-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ସ୍ବାବଲମ୍ବୀ ମହିଳା ଶିକ୍ଷାନୁଷ୍ଠାନ ପକ୍ଷରୁ ରଜ ଉତ୍ସବ ଅନୁଷ୍ଠିତ

14-Jun-2025



କଟକ ବିଡାନାସୀ ଛକ ନିକଟରେ ଅବସ୍ଥିତ ମମତା ସର୍ଟ ଷ୍ଟେ ହୋମ ରେ ରହୁଥିବା  ଅନ୍ତେବସୀଙ୍କ ଗହଣରେ ସୁଭଦ୍ରା ସ୍ବାବଲମ୍ବୀ ମହିଳା ଶିକ୍ଷାନୁଷ୍ଠାନ ପକ୍ଷରୁ ରଜ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି  ଉତ୍ସବ ପାଳନ ଉପଲକ୍ଷେ ସମସ୍ତ ଅନ୍ତେ ବସୀ ମାନଙ୍କୁ ନୂତନ ବସ୍ତ୍ର ଯଥା ନୂଆ ଶାଢ଼ୀ,  ପୋଷାକ, ଛୋଟ ପିଲାଙ୍କ ପାଇଁ ଡ୍ରେସ, ଓ ସଜବାଜ ପାଇଁ ପାଉଡ଼ର, କୁଙ୍କୁମ, ଲିପଷ୍ଟିକ, ମେହେନ୍ଦି, ଚୁଡ଼ି, ନେଲ୍ପୋଲିସ, ଅ ଳତl ଇତ୍ୟାଦି ଦିଆଯାଇଥିଲା।
ଏହି ଉପଲକ୍ଷେ ମହିଳା ଓ ଝିଅ ମାନଙ୍କ ମଧ୍ୟରେ ପାରମ୍ପlରିକ ପୋଡ ପିଠା , ପାନ, ପ୍ରତିଯୋଗୀତା ହୋଇଥିଲା । ଛୋଟ କିଶୋରୀ ବାଳିକାମାନଙ୍କ ଭିତରେ ପାରମ୍ପରିକ ନୃତ୍ୟ , ସଙ୍ଗୀତ ଚେୟାର, ପୁଚି ଖେଳ ଆଦି ପ୍ରତିଯୋଗିତl  କରlଯାଇଥିଲା  ଅନୁଷ୍ଠାନ ପକ୍ଷରୁ କୃତି ମହିଳାଙ୍କୁ ପୁରସ୍କୃତ ମଧ୍ୟ କରଯାଇଥିଲା।
ଗୃହ ଉପକରଣ ଯଥା ଗ୍ରାଇଣ୍ଡର ମେସିନ, ହଟ କେସ,  ଆଇରନ, ଶାଢ଼ୀ  ଇତ୍ୟାଦି ପୁରସ୍କାର ଦିଆଯାଇଥିଲା। ପିଲାମାନଙ୍କୁ ମଧ୍ୟ ପାଠ୍ୟ ଉପକରଣ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ  motivational speaker ସରୋଜିନୀ ରଥ ମୁଖ୍ୟ ଅତିଥି ଓ ସାହିତ୍ୟିକl ମହିଯା ଦଳବେହେରା ଓ

ବ୍ୟଙ୍ଗ କବି ଲକ୍ଷ୍ମୀ ଛଡ଼ା ସମ୍ମାନିତ  ଅତିଥି ଭାବେ ଯୋଗଦେଇ ପିଲାମାନଙ୍କୁ  ଭଲ ମଣିଷ ହେବାପାଇଁ କହିଥିଲେ। ସଭାନେତ୍ରୀ ସ୍ତମ୍ଭକାର ସାହିତ୍ୟିକl ମୀରା ବେଉରା ସଭାରେ ଅଧ୍ୟକ୍ଷତା କରି ମହିଳାମାନେ ପ୍ରତିକୂଳ ପରିସ୍ଥିତି ସହ ଲଢେ଼ଇ କରି କିପରି ସଫଳ ହୋଇପାରିବେ ସେ  ସମ୍ପର୍କରେ କହିଥିଲେ। ଅନୁଷ୍ଠାନ ର ଉପଦେଷ୍ଟା ଡିନେଶ ଗୁପ୍ତା ଓ ଅତିଥି ମହିଜା ଦଳବେହେରା ପାରମ୍ପlରିକ ପର୍ବ  ରଜ ପର୍ବ ର ତାତ୍ପର୍ଯ୍ୟତା ସମ୍ପର୍କରେ କହିଥିଲେ।  ସମ୍ପାଦିକା  ଗୀତାଞ୍ଜଳୀ ସାହୁ , କାର୍ଯ୍ୟକାରୀ ସଭାପତି ମଞ୍ଜୁଲତା ଜେନା, ମାନସୀ ଦାସ୍ ମମତା ହୋମ ର  ସୁପରିଟେଣ୍ଡେଣ୍ଟ ଚୈତଳି ସ୍ୱାଇଁ,    ବିଜୟା ମଣ୍ଡଳ,ଉପଦେଷ୍ଟା ଶ୍ରୀନିବାସ ମିଶ୍ର ପ୍ରତିଯୋଗୀତା ଗୁଡ଼ିକୁ ପରିଚlଳନା କରିଥିଲେ। ଚଣ୍ଡିଖୋଲ ମୁଖ୍ୟ ଶାଖା ଅନୁଷ୍ଠାନର  ମୁଖ୍ୟ ପ୍ରତିଷ୍ଠାତା ସଭାପତି  ଅନିଲ କୁମାର ଦାସ ପ୍ରଥମେ  ସ୍ବାଗତ ଅଭିଭାଷଣ ପ୍ରଦାନ କରି ରଜ ଉତ୍ସବ ପାଳନ ହେବାର ତାତ୍ପର୍ଯ୍ୟ ଜଣାଇଥିଲେ। ଶେଷରେ ସମସ୍ତ ପ୍ରତିଯୋଗୀଙ୍କୁ ମାନପତ୍ର ଓ ଗୃହ ଉପକରଣ, ଶାଢ଼ୀ ଦେଇ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ କରlଯାଇଥିଲା କୀର୍ତ୍ତି ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like