-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜାଲ ଶିକ୍ଷାଗତ ପ୍ରମାଣପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ୫ ଅଭିଯୁକ୍ତଙ୍କୁ ଗିରଫ କଲା

12-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ଜାଲ ଶିକ୍ଷାଗତ ପ୍ରମାଣପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ  ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ  ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ  ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।

ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି ବଲାଙ୍ଗୀର ଥାନା ମୁରିବାହଲର  କୁଳମଣି ରାଣା (୨୪), ବଲାଙ୍ଗୀର ସଦର ଥାନା କୁଟମଦୋଳାର ଅଜାଉଦିନ କୁମ୍ଭାର (୨୮), ଜଗନ୍ନାଥ ପଡାର ରଜତ କୁମାର ନାଏକ (୩୨),  ବଲାଙ୍ଗୀର ଥାନା ଅଞ୍ଚଳର ସୁଧିର ଭୁଏ (୨୭) ଏବଂ  ସୁବର୍ଣ୍ଣପୁର ଅଞ୍ଚଳର ତୋଫାନ ବାଗ  (୪୫) । ପୂର୍ବରୁ ଏହି ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାଡ଼ଖଣ୍ଡର ଅଭିଜିତ କୁମାର ଭକତ, ବଲାଙ୍ଗୀର ଟାଉନ ରିଲାଏନ୍ସ ଏଜୁକେସନ କମ୍ପ୍ଲେକ୍ସର ମାଲିକ ମନୋଜ ମିଶ୍ର ଏବଂ ଆଲୋକ ରଞ୍ଜନ ଉଦଗାତାଙ୍କ ସମେତ ଏହି ରାକେଟ ସହିତ ଜଡିତ ଅନ୍ୟ ୧୭ ଜଣଙ୍କୁ ଗିରଫ କରାଯାଇଥିଲା।         ଉଲ୍ଲେଖଯୋଗ୍ୟ ଯେ,  ୨୦୨୩ ଜାନୁଆରୀ ମାସରେ ଗ୍ରାମୀଣ ଡାକ ସେବକ (ଜିଡିଏସ୍)ରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା। ଏହି ଚାକିରି ନିମନ୍ତେ ହଜାର ହଜାର ସଂଖ୍ଯାରେ ଆଶାୟୀ ପରୀକ୍ଷାର୍ଥୀ ଆବେଦନ କରିଥିଲେ। ତେବେ କିଛି ପରୀକ୍ଷାର୍ଥୀ ଜାଲ ଶିକ୍ଷାଗତ ପ୍ରମାଣପତ୍ର ପ୍ରଦାନ କରି ଚାକିରୀ ପାଇବାକୁ ଉଦ୍ୟମ କରୁଥିବା ସଂକ୍ରାନ୍ତରେ ବଲାଙ୍ଗୀର ଡିଭିଜନ ର ଡାକଘର ସୁପରିଣ୍ଟେଣ୍ଡେଣ୍ଟ ରାଜେନ୍ଦ୍ର କୁମାର ପଟ୍ଟନାୟକ ବଲାଙ୍ଗୀର ଟାଉନ ଥାନାରେ ଅଭିଯୋଗ କରିଥିଲେ।

 

*ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଏହି ଘଟଣାରେ ଏକ ସଂଗଠିତ ନେଟୱାର୍କ କାର୍ଯ୍ୟ କରୁଥିବା ସମ୍ପର୍କରେ ଜାଣିବାକୁ ପାଇଥିଲା। ତେବେ ମାମଲାଟି ଅତ୍ୟନ୍ତ ସମ୍ବେଦନଶୀଳ ଥିବାରୁ  ପରବର୍ତ୍ତୀ ସମୟରେ ଏହାକୁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିଲା। କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସପି ଶ୍ରୀ ବିକାଶ ରଞ୍ଜନ ବେହୁରାଙ୍କ ନେତୃତ୍ଵରେ ଏକ ଟିମ ଗଠନ କରାଯାଇ ମାମଲାର ତଦନ୍ତ ଆରମ୍ଭ କରାଯାଇଥିଲା।  ଅଭିଯୁକ୍ତମାନେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପ୍ରତିଷ୍ଠାନରୁ ନକଲି ପ୍ରମାଣପତ୍ର ପ୍ରସ୍ତୁତ କରି ଚାକିରୀ ଆଶାୟୀଙ୍କୁ ଯୋଗାଉ ଥିବା ସମ୍ପର୍କରେ ତଦନ୍ତକାରୀ ଟିମ ଜାଣିବାକୁ ପାଇଥିଲେ। ଏହି ଠକେଇ ମାମଲାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତ ମାନଙ୍କୁ ଗିରଫ କରିବାକୁ  ପୋଲିସର ତଦନ୍ତ ଜାରି ରହିଛି।*


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like