-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ତେନ୍ତୁଳୀଖୁଣ୍ଟି ବ୍ଲକ ରେ ଚେକ୍ ଡ୍ୟାମ ନିର୍ମାଣରେ ମହା ଦୁର୍ନୀତି:

15-Jun-2025



ନବରଙ୍ଗପୁର :(ମିହିର ଶଙ୍କର ପାତ୍ର) ଜଳ ସଂରକ୍ଷଣ, ଚାଷ ଜମିକୁ ଜଳସେଚନ ଓ ଗ୍ରୀଷ୍ମ କାଳରେ ଲୋକଙ୍କ ଜଳ ଆବଶ୍ୟକତାକୁ ପୂରଣ କରିବା ଲକ୍ଷ୍ୟରେ ସରକାରଙ୍କ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପକ୍ଷରୁ ବିଭିନ୍ନ ଜଳଉତ୍ସରେ ନିର୍ମାଣ କରାଯାଉଛି ଚେକ୍ ଡ୍ୟାମ । ମାତ୍ର ଏହି ଚେକ୍ ଡ୍ୟାମ ନିର୍ମାଣ କାର୍ଯ୍ୟରେ ବିଭାଗୀୟ ଯନ୍ତ୍ରୀ ଓ ଠିକାଦାର ଏବଂ ସ୍ଥାନୀୟ ସରପଞ୍ଚ ମିଶି ବ୍ୟାପକ ଦୁର୍ନୀତି କରି ଅନୁଦାନ ହଡପ କରି ନେଉଥିବା ଅଭିଯୋଗ ହୋଇଛି । ଫଳରେ ସରକାରଙ୍କ ଏହି ଲୋକାଭିମୁଖୀ ଯୋଜନା ଲକ୍ଷ୍ୟଚ୍ୟୁତ ହେବା ଭଳି ମନେହେଉଛି । ଏଭଳି ଅଭିଯୋଗ ଆଣିଛନ୍ତି ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ବ୍ଲକ ଅଞ୍ଚଳଗୁମ୍ମା ପଞ୍ଚାୟତ ଅନ୍ତର୍ଗତ ଭରଣପୁର ଗ୍ରାମବାସୀ । ନିର୍ମାଣାଧୀନ ଚେକ୍ ଡ୍ୟାମରେ ଦୁର୍ନୀତି ଗନ୍ଧ ବାରି ହୋଇ ପଡିଛି ।ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ମାଧ୍ୟମରେ ତେନ୍ତୁଳୀଖୁଣ୍ଟି ବ୍ଲକ ଅଞ୍ଚଳଗୁମ୍ମା ପଞ୍ଚାୟତ ଅନ୍ତର୍ଗତ ଭରଣପୁର ଗାଁ ନିକଟସ୍ଥ ନାଳ ଉପରେ ଏକ ଚେକ୍ ଡ୍ୟାମ ନିର୍ମାଣ ପାଇଁ ଗତ ୨୦୨୩-୨୪ ଆର୍ଥିକ ବର୍ଷ ରେ ୧୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି| |  ମାତ୍ର କାର୍ଯ୍ୟ ଆରମ୍ଭ ହେବା ପର ଠାରୁ ସମ୍ପୃକ୍ତ ଠିକାଦାର ଓ ସ୍ଥାନୀୟ ସରପଞ୍ଚ ସମସ୍ତ ସରକାରୀ ନୀତି ନିୟମ ଉଲ୍ଲଙ୍ଘନ କରି ଓ ଏଷ୍ଟିମେଟ ଅନୁଯାୟୀ କାର୍ଯ୍ୟ ନକରି ଅତ୍ୟନ୍ତ ନିମ୍ନମାନର କାର୍ଯ୍ୟ କରି ଆସୁଥିବା ଅଭିଯୋଗ ହେଉଛି । କଂକ୍ରିଟ କାର୍ଯ୍ୟରେ ନାମକୁ ମାତ୍ର ସିମେଣ୍ଟ ବ୍ୟବହାର କରାଯାଉଛି । ଫଳରେ ଏହାର ସ୍ଥାୟୀତ୍ବ ନେଇ ପ୍ରଶ୍ନବାଚୀ ସୃଷ୍ଟି ହଇଛି । ଆଗାମୀ ଗୋଟିଏ ଦୁଇଟି ବର୍ଷାରେ ଚେକ୍ ଡ୍ୟାମଟି ଧୋଇଯିବାର ଯଥେଷ୍ଟ ସମ୍ଭାବନା ରହିଛି । ଚେକ୍ ଡ୍ୟାମ ନିର୍ମାଣ ବେଳେ କାର୍ଯ୍ୟସ୍ଥଳରେ ବିଭାଗୀୟ ଯନ୍ତ୍ରୀ କିମ୍ବା ବିଭାଗୀୟ ଅଧିକାରୀ ଉପସ୍ଥିତ ରହି କାର୍ଯ୍ୟ ତଦାରଖ କରିବାର ନିୟମ ରହିଥିଲେ ସୁଦ୍ଧା ଯନ୍ତ୍ରୀ କିମ୍ବା ଅଧିକାରୀ କାର୍ଯ୍ୟସ୍ଥଳକୁ ଆସୁନଥିବା ଦେଖିବାକୁ ମିଳିଛି । ଠିକାଦାର ଓ ସରପଞ୍ଚ ନିଜକୁ ସୁହାଇଲା ଭଳି କାର୍ଯ୍ୟ କରି ଚାଲିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।ଏପରିକି ଚେକ୍ ଡ୍ୟାମଟି ନିର୍ମାଣ କରାଯିବା ପୂର୍ବରୁ ଉପଯୁକ୍ତ ସ୍ଥାନ ନିରୂପଣ ନେଇ ଗ୍ରାମବାସୀଙ୍କ ସହିତ ବିଭାଗୀୟ ଅଧିକାରୀ ଆଲୋଚନା କରିବା କଥା । ଗ୍ରାମବାସୀଙ୍କ ମତାମତ ନେଇ ଚେକ୍ ଡ୍ୟାମ ପାଇଁ ଉପଯୁକ୍ତ ସ୍ଥାନ ନିରୂପଣ କରାଯିବା ପରିବର୍ତ୍ତେ ଗ୍ରାମବାସୀଙ୍କ ଅଜ୍ଞାତରେ ବିଭାଗୀୟ ଯନ୍ତ୍ରୀ,ଠିକାଦାର ଓ ସରପଞ୍ଚ ମିଶି ନିଜକୁ ସୁହାଇଲା ଭଳି ସ୍ଥାନରେ ଚେକ୍ ଡ୍ୟାମଟି ନିର୍ମାଣ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ।ଉପଯୁକ୍ତ ସ୍ଥାନରେ ଚେକ୍ ଡ୍ୟାମଟି ନିର୍ମାଣ ହୋଇନଥିବାରୁ ଏହା ଯେଉଁ ଲକ୍ଷରେ ନିର୍ମାଣ କରାଯାଇଛି, ତାହା କେବେ ପୂରଣ ହୋଇପାରିବ ନାହିଁ , ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି । ତେବେ ଲକ୍ଷାଧିକ ଟଙ୍କା ବ୍ୟୟରେ ଏହି ଚେକ୍ ଡ୍ୟାମଟି କାହା ସ୍ବାର୍ଥରେ ନିର୍ମାଣ କରାଯାଉଛି ବୋଲି ପ୍ରଶ୍ନ ଉଠିଛି । ଏ ସମ୍ପର୍କରେ ବ୍ଲକ ଏ.ଇ ଙ୍କୁ ଯୋଗାଯୋଗ କରିଥିଲେ ସୁଦ୍ଧା ତାହା ସମ୍ଭବପର ହୋଇପାରିନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like