-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||     

HOME   ଜିଲ୍ଲା

ଗ୍ରାମରେ ପାନୀୟ ଜଳ ଯୋଗାଣ ପାଇଁ ଉତ୍କଳ ଆଲୁମିନାର ପ୍ରୟାସ: ସ୍ଵଜଳ ଧାରା ଓ ୫ସୌରାଚାଳିତ ନଳକୂଅ ର ଶୁଭାରମ୍ଭ

14-Jun-2025



ରାୟଗଡା: ରାୟଗଡା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପ ସହଯୋଗୀ କମ୍ପାନୀ ପକ୍ଷରୁ ଦୁଇଗୋଟି ସ୍ଵଜଳ ପ୍ରକଳ୍ପ ଓ ପାଞ୍ଚଗୋଟି ସୌରାଚାଳିତ ନଳକୂପ ଉଦ୍ଘାଟିତ ହୋଉଯାଇଛି । ଉତ୍କଳ ଆଲୁମିନା ଖଣି ମୁଖ୍ୟ ବିଜୟ ଚୌହାନ ସମେତ କାରଖାନା ସିଏସଆର ବିଭାଗ କର୍ମକର୍ତା କାଶୀପୁର ବ୍ଲକ

କୋଡ଼ିପାରି ପଂଚାୟତ କାଳିଆ ଚାଁଚେରା ଓ ରୟାଲଘାଟି ଗାଁରେ ଉପସ୍ଥିତ ରହି ଜଳ ଯୋଗାଣ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି । ଦୀର୍ଘ ଦଶନ୍ଧିରୁ ଗ୍ରାମବାସୀ ଶୁଦ୍ଧ ପାନୀୟ ଜଳ ନପାଇ ସ୍ଥାନୀୟ ଝରଣା ଓ ନାଳ ପାଣି ଉପରେ ନିର୍ଭରଶୀଳ ଥିଲେ । ପାନୀୟ ଜଳ ନମିଳିବାରୁ ଦୂଷିତ ପାଣି ପିଇ ଲୋକେ ବିଭିନ୍ନ ସମୟରେ ଝାଡ଼ାବାନ୍ତି ଓ ଅନ୍ୟାନ୍ୟ ଜଳ ବାହକ ସଂକ୍ରମଣ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଳୟରେ ଭର୍ତି ହୋଇ ମର୍ତ୍ୟୁ ସହ ସଂଗ୍ରାମ କରିଥାନ୍ତି । ସମ୍ପ୍ରତି ସମସ୍ୟା ଦୀର୍ଘଦିନରୁ ଚାଲିଥିବା ବେଳେ ଉତ୍କଳ ଆଲୁମିନା ତରଫରୁ ଗ୍ରାମବାସୀଙ୍କ ଏହି ସମସ୍ୟା ସମାଧାନ ନିମନ୍ତେ ଆଗକୁ ଆସି ସୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ପ୍ରୟାସ କରାଯାଇଛି । ଏହି ପରିପ୍ରେକ୍ଷୀରେ ଉକ୍ତ ଦୁଇଟି ଗ୍ରାମରେ ଲୋକଙ୍କୁ ହାତପାହାନ୍ତାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସକାଶେ ଦୁଇଗୋଟି ସ୍ଵଜଳ ଧାରା କାର୍ଯ୍ୟକ୍ଷମ କରାଯଇଛି । ସେହିପରି ଗ୍ରାମବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପାଞ୍ଚ ଗୋଟି ସୌରାଚାଳିତ ନଳକୂଅ କାର୍ଯ୍ୟକ୍ଷମ କରାଯାଇଛି । ଉତ୍କଳ ଆଲୁମିନା ତରଫରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ଖୁସି ପ୍ରକଟ କରିଛନ୍ତି । କମ୍ପାନୀର ଏଭଳି ଲୋକାଭିମୁଖୀ କାର୍ଯ୍ୟ ଯୋଗୁଁ ଗାଁ ଲୋକେ ପ୍ରଶଂସା କରୁଥିବାବେଳେ ସ୍ଥାନୀୟ ବାସିନ୍ଦା ମାଳିଆ ମାଝୀ

କହିଛନ୍ତି, ଗାଁରେ ଲୋକେ ଶୁଦ୍ଧ ପାନୀୟ ଜଳ ପିଇବା ପାଇଁ ନାହିଁନଥିବା କଷ୍ଟ ସ୍ୱୀକାର କରୁଥିଲେ । ବର୍ଷ ଦିନେ ପ୍ରାକୃତିକ ଜଳ ଉତ୍ସ ଦୂଷିତ ହୋଇଥିବାରୁ ବିଶୁଦ୍ଧ ପାନୀୟ ଜଳ ପାଇଁ ଗାଁ ଲୋକେ ସମସ୍ୟାରେ ଜର୍ଜରିତ ହୋଇଥିଲେ । ଉତ୍କଳ ଆଲୁମିନା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ କରିଥିବାରୁ ଗାଁ ଲୋକେ ପ୍ରଥମ ଥର ସୁଦ୍ଧ ପାନୀୟ ଜଳ ବ୍ୟବହାର କରିବେ ବୋଲି ଶ୍ରୀ ମାଝି ପ୍ରକାଶ କରିବା ସହ ଉତ୍କଳ ଆଲୁମିନା କତୃପକ୍ଷ ଙ୍କୁ ଧନ୍ୟବାଦ ଜଣେଇ ଥିବା ଶୁଣିବାକୁ ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026

You Might Also Like