-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସରକାର ଙ୍କ ଏକବର୍ଷ ପୂର୍ତ୍ତି ଅବସରରେ ଲୋଇସିଂହା ରେ ବିକାଶବାହାନ ରଥ ର ଶୁଭାରମ୍ଭ

13-Jun-2025



ଲୋଇସିଂହା, (ପ୍ରେରଣା ଖବର) ଆଜି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ବି ଜେ ପି ସରକାର ଦ୍ୱାରା ପରିଚାଳିତ ଓଡ଼ିଶା ରେ ଏକବର୍ଷ ପୂର୍ତ୍ତି ଅବସରରେ ବିକାଶବାହାନ ରଥ ର ଶୁଭାରମ୍ଭ ହୋଇଯାଇଛି l ପ୍ରଥମେ ଲୋଇସିଂହା ବ୍ଲକ ରୁ ବାହାରି ବୁଢ଼ୀପଦର ରେ ବିକାଶବାହାନ ରଥ ପହଂଚିଥିଲା l ରଥ କୁ ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ ଓ ପିଇଓ ପ୍ରହଲ୍ଲାଦ ବେହେରା ସ୍ୱାଗତ କରିଥିଲେ l ପରେ ରଥ ଟି ବୁର୍ଡl ଗ୍ରାମ ପଂଚାୟତ କୁ ପହଂଚି ଥିଲା l ବୁର୍ଡ଼l ସରପଞ୍ଚ ସୁଦିପ ସା ଓ ପିଇଓ ଅନୁରାଧା ପାଣ୍ଡେ ରଥ କୁ ସ୍ୱାଗତ କରିଥିଲେ l ବୁର୍ଡ଼l ପରିସର ମଧ୍ୟରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଡ଼ିଓ ଅକ୍ଷୟପାଣି ଉଦ୍ଦୁ ଯୋଗ ଦେଇଥିବା ବେଳେ ମଂଚାସୀନ ଜିପିଇଓ କିଶୋରଚନ୍ଦ୍ର ମାନସିଂହ, ବିଧାୟକ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ, ଯୋଗାଣ ଅଧିକାରୀ ସୋମ୍ୟରଞ୍ଜନ ମହାନନ୍ଦ,ଏଡିଓ ଆଲୋକ ସାହୁ, ଡବ୍ଲୁଇଓ ସୁଧାଂଶୁ ସାହୁ, ବିପିସି କୃଷ୍ଣାମୟୀ ଛତ୍ରିଆ ମଂଚାସୀନ ଥିଲେ l

ଏହାସହ ୱାର୍ଡ ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ l ପରେ ଆବାସ ଯୋଜନା, ରାସନ କାର୍ଡ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା, ଜବକାର୍ଡ, ଅଶି ବର୍ଷ ରୁ ଉର୍ଦ୍ବ ବାର୍ଦ୍ଧକ୍ୟ ଭତ୍ତା, ଆୟୁଷ୍ମାନ କାର୍ଡ ପ୍ରାୟ 47 ଟି କାର୍ଡ ଅତିଥି ଙ୍କ ଦ୍ୱାରା ପ୍ରଦାନ କରାଗଲା l ବୁଢ଼ୀପଦର ରେ ମଧ୍ୟ କାର୍ଡ ବଣ୍ଟନ କରାଯାଇଥିଲା l ସରକାରଙ୍କ ବର୍ଷେ ରେ ହୋଇଥିବା ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ କୁ ଭିଡିଓ ଗ୍ରାଫି ମାଧ୍ୟମରେ ଲୋକଙ୍କୁ ସୂଚନା ଦିଆଗଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like