-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||     

HOME   ଜିଲ୍ଲା

ମାଲକାନଗିରି ଜିଲ୍ଲାସ୍ତରୀୟ ବିକାଶ ମେଳାରେ ଯୋଗ ଦେଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ; ଜନଜାତିଙ୍କ ବିକାଶରେ ଜିଲ୍ଲାର ବିକାଶ ସମ୍ଭବ: ମନ୍ତ୍ରୀ ଶ୍ରୀ ମଲ୍ଲିକ

15-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲା ଜନଜାତି ବହୁଳ ଜିଲ୍ଲା। ଜନଜାତିଙ୍କ ବିକାଶ ହେଲେ ଜିଲ୍ଲାର ବିକାଶ ହୋଇପାରିବ ବୋଲି ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ବିକାଶ ମେଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକାଶ କରିଛନ୍ତି ମାଲକାନଗିରି ଜିଲ୍ଲା ପ୍ରଭାରୀ ତଥା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ  ଗୋକୁଳାନନ୍ଦ ମଲ୍ଲିକ । ମାତ୍ର ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର- କୃଷକ, ମହିଳା, ଜନଜାତି, ଯୁବଶକ୍ତି, ଛାତ୍ରଛାତ୍ରୀ, ଭିନ୍ନକ୍ଷମ, ଗରିବ ଆଦି ସବୁ ବର୍ଗ ଲୋକଙ୍କର ସର୍ବସ୍ପର୍ଶୀ ଓ ସମାବେଶୀ ଉନ୍ନତି ପାଇଁ  ବିଭିନ୍ନ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଆଜି ଆମ ରାଜ୍ୟ ସଶକ୍ତ, ସମୃଦ୍ଧ ଓ ଆତ୍ମନିର୍ଭର ହୋଇପାରିଛି ବୋଲି  ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ ନିଜ ବିଭାଗ ବିଷୟରେ ସୂଚନା ଦେଇ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅଧୀନରେ ୨୪ ଜଣ ଗୋପାଳନ,୦୬ ଜଣ ମଇଁଷି ପାଳନ,୦୭ ଜଣ ଘାସ ଚାଷ ଉଦ୍ୟୋଗ,୬୦ ଜଣ ମାଇ ବାଛୁରୀ ପାଳନ, ୧୩୦ ଜଣ ଗାଈ ମଇଁଷି ବୀମାକରଣ, ୨,୯୮୯ ଜଣ ଆଦିମ ଜନଜାତିଙ୍କୁ ବାଡ଼ି ଅଗଣାରେ କୁକୁଡ଼ା ପାଳନ ଯୋଜନାରେ ଉପକୃତ ହୋଇଛନ୍ତି।
ସେହିପରି ନବରଙ୍ଗପୁର ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀ  କହିଛନ୍ତି ଯେ 
ସ୍ୱଚ୍ଛ, ଉତ୍ତରଦାୟୀ ଓ ଲୋକାଭିମୁଖୀ ଶାସନର ଏକ ବର୍ଷ ପୂରଣ ଅବସରରେ, ଜନ ସାଧାରଣଙ୍କ ଦ୍ୱାର ନିକଟରେ ବିକାଶର ବାର୍ତ୍ତା ପହଞ୍ଚାଇବା ପାଇଁ  ‘ବିକାଶ ବାହନ’ ର ଶୁଭାରମ୍ଭ କରାଯାଇଛି। ଏହି ବିକାଶ ବାହନ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ବନ୍ଧରେ ଗାଁ ଗାଁ ବୁଲି ଲୋକଙ୍କ ପାଖରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବ । ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଏହି ଅବସରରେ କହିଛନ୍ତି ଯେ ବିକଶିତ ଓଡ଼ିଶା ଗଠନର ମୂଳଦୁଆ ହେଉଛନ୍ତି ମହିଳା। ବିଗତ ଏକ ବର୍ଷରେ ରାଜ୍ୟ ସରକାର ମହିଳା ସଶକ୍ତିକରଣ  ପାଇଁ ସୁଭଦ୍ରା ଓ ଭାରତ ସରକାରଙ୍କ ଫ୍ଲାଗସିପ କାର୍ଯ୍ୟକ୍ରମ ଲକ୍ଷ୍ୟପତି ଦିଦି ଭଳି ଅନେକ ଯୁଗାନ୍ତକାରୀ ଏବଂ ଐତିହାସିକ ଯୋଜନା କର୍ଯ୍ୟକାରୀ କରିଛନ୍ତି । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ବିକାଶ ମେଳାର ଆଭିମୁଖ୍ୟ ସଂପର୍କରେ ଉଦବୋଧନ ଦେଇ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ। ଏଠାରେ ୨୫ ଜଣ ହିତାଧୀକାରୀ ମାନଙ୍କୁ ବିଭିନ୍ନ ବିଭାଗର ସହାୟତା ବଣ୍ଟନ କରାଯାଇଥିଲା। ସେହିପରି ବିକାଶ ମେଳାରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ଆର୍ଥିକ ରାଶି ପ୍ରଦାନ କରି ପୁରସ୍କୃତ କରାଯାଇଥିଲା। ପରିଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଧନ୍ୟବାଦ ଅର୍ପଣ କରିଥିଲେ। ସଭା କାର୍ଯ୍ୟ କୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭ ରେ ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରାଯାଇଥିଲା। ଏହି ମେଳାରେ ପ୍ରାୟ ୪ ହଜାରରୁ ଅଧିକ ମହିଳା ଯୋଗ ଦେଇଥିଲେ। ପରିଶେଷରେ ମୁଖ୍ୟ ଅତିଥି ମେଳାର ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପଟେଲ ଏଚ୍, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଲୋକ ପ୍ରତିନିଧି ଉପସ୍ଥିତ ଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026

You Might Also Like