-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ବଲାଙ୍ଗିର ଜିଲ୍ଲା ଗସ୍ତ: ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶର କଲେ ସମୀକ୍ଷା

12-Jun-2025



ବଲାଙ୍ଗିର(ପ୍ରେରଣା ଖବର):  ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀଯୁକ୍ତ ସଚିନ ରାମଚନ୍ଦ୍ର ଯାଦବ ଆଜି ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶ ସମୀକ୍ଷା କରିଛନ୍ତି । ଏହା ପରେ ପଥରଚେପ ପଡିଆ କୁ ଯାଇ କ୍ଷେତ୍ର ପରିଦର୍ଶନ କରିଛନ୍ତି | ଏହି ଅବସରରେ ସେ ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖେ ପହଞ୍ଚାଇବା ପାଇଁ ସମସ୍ତ ଅଧିକାରୀ ଙ୍କୁ କହିଥିଲେ ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଉପରେ ଆଲୋଚନା ହୋଇଥିଲା ।  ପାର୍କିଂ, ସୁରକ୍ଷା, ପ୍ରଚାରପ୍ରସାର, ମେଡ଼ିକାଲ ଟିମ ଆଦି ବାବଦରେ ଆଲୋଚନା ହୋଇଥିଲା। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇଶାଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର  ଓ ଜିଲ୍ଲାସ୍ତରୀୟ ଅନ୍ୟ ଅଧିକାରୀ ବୃନ୍ଦ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like