-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା, ଚାନ୍ଦୋତରା,ଭୁର୍ଷାଗୁଡା ପଂଚାୟତରେ ସେବା ଓ ବିକାଶ ବାହାନ ଯାତ୍ରାରେ କଣ୍ଟାବାଞ୍ଜି ବିଧାୟକ

14-Jun-2025



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ସିନ୍ଧେକେଲା, ଚାନ୍ଦୋତରା, ଭୁର୍ଷାଗୁଡା ପଞ୍ଚାୟତରେ ସେବା ଓ ବିକାଶ ବାହାନ ଯାତ୍ରା ପହଞ୍ଚିଛି । ସିନ୍ଧେକେଲା ପଞ୍ଚାୟତ ପ୍ରାଙ୍ଗଣରେ ହୋଇଥିବା କାର୍ଯ୍ୟକ୍ରମରେ ସରପଞ୍ଚ ନରେଶ ଅଗ୍ରୱାଲଙ୍କ ସଭାପତିତ୍ବରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନିତ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ଜିଲ୍ଲା ପରିଷଦ ସଦସ୍ୟ ଦାମୁ ସୁନା, ସମିତି ସଭ୍ୟ ଭୋଲାନାଥ ବେହେରା, ସାଂସଦ ପ୍ରତିନିଧି ଅନିଲ ନାଏକ, ଜିପିଡ଼ିଓ ପୁରୁଷୋତ୍ତମ ମାଝୀ, ଏପିଓ ଲକ୍ଷ୍ମଣ ବୁଡେକ, ବିପିଏମ ସତ୍ୟପ୍ରିୟ ବେହେରାଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ। ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ। ପରେ ଚାନ୍ଦୋତରା ପଞ୍ଚାୟତ ପରିସରରେ ଅନୁଷ୍ଠିତ ପଞ୍ଚାୟତସ୍ତରୀୟ ସଚେତନ କାର୍ଯ୍ୟକ୍ରମ ସରପଞ୍ଚ ଜିତେନ ବଛାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଥିଲା। ସେହିପରି ଭୁର୍ଷାଗୁଡା ପଞ୍ଚାୟତରେ ସରପଞ୍ଚ ପୁଷ୍ପାଞ୍ଜଳି ଛୁରାଙ୍କ 

ସଭାପତିତ୍ବରେ ହୋଇଥିବା କାର୍ଯ୍ୟକ୍ରମରେ ମଧ୍ୟ ମୁଖ୍ୟଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ବଙ୍ଗୋମୁଣ୍ଡା ବିଡ଼ିଓ ବାସନ୍ତୀ ସେଠୀ, ସିନ୍ଧେକେଲା ସମିତିସଭ୍ୟ ଭୋଲାନାଥ ବେହେରା, ସାଂସଦ ପ୍ରତିନିଧି ଅନିଲ ନାଏକ, ସିନ୍ଧେକେଲା ମଣ୍ଡଳ ବିଜେପି ସଭାପତି ନରେନ୍ଦ୍ର ରଣା,ପୂର୍ବତନ ମଣ୍ଡଳ ସଭାପତି ମୁନିରାମ ନାଗ ପ୍ରମୁଖ ଯୋଗଦେଇ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରିଥିଲେ। ହିତାଧିକାରୀ ମାନଙ୍କୁ ଭତ୍ତା, ରାସନ କାର୍ଡ ଆଦି ପ୍ରଦାନ କରାଯାଇଥିଲା। ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା, ଏମବିକେ, ସିଆରପି, କଳାକାର ପ୍ରମୁଖଙ୍କ ସହ ଜନସାଧାରଣ ଉପସ୍ଥିତ ଥିଲେ। ଏଥିରେ ଅମିତ ଜୈନ, ଜଗନ୍ନାଥ ବେହେରା, ହେମନ୍ତ ସାହୁ, ନୌରାଜ ରଣା, କାହ୍ନା ଜୈନ, ରୋହିତ ସାହୁ, ପର୍ମା ସାହୁ, ପପୁ ସାହୁ ପ୍ରମୁଖଙ୍କ ସହ ବ୍ଲକ ପ୍ରଶାସନର କର୍ମଚାରୀ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like