-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||      ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   (25-Apr-2026)       ||      ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ମକା ମିଶନ ଅଧିନରେ ଡାବୁଗାଁ କୃଷୀ ଫାର୍ମ ରେ ବିହନ ବିତରଣ

12-Jun-2025



(ମିହିର ଶଙ୍କର ପାତ୍ର,)
ଡାବୁଗାଁ କୃଷୀ ଫାର୍ମ ରେ ମୁଖ୍ୟମନ୍ତ୍ରୀ ମକା ମିଶନ ଅଧିନରେ ଟି.ଏଚ୍.ଡି ସଂସ୍ଥା ଦ୍ବାରା ଆୟୋଜିତ କାର୍ଯ୍ୟକ୍ରମରେ କୃଷକ ମାନଙ୍କ ଉନ୍ନତ ଧରଣର ମକା ବିହନ ବିତରଣ କରା ଯାଇଛି। ଏହି ପରିପ୍ରେକ୍ଷୀରେ ଡାବୁଗାଁ ବ୍ଲକ କୃଷୀ ଅଧିକାରୀ ଶୁଦ୍ଧେସ୍ନା ଦୋଳ,  ସୁଶାନ୍ତ କୁମାର ରାଉତ, ବଳରାମ ପୂଜାରୀ ସମସ୍ତ ପ୍ରକାର ଆୟୋଜନ ର ତଦାରଖ କରିଥିଲେ। ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର, ଡାବୁଗାଁ ମଣ୍ଡଳ ବିଜେପି ସଭାପତି ମନୋଜ କୁମାର ପାତ୍ର,  ଜି କିରଣ କୁମାର, ଦିନେଶ ସିଂ ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀ ମାନଙ୍କୁ ବିହନ ବିତରଣ କରିଥିଲେ। ଏଭଳି ଏକ କାର୍ଯ୍ୟକ୍ରମ ର ଆୟୋଜନ ପାଇଁ ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଭ୍ୟ ଜୟନ୍ତ କୁମାର ପାତ୍ର କୃଷି ବିଭାଗ ର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   25-Apr-2026
  ଜିଲ୍ଲା  
ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   25-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     25-Apr-2026
  ଜିଲ୍ଲା  
ଭୁବନେଶ୍ୱର: ରେଳ ଧାରଣାରୁ ମହିଳାଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର   25-Apr-2026
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026

You Might Also Like