-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

ବିକାଶ ବାହାନ କୁ ସ୍ୱାଗତ ଜଣାଇଲେ ବାଲିଖମାର ଗ୍ରାମ ପଞ୍ଚାୟତବାସୀ

16-Jun-2025



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ )ଭାରତୀୟ ଜନତା ପାର୍ଟି  ସରକାର ଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଏବେ ସାରା ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ମାନଙ୍କରେ ବିକାଶ ବାହାନ ରଥ ପରିକ୍ରମା କରୁଅଛି!ଏହି ରଥ ଟି 12 ତାରିଖ ରୁ 21 ପର୍ଯ୍ୟନ୍ତ ପରିକ୍ରମା କରିବାକୁ ଯାଉଥିବା ବେଳେ ଆଜି ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ବେହେରାମୁଣ୍ଡା ଓ ବାଲିଖମାର ଗ୍ରାମ ପଞ୍ଚାୟତ କୁ ଆସିଥିଲା!ପ୍ରଥମ ପର୍ଯ୍ୟାୟ ରେ ବେହେରାମୁଣ୍ଡା ଆସିଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟ ରେ ବାଲିଖମାର ସରପଞ୍ଚ ଶ୍ରୀମତୀ ଚିନ୍ମୟୀ ପ୍ରଧାନ ଙ୍କ ନେତୃତ୍ୱ ରେ ପଞ୍ଚାୟତ ପିଇଓ ସୁଧୀର ମେହେର,ସରପଞ୍ଚ ଙ୍କ ପ୍ରତିନିଧି ଦେବାନନ୍ଦ ପ୍ରଧାନ, ଏଡିଇଓ, ଯୋଗାଣ ସହାୟକ ଓ ଅନ୍ୟାନ୍ୟ କର୍ମଚାରୀ,ଅଙ୍ଗନବାଡି, ଆଶା କର୍ମୀ ଏବଂ ଗ୍ରାମ ପଞ୍ଚାୟତ ବାସୀ ରଥ କୁ ସ୍ୱାଗତ କରିଥିଲେ!ଏକ ବର୍ଷ ରେ ରାଜ୍ୟ ସରକାର ଙ୍କ ହୋଇଥିବା ଯୋଜନା ର ବିକାଶ ଉପରେ ଟିଭି ମାଧ୍ୟ୍ୟମରେ ଜନସାଧାରଣ ମାନଙ୍କୁ ଆଲୋକପାତ କରାଯାଇଥିଲା!ପରେ ଯୋଜନାରେ ଅନ୍ତର୍ଭୁକ୍ତ ନୂତନ ହିତାଧିକାରୀ ମାନଙ୍କୁ ଅଧିକାରୀ ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା!ବାଲିଖମାର ଗ୍ରାମ ପଞ୍ଚାୟତ ର ନୂତନ ହିତାଧିକାରୀ ରାସନ କାର୍ଡ 25 ଜଣ, ଭତ୍ତା 5 ଜଣ, ଅନ୍ତୋଦୟ ଗୃହ ର କାର୍ଯ୍ୟାଦେଶ ପତ୍ର 15 ଜଣକୁ ଏବଂ ଜବ କାର୍ଡ 70 ଜଣଙ୍କୁ ପ୍ରଦାନ କରାଯାଇଛି! ଉକ୍ତ କାର୍ଯ୍ୟକ୍ରମ କୁ ନୋଡାଲ ଅଫିସର ପାଣ୍ଡବ ମଲ୍ଲିକ ତଦାରଖ କରିବା ସହ ଉକ୍ତ ଗ୍ରାମ ପଞ୍ଚାୟତ ର ସାଧାରଣ ଜନତା ମାନଙ୍କୁ ରାଜ୍ୟ ସରକାର ଙ୍କ ଯୋଜନା ର ସଚେତନତା ବାର୍ତ୍ତା ଦେଇଥିଲେ!

ଉକ୍ତ କାର୍ଯ୍ୟକ୍ରମ ରେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଦେବେନ୍ଦ୍ର ସାହୁ, ସାମାଜିକ ସୁରକ୍ଷା ବିଭାଗ ର ଅସିତ ବେହେରା, ଯୋଗାଣ ଡିଇଓ ରବୀନ୍ଦ୍ର ତାଣ୍ଡି, ଗ୍ରାମୀଣ ଆବାସ ଯୋଜନା ଅଧିକାରୀ ତପନ ନାଏକ,ଶିଶୁ ବିକାଶ ପ୍ରକଳ୍ପ ବିଭାଗ ର ସୁପରଭାଇଜର, ସ୍ୱାସ୍ଥ୍ୟ କର୍ମଚାରୀ, ଆଧାର ସେବା କର୍ମଚାରୀ, ବ୍ୟାଙ୍କ କର୍ମଚାରୀ, ବିଜେପି ନେତା ଆଲୋକ ବେହେରା, ଅଶୋକ ମେହେର ପ୍ରମୁଖ ଉପସ୍ଥିତ ଥିଲେ!
ପରିଶେଷରେ ନୋଡାଲ ଅଫିସର ସମସ୍ତ ଙ୍କୁ ଧନ୍ୟବାଦ ଅପର୍ଣ୍ଣ କରି ସରକାର ଙ୍କ ବିକାଶ ବାହାନ କାର୍ଯ୍ୟକ୍ରମ କୁ ସାଙ୍ଗ କରିଥିଲେ ତାପରେ ପରିବେଶ କୁ ସବୁଜ ସୁନ୍ଦର କରିବା ପାଇଁ ମା ଙ୍କ ନାମରେ ସମସ୍ତ ଙ୍କ ଉପସ୍ଥିତ ରେ ବୃକ୍ଷ ରୋପଣ କରାଯାଇଥିଲା!


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like