ଟ ପାର୍କ କର୍ମଚାରୀ ହରି ଶଙ୍କର ଚୌଧୁରୀ ପ୍ରମୁଖ ଗୋପାଲ୍ଜି ଯୋଗାଳୟ ଓ ଦିବ୍ୟ ଉର୍ଯ୍ୟା ଯୋଗ ସମିତି ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like