-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି ଅବସରରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ

12-Jun-2025



ବଲାଙ୍ଗିର(ଦେବାଶିଷ ବହିଦାର): ରଳକୁ ପୂର୍ବରୁ ଦେଖିବାକୁ ମିଳୁଛି ରଜ ଉତ୍ସବ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଆଜି ଠୁ ଆରମ୍ଭ ହୋଇଛି ଜିଲ୍ଲାସ୍ତରୀୟ ବିକାଶ ମେଳା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ଆଜି ପୃଥୀରାଜ ହାଇସ୍କୁଲ ଷ୍ଟାଡିଅମ ରେ ଉଦଘାଟନ ହୋଇଛି । ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇଶାଲୱାର ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ଏହି ବିକାଶ ମେଳାରେ ମିଳୁଛି ଭିନ୍ନ ଭିନ୍ନ ସ୍ଵାଦର ପିଠା । ସ୍ୱୟଂ ସହାୟିକା ଗୋଷ୍ଠୀ

ପକ୍ଷରୁ ହୋଇଥିବା ଏହି ଷ୍ଟଲରୁ ଲୋକମାନେ ଧାଡ଼ି ଲଗାଇ ପିଠା ଖାଇଥିଲେ । ଅପରପକ୍ଷେ ଏଠାରେ ଥିବା ଫୁଡ୍ କୋର୍ଟରେ ହଜି ଯାଉଥିବା ଖାଦ୍ୟ ପସରା ଖୋଲାଯାଇଛି । ଆରିସା, ପୋଡ଼ପିଠା, ଛେନାପୋଡ଼, ମଣ୍ଡା, କାକରା, ଚନ୍ଦ୍ରକାନ୍ତି ଆଦି ଭଳିକି ଭଳି ଖାଦ୍ୟ ରହିଛି।

ମେଳାରେ ଜିଲ୍ଲାର ସମସ୍ତ ବ୍ଲକର ସ୍ଵୟଂ ସହାୟକ ଗୋଷ୍ଠୀ ସଭ୍ୟା ମାନଙ୍କ ଦ୍ଵାରା ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ କରି ବିକ୍ରି କରାଯାଉଛି । ଏଥିରେ ବିଭିନ୍ନ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନ ଗୁଡ଼ିକ ଉପଲବ୍ଧ ହେଉଛି। ଜିଲ୍ଲା ପ୍ରଶାସନ ତରଫରୁ ବିକାଶ ମେଳାରେ ୨୫ଟି ଷ୍ଟଲରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବିକାଶ ଓ ସଫଳତା ପ୍ରଦର୍ଶିତ ହୋଇଛି ।  
   ସେହିଭଳି ସନ୍ଧ୍ୟାରେ ସ୍ଥାନୀୟ କଳାକାର ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।
ସେହି ଭଳି ପୂର୍ବାହ୍ନରେ ପୌରପରିଷଦ ଅଫିସରୁ ବିକଶିତ ବାହନ ଯାତ୍ରାର ଶୁଭାରମ୍ଭ ହୋଇଥିଲା । ସହରାଞ୍ଚଳ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ନିର୍ଦ୍ଦେଶକ ତରଣୀ ସୁନା ପତାକା ଦେଖାଇ ଏହି ସଚେତନତା ରଥକୁ  ଶୁଭାରମ୍ଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like