-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ରାଜ୍ୟ

ଆଜି ନେତାଜୀ ଜୟନ୍ତୀ: ଜାନକୀ ଭବନରେ ମାଲ୍ୟାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ବସ୍ ଟର୍ମିନାଲର ହେବ ଶିଳାନ୍ୟାସ

23-Jan-2021



ଭୁବନେଶ୍ୱର (ପ୍ରେରଣା ଖବର ବ୍ୟୁରୋ) :ଆଜି ନେତାଜୀ ଜୟନ୍ତୀ । ଏହି ଅବସରରେ କଟକ ବକ୍ସି ବଜାରସ୍ଥିତ ଜାନକୀ ଭବନରେ ମାଲ୍ୟାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ପରେ ଖାନନଗରର ହେବାକୁ ଥିବା ବସ ଟର୍ମିନାଲର ଶିଳାନ୍ୟାସ କରିବେ ।

ଭୁବନେଶ୍ବରରୁ ହେଲିକପ୍ଟରେ ଯୋଗେ ସକାଳ ସାଢେ ୧୦ଟାରେ ବାହାରି କଟକ ଉପର ବାଲିଯାତ୍ରା ପଡିଆରେ ୧୦ଟା ୫୦ ମିନିଟରେ ପହଁଚିବେ। କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନରେ ସେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏଥିସହିତ ସେଠାରେ ପତାକା ଉତ୍ତୋଳନ ମଧ୍ୟ କରିବେ।

ସେଠାରୁ ମୁଖ୍ୟମନ୍ତ୍ରୀ ଖାନନଗରେ ହେବାକୁ ଥିବା ନେତାଜୀ ବସ ଟର୍ମିନାଲର ଶିଳାନ୍ୟାସ ମଧ୍ୟ କରିବେ। ବସ ଟର୍ମିନାଲ ଅଞ୍ଚଳ ପରିଦର୍ଶନ କରି ଏହାର ନକ୍ସା ଅନୁଧ୍ୟାନ କରିବେ। ପ୍ରାୟ ୧୨ ଏକର ସ୍ଥାନରେ ଏହି ବସ ରହଣୀସ୍ଥଳ ନିର୍ମାଣ ହେବ। ସେଥିପାଇଁ ୬୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଏହି ବସ ଟର୍ମିନାଲରେ ଏକାଥରେ ୧୫୦ଟି ବସ ରହିପାରିବା ପରି ବ୍ୟବସ୍ଥା କରାଯାଉଛି।

ଅନ୍ୟପଟେ ଜାନକୀ ନାଥ ଭବନ ନେତାଜୀ ସଂଗ୍ରହାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । କଟକରେ ଧର୍ମେନ୍ଦ୍ରଙ୍କ କାର୍ଯ୍ୟକ୍ରମ ସରିବା ପରେ ଝାରସୁଗୁଡା ଗସ୍ତ କରିବେ । ପୂର୍ବାହ୍ନ୧୧ଟା ସମୟରେ ସେ ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟ, ଝାରସୁଗୁଡାରେ ପହଞ୍ଚି ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like