-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବିକାଶ ବାହାନ ଶୂଭାରମ୍ଭ ଓ ଯାତ୍ରା ପରିକ୍ରମା

13-Jun-2025



ତୁରେକେଲା(କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ମହୁଲପାଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକଙ୍କ ନୋମିନି ମୁକେଶ ବାଗ ଓ ବିଜେପି ନୋମିନି ତୁରେକେଲା ଗ୍ରାମପଞ୍ଚାୟତ ସରପଞ୍ଚ ଜଳନ୍ଧର ମହାକୁଡ଼ ଯୋଗ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ମହୁଲପାଟି ଗ୍ରାମପଞ୍ଚାୟତ ସରପଞ୍ଚ ସ°ଜିପ କୁମାର ସାହୁ ଏବଂ ବ୍ଳକ୍ କର୍ମଚାରୀ ବୃନ୍ଦ ସିପି ସନ୍ତୋଷ କୁମାର ବାଗ,ଖାଦ୍ୟ ଯୋଗାଣ ଅଧିକାରୀ ସନାତନ ମାଝୀ,ବିପିଏମ୍ ନୀଳମାଧବ

ସାହୁ,ଏମ୍ ଆଇ,ଏଇ,ଡବ୍ଳୁଇଓ ଉଦ୍ୟତ କୁମାର ରାଉତ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଜଗମୋହନ କହଁର,ଏଡିଓ ସ°ଜିପ କୁମାର ବିଷି, ଏବଂ ମହୁଲପାଟି ଫରେଷ୍ଟର ନପ ହରପାଲ, ଲାଠୋର ଫରେଷ୍ଟର ସାଗରିକା ସେଟ୍ , ତୁରେକେଲା ଡ଼ାକ୍ତର ଖମାରୀ ଏବଂ ବିଭିନ୍ନ ଡିପାର୍ରଟ ର କର୍ମଚାରୀ ବୃନ୍ଦ ମଞ୍ଜାସିତ ହୋଇଥିଲେ।ଏହି କାର୍ଯ୍ୟକ୍ରମ ରେ ତୁରେକେଲା ସରପଞ୍ଚ ଶ୍ରୀ ମହାକୁଡ଼ ବିଭିନ୍ନ ଜୋଯନା ବିଷୟ ରେ ବୁଝାଇ କହିଥିଲେ।ଏହି କାର୍ଯ୍ୟକ୍ରମ ରେ ବିଧାୟକ ଙ୍କ ନୋମିନି ଙ୍କ ଦ୍ୱାରା ୫ ଗୋଟି ଜବକାର୍ଡ, ପାଞ୍ଚ ଗୋଟି,୫ ଗୋଟି ଲେବର କାର୍ଡ,୬ ଗୋଟି ରାସନ୍ କାର୍ଡ,୮ ଗୋଟି ଭତ୍ତା କାର୍ଡ, ଏବଂ ୪ ଟି କିଶାନ କ୍ରେଡିଟ୍ କାର୍ଡ ଏପରିକି ସର୍ବ ମୋଟ ୩୩ ଜଣଙ୍କୁ ବଣ୍ଟନ କରାଗଲା।ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ଚିକିତ୍ସା, ଆଧାର ଅପ୍ ଡେଟ୍ ଓ ଜଙ୍ଗଲ ବିଭାଗ ତରଫରୁ ଅନେକ ବୃକ୍ଷ ଗୁଡ଼ିକ ମଧ୍ୟ ବଣ୍ଟନ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ଗାଁ ଗହଳି ରୁ ପ୍ରାୟ ୩୦୦ ଲୋକେ ପ୍ରମୂଖ ଉପସ୍ଥିତ ଥିଲେ। ଏବଂ ଏହି ବିକାଶ ବାହାନ ହଳନଭଟା ଗ୍ରାମପଞ୍ଚାୟତ

ପରିଭ୍ରମଣ କରି ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ବିକାଶ ବାହାନ ଶୂଭାରମ୍ଭ ଗୁରୁବାର ଦିନ ତୁରେକେଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ହୋଇ ଥିଲା। ଏହାପରେ ଝରଣୀ ପରିକ୍ରମଣ କରି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି ବିକାଶ ବାହାନ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ କୁ ପରିଭ୍ରମଣ ୨୧ ତାରିଖ ପର୍ଯ୍ୟନ୍ତ ପରିଭ୍ରମଣ କରିବ ବୋଲି ସ୍ଥିରୀକୃତ କରା ଯାଇଅଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like