-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ପାପଡାହାଣ୍ଡି ବ୍ଲକ ରେ ବିକାଶ ବାହନ ଯାତ୍ରା ଅନୁଷ୍ଠିତ

14-Jun-2025



(ମିହିର ଶଙ୍କର ପାତ୍ର)
ପାପଡା ହାଣ୍ଡି ବ୍ଲକ ଅନ୍ତର୍ଗତ ସେମଳା ଗ୍ରାମ ପଞ୍ଚାୟତ ଅଧୀନ ରେ ବିକାଶ ବାହନ ଯାତ୍ରା କାର୍ଯ୍ୟ କ୍ରମରେ ମୁଖ୍ୟମନ୍ତ୍ରୀ ଙ୍କ ବର୍ଷ ଏକ ଉପଲବ୍ଧି ଅନେକରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବୈଠକରେ ମୁଖ୍ୟ ଅତିଥି ବ୍ଳକ ଚେୟାର ମ୍ୟାନ , ବିଜେପି ବରିଷ୍ଠ କର୍ମକର୍ତ୍ତା ହରିହର ପାଣିଗ୍ରାହୀ ,ବିଜେପି ମଣ୍ଡଳ ସଭାପତି ପୂର୍ଣ୍ଣଚନ୍ଦ୍ରବିଷୋୟୀ, ଏ .ଇ .ଇ. ମେହେର ,ଚନ୍ଦ୍ରପୁର ସରପଞ୍ଚ ,ଶିକ୍ଷା ବିଭାଗର ସେମଳା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର,ମିଶନ ଶକ୍ତି ବି. ପି .ଏମ. ବିଶ୍ୱାଳ ,ଜି.ପି.ଇ.ଓ.ପଟ୍ଟନାୟକ ଯୋଗଦାନ କରିଥିଲେ।ବିଭିନ୍ନ ଗାଁରୁ ଲୋକ ଯୋଗଦାନ କରିଥିଲେ, ବିଭିନ୍ନ ଷ୍ଟୋଲ ସଜ୍ଜିକରଣ ହୋଇଥିଲା।ଶିକ୍ଷା ବିଭାଗରସି.ଆର.ସି.ସି . ଷ୍ଟୋଲ ସମସ୍ତ ଙ୍କ ପାଇଁ ଆକର୍ଷଣ ସାଜିଥିଲା । ଶିକ୍ଷା ବିଭାଗରେ ଏକ ବର୍ଷରେ ଶିକ୍ଷା ବିଭାଗର ନୂତନତା ରେ ଏଫ. ଏଲ. ଏନ .ପ୍ରଥମରୁ ତୃତୀୟ ଶ୍ରେଣୀ ରେ ନିଆରା ଢ଼ଙ୍ଗରେ ଶିକ୍ଷାଦାନ,ଟାଵଲେଟ ମାଧ୍ୟମରେ ଶିକ୍ଷାଦାନ, ମୁଖ୍ୟମନ୍ତ୍ରୀପୋଷଣ ଯୋଜନା ରେ ନବମ ଓ ଦଶମ କୁ ପ୍ରଦାନ,ଭ୍ରପ ଆଉଟ ରୋକିବା ରେ ମାଧସିଂହ ହାତ ଖର୍ଚ୍ଚ,ବାଣୀ ଶ୍ରୀ ଯୋଜନା, ଆମ ସଂସ୍କୃତି ଓ ଆମ ପରମ୍ପରା,ଶିକ୍ଷା ସମସ୍ତ ପାଇଁ ପିତାମାତା ଙ୍କ ସହ ଯୋଗ କାମନା କରିଥିଲେ।ବର୍ଷକ ର ଉପଲବ୍ଧି କାର୍ଯ୍ୟରେ ପି ଇ ଓ ବିଭୁପ୍ରସାଦ ବିଷୋୟୀ ଲୋକଙ୍କୁ ଜବକାର୍ଡ,ଉତ୍ତା, ରାସନ କାର୍ତ, ଗୃହ, ରାସ୍ତାଘାଟ ନିର୍ମାଣ ଓ ଉନ୍ନତି ପାଇଁ ସମୟ ଦେଇ ଅଞ୍ଚଳର ଲୋକଙ୍କ ବିକାଶ ପାଇଁ କାର୍ଯ୍ୟ କରିବା ଭାବନା ସମସ୍ତଙ୍କ ପାଇଁ ପ୍ରେରଣା ଥିଲା।ସିଆରସିସି ବାବୁଲାଲ ସାଗର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ବର୍ଷ ଏକ ଉପଲବ୍ଧି ଅନେକ ପାଇଁ  ସମ୍ଭାବନା  ସଫଳତା ର ବର୍ଷ ହୋଇ ଲୋକଙ୍କ ଜୀବନରେ ସୁଖଦ ପାଇଁ କାମନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like