-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||     

HOME   ଜିଲ୍ଲା

ବିକଶିତ କୃଷି ସଂକଳ୍ପ ଅଭିଯାନ ଉଦ୍‌ଯାପିତ

12-Jun-2025



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାରପୁଡୁଗିଆ ଗ୍ରାମ ପଂଚାୟତ ର କର୍ଲାପିଟା, ଅଘରିଆପାଲି ଠାରେ ମହାସମାରୋହରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଉଦ୍‌ଯାପିତ ହୋଇଯାଇଛି । ଏହା ଭାରତ ସରକାରଙ୍କ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ଗତ ମଇ ୨୯ ତାରିଖରୁ ଆରମ୍ଭ ହୋଇ ୧୨ ଜୁନ ପର୍ଯ୍ୟନ୍ତ କୃଷି ବୈଜ୍ଞାନିକମାନେ ଗାଁ କୁ ଗାଁ ଯାଇ କୃଷକଙ୍କୁ ନୂତନ କୃଷି ବୈଜ୍ଞାନିକ ପଦ୍ଧତିରେ ଚାଷ କରିବା ପାଇଁ ଏବଂ କୃଷକଙ୍କ ମତାମତ ଗ୍ରହଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର କୃଷି ବିଜ୍ଞାନ କେନ୍ଦ୍ର ର କୃଷି ବୈଜ୍ଞାନିକ ଦେବଶ୍ରୀ ସରକାର, ସୁନନ୍ଦା ସାହୁ, ସାଗରିକା ମୁନା, ସ୍ଥାନୀୟ ସରପଂଚ ଜନ୍ମଜୟ ମେହେର ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ବ୍ଲକ କୃଷି ଅଧିକାରୀ ଅଧ୍ୟକ୍ଷତା କରିଥିବା ବେଳେ ଅତିରିକ୍ତ କୃଷି ଅଧିକାରୀ ସୁଜାତା ଛତ୍ରିଆ, ଅତିରିକ୍ତ ଉଦ୍ୟାନ ବିଭାଗ ଅଧିକାରୀ ସୁଚିସ୍ମିତା ମେହେର, କୃଷି ଓଭରସିୟର ପୂର୍ଣ୍ଣିମା ମିଶ୍ର, ଅକ୍ଷୟ କୁମାର ଘିଭେଲା, ଗୁଣାକାର ବାରିକ ଯୋଗ ଦେଇ କୃଷକ ବନ୍ଧୁମାନଙ୍କୁ ବିଭିନ୍ନ ପଦ୍ଧତି ଉପରେ ଆଲୋଚନା କରିଥିଲେ । ରୋଗ ପୋକ ନିୟନ୍ତ୍ରଣ, ଉନ୍ନତ ବିହନ, ଉନ୍ନତ କୃଷି ଯନ୍ତ୍ରପାତି, ଉଦ୍ୟାନ, ବିହନ ସଂଗ୍ରହ ଉପରେ ମତ ବିନିମୟ ହୋଇଥିଲା ଏବଂ ସରକାରଙ୍କ ଯୋଜନା ଅନୁଯାୟୀ ସବ୍‌ସିଡି ଉପରେ ଲୋକଙ୍କୁ ସଚେତନ କରିଥିଲେ । କୃଷକ ସାଥୀ ଜୟକୃଷ୍ଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଚାଷୀ ଧନମାଲି ପଟେଲ, ନୃପରାଜ ସାହୁ, ଲକ୍ଷ୍ମଣ ପ୍ରଧାନ, ନିର୍ମଣ ପଟେଲ, ସତ୍ୟନାରାୟଣ ପଟେଲ, ନରୋତ୍ତମ ପ୍ରଧାନ, ବିହାରି ସାହୁ, ଜୟନ୍ତ ଝାଙ୍କର ଙ୍କ ସହ ଶତାଧିକ କୃଷକ ଅଂଶଗ୍ରହଣ କରିଥିଲେ । ଅଗ୍ରଣୀ ଚାଷୀଙ୍କୁ ପୁରସ୍କୃତ ତଥା ମାଟିପରିକ୍ଷା କରାଯାଇଥିବା କାର୍ଡ ବଣ୍ଟନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026

You Might Also Like