-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ରଚନା ପକ୍ଷରୁ ଏକ ଅନ୍ତରଙ୍ଗ ଆଳାପ

15-Jun-2025



ସ୍କୁଲ ଓ କଲେଜ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ନାଟକ ପରିବେଷଣ କରି ସେମାନଙ୍କ ଭିତରେ ନାଟକ ପ୍ରତି ଆଗ୍ରହ ସ୍ରୁଷ୍ଟି କରିବା ଆବଶ୍ୟକ: ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ

ବଲାଙ୍ଗିର(ପ୍ରେରଣା ଖବର): ଦୁଃଖ ହେଉଛି ଆମର ସବୁଠାରୁ ଅନ୍ତରଙ୍ଗ ସାଥି ଆଉ ଏହି ଦୁଃଖକୁ ଆହୁରି ଆପଣାର କରିବା ପାଇଁ ତା ସହ ମିଶି ନିଜ କର୍ମମୟ ଜୀବନକୁ ସରଳ କରିବାର ବାଟ ଦେଖାଏ ନାଟକ l ସମୟ ପରିବର୍ତ୍ତନ ହେଉଛି, ଦର୍ଶକଙ୍କ ରୁଚି ବି ପରିବର୍ତ୍ତନ ହେଉଛି, ନାଟକର ମୁଳ ଉଦ୍ଦେଶ୍ୟକୁ ବଜାୟ ରଖି ନାଟକରେ ପରିବର୍ତ୍ତନ କଲେ ଦର୍ଶକମାନଙ୍କ ଭିତରେ ନାଟକ ପ୍ରତି ଆହୁରି ଆଗ୍ରହ ବଢିବ। ପ୍ରତ୍ୟେକ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ ଅବସରରେ ଛାତ୍ରଛାତ୍ରୀମାନଙ୍କୁ ନେଇ ନାଟକ ପରିବେଷଣ କରି ସେମାନଙ୍କ ଭିତରେ ନାଟକ ପ୍ରତି ଆଗ୍ରହ ସୃଷ୍ଟି କରିବା ଆବଶ୍ୟକ l  
ବଲାଙ୍ଗିରର ଅଗ୍ରଣୀ ସାହିତ୍ୟ, ସାମାଜିକ ଓ ସାଂକୃତିକ ଅନୁଷ୍ଠାନ  'ରଚନା' ଦ୍ବାରା ଆୟୋଜିତ  'ମାସିକ ରଚନା ସନ୍ଧ୍ୟା'

କାର୍ଯ୍ୟକ୍ରମରେ "ମୋ ଜୀବନ, ଅଭିନୟ ଓ ଅନୁଭୂତି" ଶୀର୍ଷକ ଅନ୍ତରଙ୍ଗ ଆଳାପରେ  ଯୋଗଦେଇ ବିଶିଷ୍ଟ ଅଭିନେତା ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଏଭଳି ମତ ପ୍ରକାଶ କରିଥିଲେ। ନିଜ ଜୀବନର ସ୍ମୃତି ଅନୁଭୂତି ତଥା ଅନେକ ଅସୁବିଧାର ସାମ୍ନା କରିବା ଭିତରେ ନାଟକ ପ୍ରତି ଥିବା ସମର୍ପିତ ମନୋଭାବ ତାଙ୍କୁ ଏ ଦିଗକୁ କିପରି ଟାଣି ନେଉଥିଲା ସେ ସମ୍ପର୍କରେ ସମସ୍ତଙ୍କୁ କହିଥିଲେ l ବରିଷ୍ଠ ସାମ୍ୱାଦିକ ତଥା 'ରଚନା'ର ଉପସଭାପତି କବି ଆନଂଦ ଚନ୍ଦ୍ର ସାହୁ ଏହି କାର୍ଯ୍ୟକ୍ରମର ପରିଚାଳନା କରିଥିଲେ l ପରେ ପରେ ରବିଶଙ୍କର ପ୍ରଧାନ, ରାମଶଙ୍କର ଶତପଥି, କସ୍ତୁରୀ ରଥ, କେଶବ ଚନ୍ଦ୍ର ମିଶ୍ର, ପ୍ରଶାନ୍ତ ଯୋଶୀ ପ୍ରମୁଖଙ୍କ କିଛି ପ୍ରଶ୍ନର ସରଳ ଉତ୍ତର ରଖିଥିଲେ ଶ୍ରୀଯୁକ୍ତ ଛୁରିଆ l
କାର୍ଯ୍ୟକ୍ରମ ଆରମ୍ଭରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ 'ରଚନା'ର ସହସମ୍ପାଦକ ରତ୍ନମୟ ତ୍ରିପାଠୀ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ 'ରଚନା'ର ସଭାପତି ସନାତନ ଠାକୁର l ଏହି କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜୀବୀ, ସାହିତ୍ୟିକ, କଳାକାର ଓ ନାଟ୍ୟପ୍ରେମୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like