-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ମାସ ମାସ ଧରି ଖୋଲୁନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ : ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ

13-Jun-2025



ବାଲିଗୁଡ଼ା, (ସୁଶିଲ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା କ.ନୁଆଗାଁ ତହସିଲ ଅନ୍ତର୍ଗତ ଵଣ୍ଡଗୁଡ଼ା ପଞ୍ଚାୟତରେ ଥିବା ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ମାସ ମାସ ଧରି ଖୋଲୁ ନ ଥିବାରୁ ଅଞ୍ଚଳବାସୀ ସେବା ପାଇବାରୁ ବଞ୍ଚିତ ହୋଇ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି । ଘଣ୍ଟା ଘଣ୍ଟା ଧରି କାର୍ଯ୍ୟାଳୟ ଆଗରେ ଅପେକ୍ଷା କଲେ ବି ରାଜସ୍ୱ ଅଧିକାରୀଙ୍କ ଦେଖା ମିଳୁନାହିଁ । ଫଳରେ ଜନ ଅସନ୍ତୋଷ ବଢିବାରେ ଲାଗିଛି । ଆଗରୁ ଲୋକେ ସବୁ ସୁବିଧା ପାଉଥିଲେ । କିନ୍ତୁ ଗତ କିଛି ମାସ ହେବ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏବେ ଲୋକେ ସରକାରୀ ସୁବିଧା ପାଇ ପାରୁନଥିବା ଅଭିଯୋଗ ହୋଇଛି । ଗୋଟିଏ ପଟେ ଵଣ୍ଡଗୁଡ଼ା ରାଜସ୍ବ ନିରିକ୍ଷକଙ୍କ କାର୍ଯ୍ୟାଳୟ ମାସ ମାସ ଧରି ବନ୍ଦ ରହୁଥିବା ବେଳେ ଗ୍ରାମବାସୀଙ୍କ ବିଭିନ୍ନ କାମ ବାବଦକୁ ସମ୍ପୃକ୍ତ ଅଧିକାରୀ ଲୋକଙ୍କୁ ଟଙ୍କା ମାଗୁଥିବା ମଧ୍ୟ ଅଭିଯୋଗ ହୋଇଛି । ବାସ୍ତବରେ ତୃଣମୂଳ ସ୍ତରରୁ ଜନସାଧାରଣଙ୍କ ସେବା କରିବା ପାଇଁ ସରକାର ସମ୍ପୃକ୍ତ ଅଧିକାରୀଙ୍କୁ ନିୟୋଜିତ କରିଛନ୍ତି। କିନ୍ତୁ ସମ୍ପୃକ୍ତ ରାଜସ୍ବ ନିରୀକ୍ଷକଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ଏବେ ଅଞ୍ଚଳବାସୀ ଅତିଷ୍ଠ ହୋଇପଡିଲେଣି । ସରକାର ଏଥିପ୍ରତି ଦୃଷ୍ଟି ଦେଇ ଏହି କର୍ମଚାରୀଙ୍କୁ ଅନ୍ୟତ୍ର ବଦଳି କରି ଲୋକଙ୍କ ପାଇଁ କାମ କରୁଥିବା ଅଧିକାରୀଙ୍କୁ ଏଠାରେ ନିୟୋଜିତ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । ସେପଟେ ଏନେଇ କ.ନୁଆଗାଁ ତହସିଲଦାର ଆନନ୍ଦ କୁମାର ପଣ୍ଡାଙ୍କୁ ପଚାରିବାରୁ ନିଜ କର୍ମଚାରୀଙ୍କ ଦୋଷ ଲୁଚାଇବାକୁ ଯାଇ ନିଜ କର୍ମଚାରୀଙ୍କ ସପକ୍ଷରେ କହିବା ସହ ଅଧିକ କିଛି କହିବାକୁ ମନା କରିଦେଇଥିଲେ । ପରେ ଘଟଣା ସମ୍ପର୍କରେ ସବୁ ଜାଣି ମଧ୍ୟ କିଛି ନଜାଣିବା ଭଳି ମନ୍ତବ୍ୟ ଦେଇଛନ୍ତି । ସରକାର କହୁଛନ୍ତି ଆମ ସରକାର ଲୋକଙ୍କ ସରକାର । କିନ୍ତୁ ଏଠି ମାସ ମାସ ଧରି କାର୍ଯ୍ୟାଳୟରେ ତାଲା ଝୁଲୁଥିବା ବେଳେ ଲୋକେ ସେବା ପାଇବାରୁ ବଞ୍ଚିତ ଅଛନ୍ତି । ଖବର ପ୍ରସାରଣ ପରେ ଜିଲ୍ଲା ପ୍ରଶାସନ କ'ଣ ପଦକ୍ଷେପ ନେଉଛି ତାହା ଦେଖିବାକୁ ବାକି ରହିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like