-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଦଳିତ ଡେଭଲପମେଣ୍ଟ ମିଶନ ଡି.ଡି.ଏମ ନୂଆପଡା ଜିଲ୍ଲାର ସାଧାରଣ ଓ କୃତୀ ଛାତ୍ର ଛାତ୍ରୀ ମାନଙ୍କ ସମ୍ବର୍ଦ୍ଧନା ସଭା

15-Jun-2025



(ଡୋଲେଶ୍ୱର ବାଗ)
 ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ଥିତ ମୁକ୍ତାପୂର ସ୍ଥିତ ଭବନ ଠାରେ ଜିଲ୍ଲା ସଭାପତି ଶ୍ରବଣ କୁମାର ନିଆଳଙ୍କ ଅଧ୍ୟକ୍ଷତା ରେ  ଦଳିତ ଡେଭଲପମେଣ୍ଟ ମିଶନ ଡିଡିଏମ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭରେ ଭଗବାନ ବୁଦ୍ଧ ଓ ଡ. ବାବା ସାହେବ ଫଟୋ ଚିତ୍ର ରେ ପୁଷ୍ପ ମାଲ୍ୟାର୍ପଣ, ଦୀପ ପ୍ରଜ୍ବଳନ କରିବା ସହ  ତ୍ରୀରତ୍ନ ଓ ପଞ୍ଚଶିଲ ଗାନ କରାଯାଇଥିଲା। ଅନୁଷ୍ଠାନ ର ସମ୍ପାଦକ ସୁଶାନ୍ତ ବାଗ ସମସ୍ତ ଙ୍କୁ ସ୍ଵାଗତ ଅଭିନନ୍ଦନ ଜଣାଇବା ସହ ପୂର୍ବ ବୈଠକ ର ବିବରଣୀ ପଠନ କରିଥିଲେ। ନୂଆପଡାର ମୂଲ ସଂସ୍ଥାପକ ହୃଷୀକେଶ ଦୀପ ଅନୁଷ୍ଠାନ ର ଲକ୍ଷ୍ୟ, ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ପୁଙ୍କାନୁ ପୁଙ୍ଖ ଭାବରେ ନିଜ ବକ୍ତବ୍ୟରେ ପ୍ରଦାନ କରିଥିଲେ। ମଞ୍ଚାସିନ ସମସ୍ତ ଅତିଥିଙ୍କ ଅଭିଭାଷଣ ର ମୁଖ୍ୟ ଉଦ୍ଦେଶ୍ୟ ଥିଲା। ଦଳିତ ଉନ୍ନୟନ ମିଶନ ମାଧ୍ୟମରେ ସମାଜରେ ଶିକ୍ଷାର ପ୍ରଚାର ପ୍ରସାର ଓ ସମାଜର ପ୍ରତିଟି ଶିକ୍ଷାର୍ଥୀ ଶିକ୍ଷାରୁ କିପରି ବଞ୍ଚିତ ନହେବେ। ଚଳିତ ବର୍ଷ ପରୀକ୍ଷା ରେ ୮୦% ପ୍ରତିଶତରୁ ଅଧିକ ନମ୍ବର ରଖି ପାସ କରିଥିବା ବିଦ୍ୟାର୍ଥୀ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହା ଆରମ୍ଭ ମାତ୍ର। ପୁସ୍ତମ୍ ସୁନାନୀ, ଘନଶ୍ୟାମ ଭିତ୍ରିଆ, ପୂର୍ଣ୍ଣ ଚନ୍ଦ୍ର ନେତମ୍,ତ୍ରିନାଥ ତାଣ୍ଡି, ହରିକେଶ ଜାଲ,ସର୍ଗି ବାଗ,ଲାଇବାନ ବାଗ ମଞ୍ଚାସିନ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like