-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ସିଡବ୍ଲୁଡିଏସ୍‌ ତରଫରୁ ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ଠାରେ ସାମାଜିକ ସେବା ଶିବିର

11-Jun-2025




ପୁରୀ, ତା.୧୧/୦୬ (ପ୍ରେରଣା ଖବର ) : ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ  ଶିଶୁ ଓ ମହିଳା ବିକାଶ ସୋସାଇଟି(ସିଡବ୍ଲୁଡିଏସ୍‌) ତରଫରୁ  ସାମାଜିକ ସେବା ଶିବିର କାର୍ଯ୍ୟକ୍ରମ ପୁରୀ ଠାରେ  ଅନୁଷ୍ଠିତ ହୋଇଯାଇଛି।  ଶିଶୁ ଓ ମହିଳା ବିକାଶ ସୋସାଇଟିର  ଅଧ୍ୟକ୍ଷ| ତଥା ଓଡ଼ିଶା ରାଜ୍ୟ ରେଡ଼କ୍ରସ ସୋସାଇଟିର ପୂର୍ବତନ ଅବୈତନିକ  ସଚିବ ମେଜର ଡା. କଳ୍ପନା ଦାସ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ  ଶ୍ରୀମନ୍ଦିର ପରିସର ଭିତରେ ତଥା ସିଂହ ଦ୍ଵାର ନିକଟରେ  ଭକ୍ତ ମାନଙ୍କ ପାଇଁ ପ୍ରାଥମିକ ଚିକିତ୍ସା, ସ୍ଥାନନ୍ତରୀଣ ସେବା, ଉଷ୍ଣ ତାତିରୁ  ରକ୍ଷା ପାଇବା ପାଇଁ ପାଣି ଛିଞ୍ଚନ, ଦହି ପାଣି, ଲେମ୍ବୁ ପାଣି, ଜଳଜିରା ପାଣି, ଓରାସ୍ ପାଣି, ସାଧା ପାଣି ବଣ୍ଟନ, ବୃଦ୍ଧ ବୃଦ୍ଧା ତଥା ଦିବ୍ୟଙ୍ଗ ବ୍ୟକ୍ତି ମାନଙ୍କ ପାଇଁ ଦେବ ଦର୍ଶନ ପାଇଁ ସ୍ଥାନାନ୍ତରିତ କାର୍ଯକ୍ରମ ବ୍ୟବସ୍ଥା କରାଯାଇଥିଲା ।କାର୍ଯ୍ୟକ୍ରମରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଶିଶୁ ଓ ମହିଳା ବିକାଶ  ସୋସାଇଟିର  ସ୍ଵେଚ୍ଛାସେବୀ   ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ କୋଷାଧ୍ୟକ୍ଷ  ହରିପଦ ଦାସ, ମେଜର ବିଜୟ କୁମାର ବିଶ୍ୱାଳ, ଡା.  ବିକାଶ ପ୍ରସାଦ, ଡା. ଲୋକନାଥ ସାହୁ,   ପ୍ରାଥମିକ ଚିକିତ୍ସା ଅଧ୍ୟାପକ ଆଶିଷ ରାଠୋର,  କମଳ କାନ୍ତ ଦାସ, ପ୍ରଭାକର ଛନ୍ଦ, ଗୋପେଶ ପଣ୍ଡା,  ସଞ୍ଜୀବ ଦାଶ, ବନମାଳୀ ମେହେର, ରାମ ନାରାୟଣ ଦାଶ ତଥା ଅନ୍ୟମାନେ ଉପସ୍ଥିତ ରହି କରି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like