-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ବିକାଶ ମେଳା ପରିପ୍ରେକ୍ଷୀରେ ମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ

12-Jun-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ *ବର୍ଷ ଏକ : ଉପଲବ୍ଧି ଅନେକ*" କୁ ନେଇ ରାଜ୍ୟ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ସୁବର୍ଣ୍ଣପୁରଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକ ରେ ବିକାଶ ମେଳାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ୧୧ ବର୍ଷର ବିକାଶ ଉପଲବ୍ଧି ସହ ଦେଶର ସୀମା ଓ ଆଭ୍ୟନ୍ତରୀଣ ସୁରକ୍ଷା ଏବଂ ଆତଙ୍କବାଦୀଙ୍କ ମୂଳତ୍ପାଟନ ପାଇଁ ଅପରେସନ ସିନ୍ଦୁର ଉପରେ ଆଲୋକପାତ କରିଥିବାବେଳେ ବିକଶିତ ଭାରତ ସହ ବିକଶିତ ଓଡିଶା ପାଇଁ ନିଆଯାଇଥିବା ସଂକଳ୍ପ ସମ୍ପର୍କରେ କହିଛନ୍ତି । ବିକଶିତ ଓଡ଼ିଶାର ସଂକଳ୍ପକୁ ନେଇ ବିଗତ ଏକବର୍ଷ ମଧ୍ୟରେ ରାଜ୍ୟ ବିକାଶର ବିଭିନ୍ନ ସଫଳତା ଉପରେ କହିଥିବାବେଳେ ଧାନର ସହାୟକ ମୂଲ୍ୟ କ୍ୱିଣ୍ଟାଲ ପିଛା ୩୧ଶହକୁ ବୃଦ୍ଧି, ମହିଳା ସଶକ୍ତିକରଣକୁ ନେଇ ପ୍ରବର୍ତ୍ତିତ ସୁଭଦ୍ରା ଯୋଜନା ଏବଂ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସଫଳତାର ଫର୍ଦ୍ଦ ଉପରେ ସୂଚନା ଦେଇଛନ୍ତି । ବିଶେଷକରି ଏବେ ଦେଶ ଏବଂ ଓଡ଼ିଶା ରାଜ୍ୟର କୃଷି, ଶିଳ୍ପ, ପ୍ରତିରକ୍ଷା ସହ ଦେଶର ଆର୍ଥିକ ଅଭିବୃଦ୍ଧିକୁ ନେଇ ହୋଇପାରିଥିବା ଉନ୍ନୟନ ଉପରେ କହିଥିବାବେଳେ ଲୋକଙ୍କ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ନିଆଯାଇଥିବା ସଂକଳ୍ପ ଉପରେ ମନ୍ତ୍ରୀ ରବି ନାରାୟଣ ନାଏକ ଆଲୋକପାତ କରିଥିଲେ ।  ରାଜ୍ୟର ସମସ୍ତ ଜିଲ୍ଲାରେ ବିକାଶ ମେଳା - ୨୦୨୫ ଆୟୋଜନ କରାଯାଉଥିବା ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାରେ ବିକାଶର ବାର୍ତ୍ତା ଓ ସରକାରଙ୍କ ଜନ କଲ୍ୟାଣ କାର୍ଯ୍ୟକ୍ରମକୁ ଜନାଭିମୁଖୀ ତଥା ବିକାଶରେ ଜନସହଭାଗୀତାକୁ ଦୃଢ଼ କରିବା ଲକ୍ଷ୍ୟରେ ୧୨ ରୁ ୨୧ ଜୁନ୍ ୨୦୨୫ ପର୍ଯ୍ୟନ୍ତ "ବିକାଶ ମେଳା – ୨୦୨୫" ଓ "ସୁଭଦ୍ରା ଶକ୍ତି ଫୁଡ୍ ଫେଷ୍ଟିଭାଲ୍"  ଆୟୋଜନ ରୟାଲଫିଲ୍ଡ ଠାରେ କରାଯାଉଛି। ଏହି ବିକାଶ ମେଳା ଅବସରରେ ୬୨ଟି ଷ୍ଟଲ୍ ସ୍ଥାପିତ ହେବା ସହ, ମେଳାରେ ଓରମାସ ଦ୍ୱାରା ୩୭ ଓ ସୁଭଦ୍ରା ଶକ୍ତି ଉଦ୍ୟମରେ ୨୫ଟି ଷ୍ଟଲ୍ ସ୍ଥାପିତ କରାଯିବ ଯେଉଁଥିରେ ଜିଲ୍ଲାର ପାରମ୍ପରିକ ଖାଦ୍ୟ ଷ୍ଟଲ୍ ସହ ବିଭିନ୍ନ ସରକାରୀ ଯୋଜନାର ରୂପରେଖ ତଥା ଜିଲ୍ଲା ବିକାଶର ପ୍ରତିଛବିକୁ ଉପସ୍ଥାପିତ କରାଯିବ।   ୭ ଦିନ ଧରି ପ୍ରତି ସନ୍ଧ୍ୟାରେ ସମ୍ବଲପୁରୀ, ଓଡ଼ିଶୀ, ଲୋକ କଳା ସଂଗୀତ ଓ ନୃତ୍ୟର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ତଥା ଜିଲ୍ଲା ସ୍ତରୀୟ ବିକାଶ ମେଳା ସମୀକ୍ଷା ବୈଠକରେ ମାନ୍ୟବର ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ସହ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ଓ ଜିଲ୍ଲାପାଳ ଅନ୍ୟା ଦାସ ଓ ପ୍ରଶାସନିକ ଅଧିକାରୀ, ସ୍ଥାନୀୟ ନେତୃ ବୃନ୍ଦ, ବୁଦ୍ଧିଜୀବୀ, ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like