-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ରେ ବିକାଶ ବାହାନ ରଥ ର ଶୁଭାରମ୍ଭ

15-Jun-2025



ଲୋଇସିଂହା, (ବିନୋଦ ଦୀପ) ଏକ ବର୍ଷ  ପୂର୍ବେ ଜୁନ ମାସ ୧୨ ତାରିଖରେ ଓଡିଶା ରେ ମୋହନ ଚରଣ ମାଝୀ ଙ୍କ ନେତୃତ୍ୱରେ ବିଜେପି  ସରକାର ଗଠନ ହୋଇଥିଲା। ଏହି ସମୟରେ ସରକାର ଲୋକ ଙ୍କ ବିକାଶ ର ସ୍ବପ୍ନ ପୂରଣ କରିବ ବୋଲି ପ୍ରତିଶୃତି ଦେଈଥିଲେ। ଈତି ମଧ୍ୟରେ ସରକାର ଏକ ବର୍ଷ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ  ଏକ ବିକାଶ ବାହାନ ର ଶୁଭାରମ୍ଭ ହୋଇଥିଲା।  ସରକାର କରିଥିବା ଯୋଜନା ମାନ ର ସଫଳ ରୂପାୟନ  ଏବଂ ଆଉ ବାକି ଥିବା ଯୋଜନା ଗୁଡିକ ସଫଳ କରିବା ଲାଗି ସରକାର ପ୍ରତିଶୃତିବଦ୍ଧ ବୋଲି ଏହି ରଥ ମାଧ୍ୟମରେ ସାଧାରଣ ଜନତା ଙ୍କ ନିକଟରେ ପହଞ୍ଚାଯାଉଛି। ଏହିକ୍ରମେ  ଲୋଇସିଂହା ବ୍ଲକ ପରିସରରେ ବିକାଶ ବାହାନ ରଥ ର ସୁଭ ଉଦ୍ଘାଟନ  ହୋଈଥିଲା।  ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଯୋଗଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

ସମ୍ମାନନୀୟ ଅତିଥି ଭାବେ ସାଂସଦ ଙ୍କ ପ୍ରତିନିଧି ବାଳକୃଷ୍ଣ ଧରୁଆ,ଲୋଇସିଂହା ବିଧାୟକ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ,ବିଡ଼ିଓ  ଅକ୍ଷୟ ପାଣି ଉଡ୍ଡୁ, ଏ. ଇ. ଇ ସିଦ୍ଧାର୍ଥ ପାଢ଼ୀ  ଙ୍କ ସହିତ ବିଭିନ୍ନ ସ୍ୱୟଂ ସହାୟକ ଦଳ ର ମହିଳା  ଉପସ୍ଥିତ ରହିଥିଲେ।ଏହି ରଥ  ପ୍ରଥମ ଦିନ ରେ ବୁଢ଼ୀପଦର ଓ ବୁଡା ଗ୍ରାମପଞ୍ଚାୟତ ପରିକ୍ରମା କରିଥିବା ବେଳେ ଆଜି ଲୋଇସିଂହା ଗ୍ରାମ ପଂଚାୟତ ପହଞ୍ଚି ଜନସାଧାରଣ ଙ୍କୁ ସଚେତନତା ର ବାର୍ତ୍ତା ଦେଇଥିଲା।ଏହି ଅବସରରେ ଅନ୍ତୋଦୟ ଯୋଜନା ର କାର୍ଯ୍ୟାଦେଶ,ଜବକାର୍ଡ, ରାସନ କାର୍ଡ ଓ ୮୦ ବର୍ଷ ରୁ ଉର୍ଦ୍ଧ ବ୍ୟକ୍ତି ଙ୍କୁ ୩୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯାଇଥିଲା।ଏହି ଅବସରରେ ଲୋଇସିଂହା ବିଡ଼ିଓ ଙ୍କ ପ୍ରତକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ସରପଞ୍ଚ ନବକିଶୋର ନାଏକ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ, ଜିପିଓ କିଶୋର ମାନସିଂ, ବ୍ଲକ ଯୋଗାଣ ଅଧିକାରୀ ସୋମ୍ୟରଞ୍ଜନ ମହାନନ୍ଦ ଯୋଗଦେଇ ସରକାର ଲୋକାଭିମୁଖୀ ଯୋଜନା ସମ୍ପର୍କ ରେ ଲୋକଙ୍କୁ ସଚେତନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like