-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଇନ୍‌ଟ୍ରା ସ୍କୁଲ କ୍ରିକେଟ ଟୁର୍ଣ୍ଣର୍ାମେଣଟ୍ ଉଦ୍‌ଯାପିତ, ରେଡ଼୍ କମବାଇନ୍ କଣ୍‌ଟାବାଞ୍ଜି ବିଜେତା

12-Jun-2025



ବଲାଙ୍ଗିର(ପ୍ରେରଣା ଖବର) : ଓଡ଼ିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡ଼ା ସଂସଦ ମିଳିତ ଆନୁକୂଲ୍ୟରେ ଚାଲିଥିବା ଇନ୍‌ଟ୍ରା ସ୍କୁଲ କ୍ରିକେଟ ଟୁର୍ଣ୍ଣର୍ାମେଣଟ୍‌ଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଆଜିର ‘ାଇନାଲ ମ୍ୟାଚ୍‌ଟି ରେଡ଼ କମବାଇନ୍ ଦଳ ଓ ବ୍ଲୁ କମବାଇନ୍ ଦଳ ମ୍ମରେ ଅନୁଷ୍ଠିତ ହୋଇଥିଲା । ରେଡ଼ କମବାଇନ୍ ଦଳ ଟସ୍ ଜିଣି ପ୍ରଥମେ ବ୍ୟାଟିଙ୍ଗ୍ କରି ୮ ୱିକେଟ୍ ବିନିମୟରେ ୧୭୬ ରନ୍ ସଂଗ୍ରହ କରିଥିଲେ । ରେଡ଼ କମବାଇନ୍ ଦଳ ତର‘ରୁ ଆରିୟନ ଦୋରା ସର୍ବାଧିକ ୫୦ ରନ୍ ଓ ସିଭିକ୍ ସୁନା ଅପରାଜିତ ୪୯ ରନ୍ ସଂଗ୍ରହ କରିଥିଲେ । ବ୍ଲୁ କମ୍‌ବାଇନ୍ ତର‘ରୁ ସ‘ଳ ଭାବେ ସିୟାନ୍ ପଣ୍ଡା ଓ ଶାଶ୍ୱତ ଠାକୁର ୨ ଗୋଟି ୱିକେଟ୍ ନେଇଥିଲେ । ୧୭୬ ରନ୍ ବିଜୟ ଲକ୍ଷ୍ୟ ପିଛା କରିବାକୁ ଯାଇ ୨୨.୪ ଓଭର୍‌ରେ ୭ ୱିକେଟ୍ ବିନିମୟରେ ୮୩ ରନ୍ ସଂଗ୍ରହ କରିଥିଲେ । ଏହି ସମୟରେ ବର୍ଷା ହେବାରୁ ଖେଳକୁ ଡ଼ିଏଲ୍‌ଏସ୍ ମେଥଡ୍ ପ୍ରୟୋଗ କରାଯାଇଥିଲା । ‘ଳରେ ଏହି ମ୍ୟାଚ୍‌ଟିକୁ କଣ୍ଟାବାଞ୍ଜି ଦଳ ୫୮ ରନ୍‌ରେ ବିଜୟୀ ହୋଇଥିଲା । ବ୍ଲୁ କମ୍‌ବାଇନ୍ ତର‘ରୁ ପ୍ରଜ୍ଞାନ ମିଶ୍ର ସର୍ବାଧିକ ୩୧ ରନ୍ ସଂଗ୍ରହ କରିଥିଲେ । ରେଡ଼୍ କମବାଇନ୍ ଦଳ ତର‘ରୁ ସିଭିକ୍ ସୁନା ଓ ଡ଼ିଲେଶ୍ୱର କଠାର ୨ ଗୋଟି ଲେଖାଁଏ ୱିକେଟ୍ ନେଇଥିଲେ । ଆଜିର ଏହି ‘ାଇନାଲ ମ୍ୟାଚ୍‌କୁ ଓସିଏ ଅମ୍ପାୟାର ପୃଥୀରାଜ ମିଶ୍ର ଓ ରାଜେନ୍ଦ୍ର ସେଠ ପରିଚାଳନା କରିଥିବା ବେଳେ ସ୍ୱାଗତ ଶୁଭଙ୍କର ଓ ଜଗପତି ନାଏକ ସ୍କୋରର ଥିଲେ । ଆଜିର ଏହି ଉଦ୍‌ଯାପନୀ ଉତ୍ସବରେ ଜିଲ୍ଲା କ୍ରୀଡ଼ା ସଂସଦର କାର୍ଯ୍ୟକାରୀ ସଭାପତି ଡ଼. ଶ୍ରୀକର ମିଶ୍ର, ସାଧାରଣ ସଂପାଦକ ଶ୍ରୀଯୁକ୍ତ ହରିନାରାୟଣ ପୂଝାରୀ, ଉପ-ସଭାପତି ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ମିଶ୍ର, ଯୁଗ୍ମସଂପାଦକ ଶ୍ରୀଯୁକ୍ତ ଶତୃଘନ ସିିଂହ, କୋଷା୍ମକ୍ଷ ହେମନ୍ତ କୁମାର ବେହେରା, କ୍ରିକେଟ ସଂପାଦକ ଶ୍ରୀଯୁକ୍ତ ଓମ୍‌ପ୍ରକାଶ ଚାନ୍ଦ୍‌, ଏଥ୍‌ଲେଟିକ୍ ସଂପାଦକ ଶ୍ରୀଯୁକ୍ତ ବିଭୂତିଭୂଷଣ ପଣ୍ଡା, କାଉନସିଲ ସଭ୍ୟ ଶ୍ରୀଯୁକ୍ତ ସୁଧୀର ଚନ୍ଦ୍ର ପଣ୍ଡା ଓ ଶ୍ରୀଯୁକ୍ତ ବିଜୟ ବଂଶଲ ପ୍ରମୂଖ ଉପସ୍ଥିତ ରହି ବିଜେତା ଓ ଉପ-ବିଜେତା ଦଳକୁ ଟ୍ର‘ି ପ୍ରଦାନ କରିବା ସହ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ ଏବଂ କ୍ରିକେଟ ସଂପାଦକ ଓମ୍‌ପ୍ରକାଶ ଚାନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like