-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାରେ ଶିଶୁ ଶ୍ରମିକ ନିୟୋଜନ ନିଷେଧ ସଚେତନତା ରଥର ଶୁଭାରମ୍ଭ - ଶିଶୁ ଶ୍ରମ ମୁକ୍ତ ଓଡିଶା ଆମ ସମସ୍ତଙ୍କ ଲକ୍ଷ୍ୟ ହେଉ -

14-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଶିଶୁ ଶ୍ରମ ମୁକ୍ତ ଓଡିଶା ଆମ ସମସ୍ତଙ୍କ ଲକ୍ଷ୍ୟ ହେଉ, ଏହି ପରିପ୍ରେକ୍ଷୀରେ ଜିଲ୍ଲାରେ ଶିଶୁ ଶ୍ରମିକ ନିୟୋଜନକୁ ନିଷେଧ କରିବା ଉଦେଶ୍ୟ ରେ ଆଜି ଜିଲ୍ଳାପାଳ ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ପରିସରରେ  ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା, ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ  ଶିଶୁ ଶ୍ରମିକ ନିୟୋଜନ ନିଷେଧ ସଚେତନତା ରଥକୁ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଛନ୍ତି l 
ଏହି ସଚେତନତା ରଥ  ଜିଲ୍ଲାର ବିଭିନ୍ନ ସହରାଞ୍ଚଳ ସହିତ ସୋନପୁର ମ୍ୟୁନିସିପାଲିଟି ଅଞ୍ଚଳ ପରିକ୍ରମା କରି ଜନସାଧାରଣଙ୍କୁ ଶିଶୁ ଶ୍ରମିକ ନିୟୋଜନ ଉପରେ ସଚେତନତା କରାଇବ l ସଚେତନତା କାର୍ଯ୍ୟକ୍ରମ କୁ ଲୋକାଭିମୁଖୀ କରାଇବା ଉଦେଶ୍ୟରେ ଜିଲ୍ଳା ଶ୍ରମ ବିଭାଗ, ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ତରଫରୁ ଆଜି ଠାରୁ ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯିବାର ସ୍ଥିର ହୋଇଥିବା ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଖାକା ସୂଚନା ପ୍ରଦାନ କରିଛନ୍ତି l ଏହିପରିପ୍ରେକ୍ଷୀରେ ଜିଲ୍ଲାସ୍ତରରେ ଆସନ୍ତା ୧୬ ତାରିଖରେ ଏକ ସଚେତନତା ଶୋଭାଯାତ୍ରା ସହ ଶପଥ ପାଠ ସମାରୋହ ଅନୁଷ୍ଠିତ ହେବ l ପୁନଶ୍ଚ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗ ସହଯୋଗରେ ଜୁନ ୨୦ ତାରିଖରେ ଶିଶୁ ଶ୍ରମ ନିଷେଧ ଉପରେ ସଚେତନତା ବୈଠକ ଅନୁଷ୍ଠିତ ହେବ। ତତ ସହ ଆଜିଠାରୁ ଜୁନ ୨୬ ପର୍ଯ୍ୟନ୍ତ ଜିଲ୍ଲାରେ ଶିଶୁ ସୁରକ୍ଷାକୁ ଅଧିକ ଗୁରୁତ୍ୱାରୋପ କରାଯାଇ ବିଭିନ୍ନ ସମ୍ବେଦନଶୀଳ ସ୍ଥାନ ଉପରେ ଚଢ଼ାଉ ତଥା ଶିଶୁ ଉଦ୍ଧାର କାର୍ଯ୍ୟକ୍ରମ କରିଯିବା ଉପରେ ସୂଚନା ଦେଇଛନ୍ତି ଜିଲ୍ଲା ଶ୍ରମ ଅଧିକାରୀ l ଚଉଦ ବର୍ଷ ପୂରଣ କରିନଥିବା ଶିଶୁଙ୍କୁ କାର୍ଯ୍ୟରେ ନିଯୁକ୍ତି କରିବା ଦଣ୍ଡନୀୟ ଅପରାଧ ଅଟେ l ପୁନଶ୍ଚ ଶିଶୁଙ୍କୁ ଶ୍ରମିକ ଭାବେ କାମରେ ନିୟୋଜିତ କରାଉଥିବା ବ୍ୟକ୍ତିଙ୍କୁ ମଧ୍ୟ ଆଇନ ଅନୁଯାୟୀ କଠୋର ଦଣ୍ଡର ବ୍ୟବସ୍ଥା ରହିଛି l ଆଜି ଅନୁଷ୍ଠିତ ଶୁଭାରମ୍ଭ ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ ମେହେର, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପଲ୍ଲବୀ ରାଣୀ ରାଜ,ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଡିଲେଶ୍ୱର ଖାକା, ସ୍ଥାନୀୟ ନେତୃ ବୃନ୍ଦ, ବିଭିନ୍ନ ଶ୍ରମିକ ସଂଗଠନର କର୍ମ କର୍ତ୍ତା, ଶ୍ରମ ବିଭାଗର କର୍ମଚାରୀ ତଥା ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like