-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଯୁବକଙ୍କୁ ପଥରରେ ଛେଚି ହତ୍ୟା ଅଭିଯୋଗ: ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ପୋଲିସ ର ଛାନବିନ ଆରମ୍ଭ

13-Jun-2025



କନ୍ଧମାଳ, (ସୁଶିଲ କୁମାର ପାଣିଗ୍ରାହୀ):  ଯୁବକଙ୍କୁ ପଥରେ ଛେଚି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ଦୁର୍ବୃତ୍ତ। କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତର ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ଭୃଙ୍ଗିଯୋଡି ବିଦେଶୀ ମଦ ଦୋକାନ ମଝିରେ ରାସ୍ତା କଡରୁ ଯୁବକଙ୍କ ମୃତଦେହ ଜବତ କରିଛି ପୁଲିସ। ରକ୍ତ ଜୁଡୁବୁଡୁ ହୋଇ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା କିଛି ଲୋକେ ଦେଖିବାରୁ ଫିରିଙ୍ଗିଆ ଥାନାକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଚଳାଇଛି। ମୃତ ଯୁବକ ନୂଆପଦର ପଞ୍ଚାୟତ ଜାର୍ଗୀପଡ଼ା ଗାଁର ପ୍ରଭାତ ମଲିକ ଏବଂ ସେ ଜଣେ ଡ୍ରାଇଭର ବୋଲି ଜଣାପଡ଼ିଛି। ମୃତଦେହ ନିକଟରେ ଏକାଧିକ ପଥର ପଡ଼ିଥିବା ବେଳେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ପୁଲିସ ସାଇଣ୍ଟିଫିକ ଟିମ ଓ ଅନୁସନ୍ଧନୀ କୁକୁର ସହାୟତାରେ ତଦନ୍ତ କରିଛି। ଫିରିଙ୍ଗିଆ ଥାନା ଅଧିକାରୀ ଗୋପିନାଥ ପ୍ରଧାନ, ଏସଆଇ ଦୀପକ ରାଉତ, ଏଏସଆଇ ଶ୍ରୀକାନ୍ତ ପାତ୍ର ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି। ସୂଚନା ଯୋଗ୍ୟ ଯେ, ପ୍ରଭାତ ଗତ ବୁଧବାର ସକାଳ ୯ ଟାରୁ ଘରୁ ନିଜର ଏକ ସାଇକେଲ ଧରି କେଉଁଆଡେ ଯାଇଥିଲେ। ପରେ ଘରକୁ ଫେରି ନ ଥିବା ପରିବାର ଲୋକେ କହିଛନ୍ତି। ଗୁରୁବାର ସକାଳେ ମୃତଦେହ ପଡ଼ିଥିବା ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। କେଉଁ କାରଣରୁ ପ୍ରଭାତଙ୍କୁ ହତ୍ୟା କରାଯାଇଛି ତାହା ଜଣାପଡ଼ିନାହିଁ। ତେବେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ମା’ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like