-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||     

HOME   ଜିଲ୍ଲା

ସାମାଜିକ ଗଣମାଧ୍ୟମ ଜରିଆରେ ତୃଣମୂଳସ୍ତରରେ ଦଳକୁ ସଂଗଠିତ କରିବା ପାଇଁ ବିଜେଡିର କର୍ମଶାଳା: ଦଳର ସମସ୍ତ ସାଂସଦ, ବିଧାୟକ ଓ ଦଳୀୟ ନେତା କର୍ମଶାଳାରେ ସାମିଲ

14-Jun-2025



ଭୁବନେଶ୍ୱର(ପ୍ରେରଣା ଖବର): ଗତକାଲି ଶଙ୍ଖଭବନ ଠାରେ ବିଜୁ ଜନତା ଦଳର ସାଂସଦ, ବିଧାୟକ ଓ ଗତ ସାଧାରଣ ନିର୍ବାଚନର ପ୍ରାର୍ଥୀ ଓ ଦଳୀୟ ନେତୃବୃନ୍ଦଙ୍କୁ ନେଇ ଏକ ଗୁରୁତ୍ୱପର୍ଣ୍ଣ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ସାମାଜିକ ଗଣମାଧ୍ୟମ ଜରିଆରେ ତୃଣମୂଳସ୍ତରରେ ଦଳକୁ ଅଧିକ ସଂଚଗଠିତ କରିବା ପାଇଁ ବିଭିନ୍ନ ପ୍ରାସ୍ତବ ଉପରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ ଦଳ ର ଆଇଟି ଓ ସୋସିଆଲ ମିଡିଆ ଆବାହକ ପୂର୍ବତନ ସାଂସଦ ଡଃ. ଅମର ପଟ୍ଟନାୟକ ସାମ୍ପ୍ରତିକ ସମୟରେ ସାମାଜିକ ଗଣମାଧ୍ୟମର ଗୁରୁତ୍ୱ ଉପରେ ଆଲୋକପାତ କରି ବିଭିନ୍ନ ଉପାଦେୟ ତଥ୍ୟ ଉପସ୍ଥାପନ କରିଥିଲେ । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ସଂଗଠନର ପ୍ରତ୍ୟେକସ୍ତରରେ ସାମାଜିକ ଗଣମାଧ୍ୟମର ଭରପୂର ଉପଯୋଗ କରିବା ପାଇଁ ବୈଠକରେ ଗୁରୁତ୍ତ୍ୱାରୋପ କରାଯାଇଥିଲା । ଖାସ୍ କରି ରାଜ୍ୟରେ ୧ବର୍ଷ ପୂରଣ କରିଥିବା ବିଜେପି ସରକାରର ମିଛ ପ୍ରଚାର ଓ ବିଭିନ୍ନ ଯୋଜନା ବନ୍ଦ ହେବା ଫଳରେ ସାଧାରଣ ଜନତା ଯେଉଁ ସମସ୍ୟାର ସାମ୍ନା କରୁଛନ୍ତି ତାର ସଠିକ୍ ତଥ୍ୟ ସାମାଜିକ ଗଣମାଧ୍ୟମ ଜରିଆରେ ସଭିଙ୍କ ସାମ୍ନାରେ ରଖିବାକୁ ଡଃ ପଟ୍ଟନାୟକ ପରାମର୍ଶ ଦେଇଥିଲେ । ବୈଠକର ପ୍ରାରମ୍ଭରେ ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର ସ୍ୱାଗତ ଅଭିଭାଷଣ ରଖିଥିଲେ । ଅନ୍ୟମାନଙ୍କ ମଧଯୟରେ ସଭାପତିଙ୍କ ରାଜନୈତିକ ସଚିବ ଡଃ. ସଂତୃପ୍ତ ମିଶ୍ର, ପ୍ରଣବପ୍ରକାଶ ଦାସ, ପ୍ରତାପ ଜେନା, ଡଃ. ଅରୁଣ ସାହୁ, ସଂଜୟ କୁମାର ଦାସବର୍ମା, ଶ୍ରୀମତୀ ପ୍ରମିଳା ମଲ୍ଲିକ, ଚନ୍ଦ୍ରଶେଖର ସାହୁ, ପ୍ରଫୁଲ୍ଲ ସାମଲ, ସୁଦାମ ମରାଣ୍ଡି, ପ୍ରଦୀପ ଅମାତ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ଶ୍ରୀମତୀ ସର୍ମିଷ୍ଠା ସେଠୀଙ୍କ ସମେତ ପ୍ରମୁଖ ନେତୃମଣ୍ଡଳୀ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026

You Might Also Like