-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||     

HOME   ଜିଲ୍ଲା

ରତାଖଣ୍ଡି ପଞ୍ଚାୟତ ରେ ପହଞ୍ଚିଲା ବିକାଶ ବାହାନ ରଥ, ଯୋଗଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ

15-Jun-2025



ଲୋଇସିଂହା, (ବିନୋଦ ଦୀପ) ରାଜ୍ୟରେ ବିଜେପି ସରକାର ର ଗୋଟିଏ ବର୍ଷ  ପୂରଣ ହୋଇଥିବା ବେଳେ ଏହି ସ୍ମରଣୀୟ ଦିନ କୁ ପାଳନ ପାଇଁ ପ୍ରତି ବ୍ଲକ ଓ ପଞ୍ଚାୟତ ସ୍ତରରେ ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ୧ ବର୍ଷ ର ଉପଲବ୍ଧି ଲୋକାଭିମୁଖୀ ଯୋଜନା କୁ ଗାଁ ଗାଁ ରେ ପହଞ୍ଚିବା ପାଇଁ ବିକାଶବାହାନ ରଥ ର ଶୁଭାରମ୍ଭ ହୋଇଛି।ଗତକାଲି ଲୋଇସିଂହା ବ୍ଲକ ରତାଖଣ୍ଡି ପଞ୍ଚାୟତ ରେ ଏହି ରଥ ପହଞ୍ଚିଥିବା ସହ ବିକାଶ ସମାବେଶ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବଲାଙ୍ଗୀର ଜିଲ୍ଲା ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର ଙ୍କ ସଭାପତିତ୍ୱ  ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଯୋଗଦେଇ ଥିବା ବେଳେ ସଂମାନନୀୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ହିମାଞ୍ଚଳ ମେହେର, ବୁର୍ଡ଼l ସରପଞ୍ଚ ସୁଦିପ ସା, ମନ୍ତ୍ରୀ ଙ୍କ ବ୍ଲକ ପ୍ରତିନିଧି ଗୌରାଙ୍ଗ ନାଏକ, ବିଡ଼ିଓ ଅକ୍ଷୟ ପାଣି ଉଡ୍ଡୁ, ସିଡିପିଓ ଗାୟତ୍ରୀ ବାରିକ, ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଶେଖରଲାଲ ପଧାନ, ତହସିଲଦାର ସଂଘମିତ୍ରା କାଲୋ ପ୍ରମୁଖ ଯୋଗଦେଇ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ମତ ପ୍ରକାଶ କରିଥିଲେ l

ଅନ୍ୟ ମାନଙ୍କ ମଧ୍ୟରେ ଏ. ଏ. ଇ ସିଦ୍ଧlର୍ଥ ପାଢ଼ୀ, ଜିପିଓ କିଶୋରଚନ୍ଦ୍ର ମାନସିଂହ, ଯୋଗାଣ ଅଧିକାରୀ ସୋମ୍ୟରଞ୍ଜନ ମହାନନ୍ଦ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ଏହି ଅବସରରେ ମୁଖ୍ୟ ଅତିଥି ଡ଼. ମୁକେଶ ମହାଲିଙ୍ଗ ତାଙ୍କ ବକ୍ତବ୍ୟ ରେ  କହିଥିଲେ ଯେ ବିଗତ ଦିନରେ କଂଗ୍ରେସ ଓ ବିଜେଡ଼ି ଦୀର୍ଘ ବର୍ଷ ରାଜ୍ୟରେ ଶାସନ କରିଛନ୍ତି ହେଲେ ଉଭୟ ଦଳ ବିକାଶମୂଳକ କାର୍ଯ୍ୟ ର କେବେମଧ୍ୟ  ହିସାବ ଦେଇପାରିନଥିଲେ କିନ୍ତୁ ବିଜେପି ସରକାର ହିସାବ ଦେଇଥିବାରୁ ସେ ମୋହନ ମାଝୀ ସରକାର କୁ ଧନ୍ୟବାଦ ଦେଇଥିଲେ।ସୁଭଦ୍ରା ଯୋଜନାରେ ମିଳୁଥିବା ସହାୟତା ରାଶି ରେ କୌଣସି ବ୍ୟବସାୟ କରି  ସ୍ୱାବଲମ୍ବୀ ହେବାପାଇଁ ମହିଳା ମାନଙ୍କୁ ପରାମର୍ଶ ଦେଇଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମହାଲିଙ୍ଗ। ଏହି ଅବସରରେ ନୂତନ ରାସନକାର୍ଡ,ଅନ୍ତୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ,୮୦ ବର୍ଷ ରୁ ଉର୍ଦ୍ଧ ବ୍ୟକ୍ତି ଙ୍କୁ ୩୫୦୦ ଟଙ୍କା ଭତ୍ତା ବଣ୍ଟନ କରାଯାଇଥିଲା l କାର୍ଯ୍ୟକ୍ରମ କୁ ପଞ୍ଚାୟତ ର ପିଇଓ ଅନ୍ୟ କର୍ମଚାରୀ ସମେତ ମିଶନ ଶକ୍ତି ଅଧିନସ୍ମ ମହିଳା କର୍ମଚାରୀ, ଅଙ୍ଗନୱାଡି କର୍ମୀ ଓ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026

You Might Also Like