-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ମିନି ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ମେଳା ୨୦୨୫ କୁ ମନ୍ତ୍ରୀଙ୍କ ଦ୍ବାରା ଶୁଭ ଉଦ୍ଘାଟିତ

12-Jun-2025



(ଡୋଲେଶ୍ୱର ବାଗ)
 ନୂଆପଡ଼ା ଜିଲ୍ଲା ମିନି ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ମେଳା ୨୦୨୫ କୁ ମନ୍ତ୍ରୀଙ୍କ ଦ୍ବାରା ଶୁଭ ଉଦ୍ଘାଟିତ କରିଛନ୍ତି। ଜଙ୍ଗଳ ପରିବେଶ, ଶ୍ରମ ଓ ନିୟୋଜନ ମନ୍ତ୍ରୀ ଶ୍ରୀଯୁକ୍ତ ଗଣେଶ ରାମ ଖୁଣ୍ଟିଆ ଯୋଗ ଦେଇ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ। ଏକ ଚାରା ରୋପଣ କରିଥିବା ବେଳେ ଶ୍ରମ ବିଭାଗ, ଗ୍ରାମ୍ୟ ଆବାସ ଯୋଜନା ର ସଚେତନ ରଥ କୁ  ଶୁଭାରମ୍ଭ କରିଛନ୍ତି। ବିକାଶ ମେଳା ପାଇଁ ଅନୁଷ୍ଠିତ ବିଭିନ୍ନ ବିଭାଗର ଉନ୍ନୟନ ମୂଳକ ୨୫ ଗୋଟିଷ୍ଟଲ କୁ ଉଦ୍ଘାଟନ କରି ଷ୍ଟଲ ପରିଦର୍ଶନ କରିଥିଲେ। ସେହିପରି ସୁଭଦ୍ରା ଶକ୍ତି ପାରମ୍ପାରିକ ଖାଦ୍ୟ ପ୍ରତିଯୋଗିତା ପ୍ରଦର୍ଶନୀ କୁ ପରିଭ୍ରମଣ କରି ପୁଷ୍ଟିକର ଖାଦ୍ୟ ଯୋଗାଣ ଦ୍ବାରା ମାଁ ଓ ନବଜାତ ଶିଶୁ ଙ୍କ ମୃତ୍ୟୁହାର ରୋକି ପାରିବ। ୨୦୩୬ ମସିହାରେ ଓଡ଼ିଶାକୁ ଏକ ବିକଶିତ ରାଷ୍ଟ୍ର ଗଠନ ପରିକଳ୍ପନା ଉପରେ ଗୁରୁତ୍ବ ଦେଇଥିଲେ। ଏହି ବିକାଶ ମେଳା ଆଜି ଠାରୁ ୧୮ ତାରିଖ ପର୍ଯ୍ୟନ୍ତ ୭ ଦିନ ମେଳା ଅନୁଷ୍ଠିତ ହେବ। କାର୍ଯ୍ୟକ୍ରମ ରେ ଜିଲ୍ଲାପାଳ ମଧୁସୂଦନ ଦାଶ, ଆରକ୍ଷୀ ଅଧିକ୍ଷକ ଜିଆ ରାଘବେନ୍ଦ୍ର ରେଡ୍ଡୀ, ଡିଏଫଓ ଅଜିଜ ଖାଁ ସାଂସଦ ପ୍ରତିନିଧି ପ୍ରେମ ଅଗ୍ରୱାଲ, ଜିଲ୍ଲା ଅଧିକାରୀ, ଜନ ପ୍ରତିନିଧି ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026

You Might Also Like