-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ସର୍ବ ଭାରତୀୟ ନିଟ୍ ପରୀକ୍ଷା ରେ କୃତକାର୍ଯ୍ୟ ହେଲେ ସୋନପୁର ର କେ. ସ୍ନେହା

15-Jun-2025



(ମନୋରଞ୍ଜନ ତ୍ରିପାଠୀ)
ସର୍ବ ଭାରତୀୟ ସ୍ତରରେ ନିଟ ପରୀକ୍ଷା ରେଜଲ୍ଟ ରେ ସୁବର୍ଣ୍ଣପୁର ସହର  ଢେରାପଡ଼ା ର ଛାତ୍ରୀ କେ ସ୍ନେହା କୃତକାର୍ଯ୍ୟ ହୋଇଛନ୍ତି lସୁଶ୍ରୀ ସ୍ନେହା ସର୍ବ ଭାରତୀୟ ସ୍ତରରେ ୧୫୦୦୦  ନମ୍ବର ରେଙ୍କ୍ ରଖି ସହର ତଥା ଜିଲ୍ଲା ର ଗୌରବ ବଢାଇ ଥିବା ବେଳେ ସେ ସମୁଦାୟ ୭୨୦ ମାର୍କ ରୁ ୫୪୩ ମାର୍କ ରଖି ଡାକ୍ତର ହୋଇ ରୋଗୀ ସେବା କରିବା ପାଇଁ ସମ୍ପୂର୍ଣ୍ଣ ଆଶାବାଦୀ ଅଛନ୍ତି l  ମା ସୁରେଶ୍ଵରୀ ମା ବୁଢୀମା ଙ୍କ ଆଶୀର୍ବାଦ ସହ  ଅଜା ଆଇ, ବାପା ମାଆ ଓ ଗୁରୁଜନ ଙ୍କ ପ୍ରେରଣା ରେ ଏ ସଫଳତା ହାସଲ କରିଥିବା କହିଛନ୍ତି l ସୋନପୁର ଢେରାପଡ଼ା ୭ ନମ୍ବର ୱାର୍ଡ ର ପ୍ରାକ୍ତନ କାଉନସିଲର ତଥା ଯୁବ ନେତା ଜନ୍ମେଜୟ ପାତ୍ର ଓ ପୂର୍ଣ୍ଣିମା ପାତ୍ର ଙ୍କ ଏକ ମାତ୍ର ସୁ କନ୍ୟା ଅଟନ୍ତି ନୀଟ ସଫଳ ଛାତ୍ରୀ କେ ସ୍ନେହା l ପ୍ରକାଶ ଥାଉ କି ଯେ  ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ର ଦ୍ଵାଦଶ ପରୀକ୍ଷା ରେ ୯୬.୮% ମାର୍କ ରଖି କେ. ସ୍ନେହା ରାଜ୍ୟ ଟପ୍ପର ହୋଇ ସ୍ଵତନ୍ତ୍ର ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଠାରୁ ସଂବର୍ଦ୍ଧିତ ହୋଇଥିଲେ l ତାଙ୍କର ଏହି କୃତିତ୍ବ ଯୋଗୁଁ ତାଙ୍କୁ ଗତବର୍ଷ  ବ୍ଲକଛକ ଦୁର୍ଗାପୂଜା କମିଟି ସୁବର୍ଣ୍ଣପୁର ତରଫରୁ ମଧ୍ୟ ସାଂସ୍କୃତିକ ମଞ୍ଚରେ ସଂବର୍ଦ୍ଧନା ଦିଆଯାଇଥିଲା। ଆକାଶ ନିଟ କୋଚିଂ ସେଣ୍ଟର ଭୁବନେଶ୍ୱର ରେ ସେ ପ୍ରଥମ ଥର କୋଚିଂ ନେଇ ଏ ସଫଳତା ହାସଲ କରିଥିବା ଜଣା ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like