-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ବିକାଶବାହାନ ରଥ ର ଶୁଭାରମ୍ଭ

12-Jun-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ପରିସର ମଧ୍ୟରେ ବି ଜେ ପି ସରକାର ଦ୍ୱାରା ପରିଚାଳିତ ଓଡ଼ିଶା ରେ ଏକବର୍ଷ ପୂର୍ତ୍ତି ଅବସରରେ ବିକାଶବାହନ ରଥ ର ଶୁଭାରମ୍ଭ ହୋଇଯାଇଛି l ଏଣୁ ବ୍ଲକ କତୃପକ୍ଷ ରୁ ଏହିରଥକୁ ଆଗାମୀ ଦିନ ରେ 20ଟି ଗ୍ରାମ ପଞ୍ଚାୟତ ପରିଭ୍ରମଣ କରି ବିକାଶ କରିଥିବାରୁ ତାର ଅନୁଭୂତି କୁ ଲୋକଲୋଚନ ରେ ଆଲୋକପାତ କରିବ l ତେଣୁ ଆଜି ବ୍ଲକ ସମ୍ମୁଖରେ ଏକରଥ କୁ ମୁଖ୍ୟଅତିଥି ବ୍ଲକ ଉପାଧ୍ୟକ୍ଷା ନିରୁପମା ପଧାନ ଏକ ସବୁଜ ରଙ୍ଗର ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ଏଥିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି , ଏ ବି ଡି ଓ ରୁଦ୍ରପ୍ରସାଦ ସୁନା , ଶିଶୁ ବିକାଶ ଅଧିକାରୀ ଶୁଭଶ୍ରୀ ମିଶ୍ର , ବିଧାୟକ ପ୍ରତିନିଧି ପିତାମ୍ବର କଣ୍ଟା , ଫରେଷ୍ଟ କର୍ମଚାରି , ସି ପି କେଦାର ନାଥ ରାଓ , ସମେତ ଅନ୍ୟାନ୍ୟ କର୍ମଚାରି ଉପସ୍ଥିତ ଥିଲେ l ଗ୍ରାମ ପଞ୍ଚାୟତ ଅଧିକାରୀ ସୌଭାଗ୍ୟ ପଧାନ ଙ୍କ ତତ୍ୱାବଧାନ ରେ ପରିଚାଳିତ ହେଉଥିଲା ।ଏହାପରେ କୁଟ।ସିଂହ। ଗ୍ରାମ ପଞ୍ଚାୟତ ଅଭିମୁଖେ ଗସ୍ତ କରି ଥିବା ବେଳେ ସେହି ଠାରେ ସରପଞ୍ଚ ଡିଗ୍ରୀ ମେହେର ଓ ପି ଇ ଓ ପ୍ରଶାନ୍ତ ଯୋଶୀ ଙ୍କ ଦ୍ଵାରା ରଥ କୁ ସ୍ଵାଗତ କରାଯାଇ ଏକ ସଭାର ଆୟୋଜନ କରାଯାଇଥିଲା l ପରେ ପଟୁଆପାଲି ଗ୍ରାମ ଅଭିମୁଖେ ଆସିଥିଲେ ସେହି ଠାରେ ମଧ୍ୟ ପି ଇ ଓ ଅମର କୁମାର କୁଆଁର ଙ୍କ ତତ୍ୱାବଧାନ ରେ ରଥକୁ ସ୍ଵାଗତ କରାଯାଇ ଏକ ସଭାର ଆୟୋଜନ କରାଯାଇ ଥିଲା l ଏହି ସଭାରେ ସରପଞ୍ଚ ରବି ବସ୍ତିଆ , ବିଧାୟକ ଙ୍କ ପ୍ରତିନିଧି ପିତାମ୍ବର କଣ୍ଟା , ଗ୍ରାମ ପଞ୍ଚାୟତ ଅଧିକାରୀ ସୌଭାଗ୍ୟ ପଧାନ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଏବଂ ଅନ୍ୟାନ୍ୟ ଅତିଥି ମାନେ ଉପସ୍ଥିତ ଥିଲେ l ସରକାରଙ୍କୁ ଲୋକାଭିମୁଖୀ କାର୍ଯ୍ୟ କୁ ଭିଡିଓ ଗ୍ରାଫି ମାଧ୍ୟମରେ ଲୋକଙ୍କୁ ସୂଚନା ଦିଆଯାଇ ଥିଲା l ପରେ ନୂତନ ଭତ୍ତା , ଆବାସ ଗୃହ ର କାର୍ଯ୍ୟାଦେଶ, ଜବ କାର୍ଡ ବଣ୍ଟନ କରି ସଭା ସାଂଗ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like