-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଯନ୍ତ୍ରୀ ନାହାନ୍ତି,ବର୍ଷେ ହେଲା ବିକାଶ ଠପ,କାଉନସିଲରଙ୍କ ଆନ୍ଦୋଳନ ଧମକ

16-Jun-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଦେଖୁ ଦେଖୁ ରାଜ୍ୟରେ ନୂଆଁ ସରକାରର କାର୍ଯ୍ୟକାଳ ଏକ ବର୍ଷ ପୂରି ଯାଇଛି ।ହେଲେ ଏହି ଏକ ବର୍ଷ ମଧ୍ୟରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦରେ କନିଷ୍ଠ ଯନ୍ତ୍ରୀ ନଥିବାରୁ  ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଠପ ହୋଇ ପଡ଼ିଛି। ୧୨ଗୋଟି ୱାର୍ଡକୁ ନେଇ ଗଠିତ ବିନିକା ଏନଏଏସିର ଗୋଟିଏ ୱାର୍ଡ କେବଳ ବିଜେପି ହାତରେ ଥିବା ବେଳେ ବାକି ୧୧ଟିରେ ବିଜେଡି କାଉସିଲର ଓ ଅଧ୍ୟକ୍ଷ ବିଜେଡିର ରହିଛନ୍ତି ।ସମ୍ପୂର୍ଣ୍ଣ ବିଜେଡି ଦବଦବାରେ ରହିଛି ଏହି ବିଜ୍ଞାପିତ ପରିଷଦ।ହେଲେ ସାମାନ୍ୟ କନିଷ୍ଠ ଯନ୍ତ୍ରୀ ଟିଏ ଏଠାରେ ଅଦ୍ୟାବଧି ନିଯୁକ୍ତି ନହେବା ଏବଂ ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ହୋଇ ନପାରିବା ପରିଷଦ କାଉନସିଲରଙ୍କ ପାରିବା ପଣିଆ ଉପରେ ସାଧାରଣରେ ଚର୍ଚା ଜୋର ଧରିଛି।କାମ ହେଉ ନଥିବାରୁ ପରିଷଦ ଅଧିନସ୍ତ ୱାର୍ଡ ବାସୀ ନିଜ ନିଜ ନିର୍ବାଚିତ ପ୍ରତିନିଧିଙ୍କୁ ବିଭିନ୍ନ ପ୍ରକାରର କଟୁ କଥା କହିବା ଫଳରେ ଏହାକୁ ସହ୍ୟ କରି ନପାରି ଆଜି ଏନଏସି ଉପାଧ୍ୟକ୍ଷା ତପସ୍ଵିନୀ ମେହେରଙ୍କ ନେତୃତ୍ବରେ ବୈରାଗୀ ପ୍ରଧାନ,ଜିତେନ୍ଦ୍ର ମଲ୍ଲିକ,ଗୋପାଳ କୃଷ୍ଣ ମହାଲିଂ,ଆଶାରାଣୀ ପଣ୍ଡା, ବୈଜନ୍ତୀ କଟୁଆଲ,ରେଣୁକା ବରାଇ,କଳ୍ପନା ଦୀପ,କୁନି ଚିର୍ଗୁନ ପ୍ରମୁଖ କାଉନସିଲର ବିନିକା ଏନଏଏସିକୁ ଆସି କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇଙ୍କ ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ନିକଟକୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।ସେମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଏନଏଏସିର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ଟେଣ୍ଡର ଓପନ ହୋଇଥିଲେ ମଧ୍ୟ କାର୍ଯ୍ୟ ପୁରାପୁରି ଠପ ହୋଇ ପଡ଼ିଛି ।କାରଣ ଦୀର୍ଘ ମାସ ହେଲା କାର୍ଯ୍ୟ ତଦାରକ ପାଇଁ  ଏଠାରେ କନିଷ୍ଠ ଯନ୍ତ୍ରୀ ନାହାନ୍ତି । ଅଞ୍ଚଳର ସେବା ପାଇଁ ସଂକଳ୍ପବଦ୍ଧ ଜନ ପ୍ରତିନିଧି ବିକାଶ କାର୍ଯ୍ୟକୁ ନେଇ ଜନସାଧାରଣଙ୍କ ଠାରୁ ଲୋକହସା ହେବା ପୂର୍ବରୁ ତୁରନ୍ତ ଖାଲିଥିବା କନିଷ୍ଠ ଯନ୍ତ୍ରୀ ପଦବୀ ପୂରଣ ସହିତ ବିକାଶ କାର୍ଯ୍ୟର ଅଗ୍ରଗତି ଦିଗରେ ପଦକ୍ଷେପ ନେବାକୁ ସେମାନେ ଦାବୀ କରିଛନ୍ତି।ପୁନଶ୍ଚ ସାତ ଦିନ ମଧ୍ୟରେ ଯଦି ସମସ୍ୟା ସମାଧାନ କରା ନ ଯାଏ ତେବେ ଏନଏଏସିର ମୁଖ୍ୟ ଫାଟକରେ ତାଲା ପକାଇ ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦେବେ ବୋଲି କାଉନସିଲର ବୃନ୍ଦ ଧମକ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like