-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ତୀର ବିନ୍ଧିବା ଯୋଗୁଁ ଜଣେ ଆହାତ,ଅଭିଯୁକ୍ତ ଗିରଫ

13-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ରାସବେଡା ପଞ୍ଚାୟତର ପାଲକାଗୁଡା ଗ୍ରାମରେ ଗତ ୮ ତାରିଖ ଦିନ କୌଣସି କାରଣରୁ ଉକ୍ତ ଗ୍ରାମରେ ରହୁଥିବା ଶ୍ରୀପତି ମୁଦୁଲୀ ଏବଂ ହାଡ଼ି ମୁଦୁଲୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହି ଘଟଣାକୁ ନେଇ ସେହିଦିନ ସନ୍ଧ୍ୟା ପ୍ରାୟ ୭ ଟା ବେଳେ ହାଡ଼ି ମୁଦୁଲୀ ଉତକ୍ଷିପ୍ତ ହୋଇ ଧନୁତୀର ଆଣି ହଠାତ ଶ୍ରୀପତିଙ୍କ ବାମ ଛାତିକୁ ତୀର ମାରିଥିଲା। ଯାହା ଫଳରେ ଶ୍ରୀପତିଙ୍କ ଛାତିରେ ତୀର ପଶି ଅଟକି ଯାଇଥିଲା। ତୀରଟି ଅଟକି ଯିବା ହେତୁ ସେ ଗୁରୁତର ଆହତ ହୋଇଯାଇଥିଲା। ତାକୁ ଚିକିତ୍ସା ନିମନ୍ତେ ତୁରନ୍ତ ଖଇରପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ କୋରାପୁଟ ମେଡିକାଲ ପଠା ଯାଇଥିଲା। କିନ୍ତୁ ଡାକ୍ତରମାନେ ସେଠାରେ ଅସ୍ତ୍ରୋପଚାର ନ କରି ତାକୁ  ବ୍ରହ୍ମପୁର ମେଡିଲାଲକୁ  ପଠାଇ ଦେଇଥିଲା। ସେଠାରେ ଡାକ୍ତରମାନଙ୍କ ଦ୍ୱାରା ଅସ୍ତ୍ରୋପଚାର କରି ଛାତିରୁ ତୀରକୁ  ବାହାର କରିବାରେ ସଫଳ ହୋଇ ଥିଲେ । ବର୍ତ୍ତମାନ ସେ ସୁସ୍ଥ ଥିବା ଜଣା ପଡିଛି। ଏ ନେଇ ଶ୍ରୀପତିଙ୍କ ଝିଅ ପୂର୍ଣିମା ଗତ ୯ ତାରିଖରେ ଓର୍କେଲ ଥାନାରେ ଏକ ଲିଖିତ ଅଭିଯୋଗ ପ୍ରଦାନ କରିଥିଲା।ଏ ନେଇ ଥାନାରେ ଏକ ମାମଲା ୧୬୭/୨୦୨୫ ରେ ରୁଜୁ ହୋଇ ଥିଲା। ପୋଲିସ   ଅଭିଯୁକ୍ତ ହାଡ଼ି ମୁଦୁଲୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ଗତକାଲି ମଙ୍ଗଳବାର ନବରଙ୍ଗପୁରରୁ ଏକ ସ୍ୱତନ୍ତ ୫ ଜଣିଆ ସାଇଣ୍ଟିଫିକ୍ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ କରିବା ସହିତ ଶ୍ରୀପତିଙ୍କ ସାର୍ଟ ଏବଂ ଘଟଣା ସ୍ଥଳରେ ପଡିଥବା ରକ୍ତ ଛିଟାର ନମୁନା ସଂଗ୍ରହ କରିଛନ୍ତି। ହାଡ଼ିଙ୍କ ନିକଟରୁ ଘଟଣାରେ ବ୍ୟବହୃତ ହୋଇଥିବା ଧନୁକୁ ପୋଲିସ ଜବତ କରିବା ସହିତ ବୁଧବାର ହାଡିକୁ ଗିରଫ କରି କୋର୍ଟ ଚାଲାଣ ଯାଇଥିବା ଓର୍କେଲ ଥାନା ଅଧିକାରୀ ଧିରେନ ପଟ୍ଟନାୟକ ପ୍ରକାଶ କରିଛନ୍ତି।
 


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like