-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବିକାଶ ମେଳାର ତୃତୀୟ ସନ୍ଧ୍ୟା

15-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଓଡିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ "ବର୍ଷ ଏକ ଉପଲବ୍ଧି ଅନେକ" ଶୀର୍ଷକ ଜିଲ୍ଲାସ୍ତରୀୟ ବିକାଶ ମେଳା - ୨୦୨୫ ସୁବର୍ଣ୍ଣପୁରର ରୟାଲ ପଡ଼ିଆଠାରେ ଗତ ୧୨ ତାରିଖରେ ଉଦଘାଟିତ ହୋଇଯାଇଛି ।  ବିକଶିତ ଓଡ଼ିଶାର ସଂକଳ୍ପ ସହ ରାଜ୍ୟ ସରକାରଙ୍କ ଏକ ବର୍ଷର ବିଭିନ୍ନ ଯୋଜନାର ସଫଳତା ସହ ସରକାରଙ୍କ ଲୋକ ଯୋଜନାର ସଫଳତାକୁ ଲୋକଙ୍କ ପାଖରେ ପହଞ୍ଚାଇବାକୁ ଆୟୋଜିତ ହୋଇଥିବା ଏହି ବିକାଶ ମେଳାର ତୃତୀୟ ସନ୍ଧ୍ୟା ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା ଯୋଗଦେଇ ଜିଲ୍ଲାର ବିକାଶରେ ନେଇ ସମସ୍ତଙ୍କ ଯୋଗଦାନ ପାଇଁ ଆହ୍ୱାନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ଉପାଧକ୍ଷ୍ୟ ଝସକେତନ ବଘାର ଯୋଗଦାନ କରି ଉପସ୍ଥିତ ଜନସାଧାରଣଙ୍କୁ ଉତ୍ସାହିତ କରିଥିଲେ। ବିଶିଷ୍ଟ ଅତିଥିଭାବେ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ, ଆଞ୍ଚଳିକ ଶ୍ରମ ଆୟୁକ୍ତ ଡିଲେଶ୍ୱର ଖାଖା, ଜିଲ୍ଲା କର୍ମ ନିୟୋଜନ ଅଧିକାରୀ ସଞ୍ଜୁ ସାହୁ, ଜିଲ୍ଲା ପରିବହନ ବିଭାଗ ଏମ ଭି ଆଇ ପ୍ରମୁଖ ଯୋଗଦାନ କରି ବିଭାଗୀୟ ଜନକଲ୍ୟାଣ କାର୍ଯ୍ୟକ୍ରମର କାର୍ଯ୍ୟନ୍ୱୟନ ଓ ଜନସାଧାରଙ୍କ ପାଇଁ ରହିଥିବା ସରକାରଙ୍କ ସୁବିଧା ସୁଯୋଗ ଉପରେ ସୂଚନା ପ୍ରଦାନ କରିଥିଲେ। ଏହି ପରିପ୍ରେକ୍ଷୀରେ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ବିଭିନ୍ନ ସରକାରୀ ଲୋକଯୋଜନାର ପ୍ରଦର୍ଶନ କରାଯାଇଥିଲା। ଆଜି ହଜାର ହଜାର  ଜନସାଧାରଣ ନିଜ ପରିବାର ସହିତ ମେଳା ପଡିଆରେ ରଜ ପାନ ସହ ଭଳିକି ଭଳି ସୁସ୍ୱାଦୁ ଖାଦ୍ୟ ଖାଇବା ସାଙ୍ଗକୁ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ।  ମଜା ନେଇଥିଲେ। ୧୨ ତାରିଖ ଠାରୁ ଆରମ୍ଭ ହୋଇଥିବା ବିକାଶ ମେଳା ଓ ସୁଭଦ୍ରା ଶକ୍ତି ଖାଦ୍ୟ ମହୋତ୍ସବ ଆସନ୍ତା ୧୮ ତାରିଖ ଯାଏଁ ହେବାକୁ ଥିବାବେଳେ ଆଜି ଜିଲ୍ଲାର ୬ଟି ବ୍ଲକ ଅଞ୍ଚଳରେ ଭ୍ରାମ୍ୟମାଣ ବିକାଶ ବାହନ ସଚେତନତା ବାର୍ତ୍ତା ସହ ଗ୍ରାମ୍ୟଞ୍ଚଳ ଜନସାଧାରଙ୍କୁ ସଚେତନ କରୁଛି ।  ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାର୍ତ୍ତା କୁ ନେଇ ଜିଲ୍ଲା ଅବକାରୀ ବିଭାଗଦ୍ୱାରା ଅନୁଷ୍ଠିତ ଚିତ୍ରାଙ୍କନ ପ୍ରତିଯୋଗିତାର ବରିଷ୍ଠ ଓ କନିଷ୍ଠବର୍ଗରେ କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ସେହିପରି ଶ୍ରମ ବିଭାଗ ତରଫରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ମଞ୍ଚରେ ମୁଖ୍ୟଅତିଥି ଓ ଅନ୍ୟାନ୍ୟ ଅତିଥିବୃନ୍ଦ ଆର୍ଥିକ ସହାୟତା ସହ ଅନ୍ୟାନ୍ୟ ସହାୟତା ପ୍ରଦାନ  କରିଥିଲେ।ସାତଦିନ ଧରି ଆୟୋଜିତ ଜିଲ୍ଲାସ୍ତରୀୟ ବିକାଶ ମେଳା ପରିସରରେ ୬୨ ଟି ଷ୍ଟଲ ନିର୍ମାଣ ହୋଇଥିବାବେଳେ ବିଭିନ୍ନ ବିଭାଗର ଉନ୍ନୟନ ସାମଗ୍ରୀ,ବିକାଶର ଚିତ୍ର ପ୍ରଦର୍ଶିନ ସହିତ ପାରମ୍ପରିକ ଖାଦ୍ୟ ଷ୍ଟଲ ରହିଛି । ଜିଲ୍ଲା ତଥା ଜିଲ୍ଲାବାହାରର ପ୍ରତିଷ୍ଠିତ କଳାକାରଙ୍କ ଦ୍ବାରା ପରିବେଷିତ ନୃତ୍ୟଗୀତକୁ ହଜାର ହଜାର ଜନସାଧାରଣ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like