-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ଜୟପାଟଣା ବିସ୍ଫୋରକ ଜବତ ଘଟଣାରେ ବିକ୍ରମ ଗୁପ୍ତା ଗିରଫ, ତଦନ୍ତ ଜାରୀ

14-Jun-2025



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୟପଟଣା ଥାନା ଅଧିନସ୍ଥ ଯମଚୁଆଁ-ଲାଖବାହାଳି ଷ୍ଟୋନ କ୍ରସର ରେ ସାଢେ ଛଅ ଟନ ବିସ୍ଫୋରକ ସାମଗ୍ରୀ ଓ ୧୧୫ ଡିଟୋନେଟର ଜବତ ଘଟଣା ରେ ଜୟପାଟଣା ପୋଲିସ ଲିଜଧାରୀ ବ୍ୟବସାୟୀ ବିକ୍ରମ ଗୁପ୍ତା କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ସୂଚନାଯୋଗ୍ୟ ଯେ, ଚଳିତ  ୨୦୨୫ ମଇ ମାସ ୪ତାରିଖ ଦିନ ଦୁଇଟି ଗାଡିରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରୁ ସାଢେ ଛଅ ଟନ ବିସ୍ଫୋରକ ସାମଗ୍ରୀ ଓ ୧୧୫ ଡିଟୋନେଟର ଜୟପଟଣା ଥାନା ଅଧିନସ୍ଥ ଯମଚୁଆଁ-ଲାଖବାହାଳି ଷ୍ଟୋନ କ୍ରସର ରେ ଥିବାର ଖବର ପାଇ ଜୟପାଟଣା ପୋଲିସ ସେସବୁକୁ ଜବତ କରି OMMC rule ୫୦(I) ସହିତ ବିସ୍ଫୋରକ ଆଇନ ଧାରା ୪ ଓ ୫ ଅନୁସାରେ ଜୟପାଟଣା ଥାନା କେଶ ନମ୍ବର ୧୩୨୨୦୨୫  ରେ ଏକ କେଶ ରୁଜ୍ଜୁ କରି ଗତ ୫ ତାରିଖ ଦିନ ଦୁଇ ଗାଡିର ଡ୍ରାଇଭର ଧରମୁ ପୋଢ ଓ ରାଜରାମ କେତକୀ, କ୍ରସର ସୁପରଭାଇଜର ଜଗନ୍ନାଥ ତିୱାରୀ ଏବଂ କଣ୍ଟାବାଞ୍ଜି ର ବିସ୍ଫୋରକ ବିଷାରଦ ଅରୁଣ କୁମାର ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ । ଉକ୍ତ କ୍ରସର ଲିଜ ଧାରୀ ପ୍ରଖ୍ୟାତ ବ୍ୟବସାୟୀ ବିକ୍ରମ ଗୁପ୍ତା ଫରାର ହୋଇଯାଇଥିଲେ । ବିକ୍ରମ ଗୁପ୍ତାଙ୍କ ଜୁନାଗଡ ଠାରେ ଥିବା ଦ୍ବିତଳ ପ୍ରାସାଦ ସମେତ ବିକ୍ରମ ଗୁପ୍ତାଙ୍କ ବ୍ୟବସାୟ ସହଯୋଗୀ ଜୁନାଗଡର ଜଣେ ପ୍ରଖ୍ୟାତ କପଡ଼ା ବ୍ୟବସାୟୀ ଏବଂ ଆଉ ଜଣେ ସବୁ ବେପାର କରୁଥିବା ମିଲ ମାଲିକ ଘରେ ପୋଲିସ ଖାନ ତଲାଶ କରି ବିକ୍ରମକୁ ଖୋଜିଥିଲେ ହେଁ ପାଇ ନ ଥିବା ବେଳେ ପୋଲିସ ର ଏକ ସ୍ବତନ୍ତ୍ର ଦଳ ବିଶାଖାପାଟଣା ଠାରୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ବିକ୍ରମ ଗୁପ୍ତା ର ସହଯୋଗୀ ଜୁନାଗଡ ର ଏହି ପ୍ରଖ୍ୟାତ କପଡ଼ା ବ୍ୟବସାୟୀ ଗୋଟିଏ ପରେ ଗୋଟିଏ କପଡ଼ା ଦୋକାନ ଏବଂ ହୋଟେଲ କରି ଚାଲିଥିବା ବେଳେ ବିକ୍ରମ ଗୁପ୍ତା ଜୁନାଗଡ ଠାରେ ଦ୍ବିତଳ ପ୍ରାସାଦ ନିର୍ମାଣ କରିଥିବା ବେଳେ ସବୁ ବେପାର କରୁଥିବା ମିଲ ମାଲିକ ମଧ୍ୟ କିଛି ମାସ ତଳେ କ୍ରସର ଓ ପଥର ଖଣି ବେପାର କରୁଥିବା ଚର୍ଚ୍ଚା ହେଉଛି । ଏହା ଯଦିଓ ସତ୍ୟ ହୋଇଥାଏ ତେବେ ଅନୁସନ୍ଧାନ କଲେ ବହୁ ଗୋପନୀୟ ତଥ୍ୟ

ସାମନାକୁ ଆସି ପାରିବ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି । ଏହା ବ୍ୟତୀତ କିଛି ବର୍ଷ ତଳେ ଜୟପାଟଣା ଥାନା ଅଞ୍ଚଳରେ ଥିବା ଭୁରସିଗୁଡା ଲାଣ୍ଡିମୁଣ୍ଡୀ ପାହାଡ ରେ ପ୍ରଚଣ୍ଡ ବିସ୍ଫୋରଣ ହେବା ଘଟଣାର କେଶ ରୁଜ୍ଜୁ ହେବା ପରେ ହାଇକୋର୍ଟ ଜାମିନ ରେ ଅଭିଯୁକ୍ତ ମାନେ ବାହାରେ ଥିବା ଜଣାପଡିଛି । ଅନ୍ୟ ପକ୍ଷରେ ଜିଲ୍ଲା ର ବହୁ ବଡ ବଡ ପାହାଡ ଗୁଡିକ ମଧ୍ୟରୁ ପଥର କାଟି ବାହାର କରିଦେଇ ଥିବା ଦେଖା ଯାଉଥିବା ବେଳେ ଏହି ପଥର ଚୋରା ତସ୍କର ମାନେ କିଭଳି ଭାବେ ପାହାଡ ର ପଥର କାଟୁଛନ୍ତି ତାହା ଅଦ୍ୟାବଧି ତଦନ୍ତ ହୋଇପାରି ନାହି । ସେସବୁର ଏକ ଉଚ୍ଚ ସ୍ତରୀୟ ନିରପେକ୍ଷ ତଦନ୍ତ ହେଲେ ବହୁ ଗୋପନୀୟ ତଥ୍ୟ ସାମନାକୁ ଆସି ପାରିବ ବୋଲି ବୁଦ୍ଧିଜୀବୀ ମହଲରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like