-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶିଶୁ ଶ୍ରମିକ ନିରୋଧ ଦିବସ ପାଳନ

14-Jun-2025



ଗଞ୍ଜାମ ଜିଲ୍ଲା ଆଇନସେବା ପ୍ରାଧିକରଣ,ବ୍ରହ୍ମପୁର ଦ୍ୱାରା ଗୁରୁବାର ଶ୍ରଦ୍ଧା ସଂଜୀବନୀ, ଗୋପାଳପୁର ଠାରେ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ଡ଼ା ଭାଗ୍ୟଲକ୍ଷ୍ମୀ ରଥଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଦେବଶ୍ରୀ ସାହୁଙ୍କ ପରିଚାଳନାରେ ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ପାଳନ ଉପଲକ୍ଷେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଶିଶୁ ମାନଙ୍କର ଯତ୍ନ, ଶିଶୁ ଅଧିକାର ସୁରକ୍ଷା ଆଇନ, ଶିଶୁ ଶ୍ରମିକ ନିରାକରଣ ଆଇନ ସୁଚାରୁରୂପେ ପରିଚାଳନା ତଥା ଆଇନ ସେବା ପ୍ରାଧିକରଣର ଅଧିନିୟମ ୧୯୮୭ ରେ ଥିବା ବିଭିନ୍ନ ଵିଧିବ୍ୟବସ୍ଥା ଲକ୍ଷ୍ୟ ଓ ଆଭିମୁଖ୍ୟ,ନିଃଶୁଳ୍କ ଆଇନ ସେବା ପାଇଁ ଯୋଗ୍ୟ ହିତାଧିକାରୀ ବିଷୟରେ ଆଲୋଚନା କରାଯାଇଥିଲା l ଏହି ଅବସରରେ ଶ୍ରଦ୍ଧା ସଂଜୀବନୀର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଚିତ୍ରାଙ୍କନ ପ୍ରତିଯୋଗୀତା ଆୟୋଜନ କରାଯାଇ ଥିଲା l  ବିଜେତା ତଥା ପ୍ରତିଯୋଗୀ ମାନଙ୍କୁ ଜିଲ୍ଲା ଓ ଦୌରା ଜଜ ତଥା ପ୍ରାଧିକରଣ ଅଧ୍ୟକ୍ଷା ଡ଼ା ଭାଗ୍ୟଲକ୍ଷ୍ମୀ ରଥ ଏବଂ ଉପସ୍ଥିତ ପଦାଧିକାରୀଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l  ଏହି ଅବସରରେ ପରିବାର ଅଦାଲତ ବିଚାରପତି ଶ୍ରୀମତୀ ଜାନକୀ ବିଶ୍ୱାଳ,ପିଓ ଓପିଆଇଡି ବିଚାରପତି ଶ୍ରୀମତୀ ସଂଗୀତା ପାଣି,ସିନିୟର ସିଭିଲ ଜଜ (LR&LTV)ଶ୍ରୀ କମଳାକାନ୍ତ ରାଉତ,ସିନିୟର ସିଭିଲ ଜଜ ଶ୍ରୀ ବ୍ୟୋମକେଶ ନାୟକ, ସିଭିଲ ଜଜ ଜୁନିଅର ଡିଭିଜନ ଶ୍ରୀମତୀ ସସ୍ମିତା ସେଠି,ଜେଏମଏସସି ସସ୍ମିତା ସାମଲ ,ଜେଏମଏସସି ଦୀପିକା ବଡ଼ମାଳି, ଶ୍ରଦ୍ଧା ସଂଜୀବନୀ ପରିଚାଳକ ଲୋକନାଥ ମିଶ୍ର,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାଜଶ୍ରୀ ଦାସ,ସିଡବ୍ଲୁସି ସଦସ୍ୟ ଡ଼ଃ ଦିଲ୍ଲୀପ କୁମାର ତ୍ରିପାଠୀ ଏବଂ ଶ୍ରୀ ପ୍ରଣବ ପାଢ଼ୀ,ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଦସ୍ୟ ଶ୍ରୀ ଟି.କେ ରେଡ୍ଡୀ,ପିଏଲଏ-ପିୟୁଏସ ସଦସ୍ୟା ଭାରତି ପାତ୍ର, ପ୍ୟାନେଲ ଓକିଲ ଶ୍ରୀ ଟି. ସୁଶାନ୍ତଙ୍କ ସମେତ ପାରାଲିଗଲ ସ୍ବେଛାସେବୀ,ଆଶ୍ରମର ସମସ୍ତ କର୍ମକର୍ତ୍ତା,ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ରହିଥିଲେ l

(କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like