-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଦେଓଗାଁ ଚିନିକଳ ପୁନଃ କାର୍ଯ୍ୟକ୍ଷମ ପାଇଁ ଦାବି କଲା ଦେଓଗାଁ ଚିନିକଳ ସଂଘର୍ଷ ସମିତି

15-Jun-2025



ବଲାଙ୍ଗୀର (ଚିତ୍ରସେନ ବେହେରା):  ସରକାରୀ ସ୍ତରରେ ଇଚ୍ଛାଶକ୍ତି ଅଭାବ ଯୋଗୁଁ ବଲାଙ୍ଗୀରର  ଦେଓଗାଁ ଚିନିକଳ ବର୍ତ୍ତମାନ ମୃତବତ ପଡିରହିଛି l କାରଖାନା ବନ୍ଦ ହୋଇଯିବା ଦ୍ଵାରା ଜିଲ୍ଲାରେ ଆଖୁଚାଷ କମିଯିବା ସହିତ ଯେତେ ଉତ୍ପାଦନ ହେଉଛି ତାହା ଅଭାବୀ ବିକ୍ରି ର ଶିକାର ହେଉଛି  l ଚାଷୀକୁଳ ଙ୍କ ଜୀବନ ରେଖା କୁହାଯାଉଥିବା ଏହି ଚିନିକଳ ବନ୍ଦ ହୋଇ ପଡିବା ଚାଷୀ ମାନଙ୍କ ପ୍ରତି ଉପହାସ ବୋଲି ଦେଓଗାଁ ଚିନିକଳ ସଂଘର୍ଷ ସମିତି ନିଜ ପ୍ରତିକ୍ରିୟାରେ କହିଛି l ଆଜି ସ୍ଥାନୀୟ ଯାଦବ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ  କୁହାଯାଇଛି ଯେ ଏହି ଚିନିକଳକୁ  ନେଇ ବିଗତ ଦିନରେ ଆନେକ ଆନ୍ଦୋଳନ,ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ ଆଦି କରାଯାଇଛି କିନ୍ତୁ ସରକାରୀ ଉଦାସୀନତାର ଶିକାର ହୋଇଛି ଦେଓଗାଁ ଚିନିକଳ l  ବଲାଙ୍ଗୀର ପରି ଏକ ଦାଦନ ପ୍ରବଣ ଜିଲ୍ଲାରେ ଦେଓଗାଁ ଚିନିକଳ କାର୍ଯ୍ୟକ୍ଷମ ହେବା ଜରୁରୀ ବୋଲି ସଂଘର୍ଷ ସମିତି ପକ୍ଷରୁ ସ୍ପଷ୍ଟ କରାଯାଇଛି l ଆସନ୍ତା ୧୭ ତାରିଖରେ ବଲାଙ୍ଗୀରରେ କୃଷକ ସଶକ୍ତୀକରଣ ସମ୍ମିଳନୀରେ ମାନ୍ୟବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଏଥିରେ ମାନ୍ୟବର କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ତେବେ ଏହି ସମ୍ମିଳନୀରେ ମୁଖମନ୍ତ୍ରୀ ଦେଓଗାଁ ଚିନିକଳର ପୁନରୁଦ୍ଧାର ପାଇଁ ଘୋଷଣା କରିବାକୁ ଦେଓଗାଁ ଚିନିକଳ ସଂଘର୍ଷ କମିଟି ଦାବି କରିଛି l ଦେଓଗାଁ ଚିନିକଳ ସଂଘର୍ଷ ସମିତିର ମୁଖ୍ୟ ସଂଯୋଜକ ବିଭୂଦତ୍ତ ମିଶ୍ରଙ୍କ ଆବାହକତ୍ବରେ ଅନୁଷ୍ଠିତ ଆଜିର ସାମ୍ବାଦିକ ସମ୍ମିଳନୀରେ ଆପ ନେତା ଆଶିଷ ପାଣ୍ଡେ, ସନ୍ଦୀପ ବାଗ, ସାମଜିକ କର୍ମୀ ଡ. ବିପିନ କୁଶଲିଆ, ରାଜେଶ ବଗର୍ତ୍ତୀ  ପୂର୍ଣ୍ଣ ଚନ୍ଦ୍ର ବିଶ୍ଵାଳ, ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀ ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like