-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

16-Jun-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା ସ୍ତରୀୟ ସନ୍ତରଣ ପ୍ରତିଯୋଗିତା ପାଇଁ ଜିଲ୍ଲା ସନ୍ତରଣ ସଂଘର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ବିଜୁ ପଟ୍ଟନାୟକ ସନ୍ତରଣାଗାର ଠାରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଉକ୍ତ ଚାମ୍ପିୟନ ସିପ୍‌କୁ ଏକ ବର୍ଣ୍ଣାଢ୍ୟ ପରିବେଶରେ ସମସ୍ତ ବର୍ଗର ପ୍ରତିଯୋଗୀମାନଙ୍କୁ ନେଇ ଆୟୋଜନ କରାଯିବାକୁ ବୈଠକରେ ନିଷ୍ପରି ଗ୍ରହଣ କରାଯାଇଛି। ଏହି ପ୍ରତିଯୋଗିତା ଜୁନିୟର ଓ ସବଜୁନିୟର ବର୍ଗରେ କରାଯାଇ ଶ୍ରେଷ୍ଠ ପ୍ରତିଭା ସମ୍ପନ୍ନ ସନ୍ତରଣକାରୀଙ୍କୁ ପୁରସ୍କୃତ କରାଯିବା ସହିତ ରାଜ୍ୟ ସ୍ତରୀୟ ଚାମ୍ପିୟନ ସିପ୍‌ରେ ଅଂଶଗ୍ରହଣ କରିବାକୁ ସୁଯୋଗ ଦିଆଯିବ। ଜିଲ୍ଲା ର ଶ୍ରେଷ୍ଠ ଟାଇମରମାନେ ଭୁବନେଶ୍ବର ଠାରେ ଜୁଲାଇରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଏହି ବୈଠକ ଜିଲ୍ଲା ସନ୍ତରଣ ସଂଘର ସମ୍ପାଦକ ଜୟନାରାୟଣ ମେଣ୍ଡିଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ସଂଘର ସଭ୍ୟ ବିଦ୍ୟାଧର ମିଶ୍ର, ଭକ୍ତି ରଞ୍ଜନ ଦଳେଇ, ପ୍ରକାଶ ମେହେର, ଶିବ ନାରାୟଣ ବେହେରା, ଦିଗାମ୍ବର ଶତପଥୀ, ଶ୍ରୀତମ ସାହୁ, ବିଶ୍ବରଞ୍ଜନ ଦଳାଇ, ପ୍ରଦୀପ କୁମାର ମହାନ୍ତି, ମନୋରଞ୍ଜନ ମିଶ୍ର ଓ ସୁରଜ ବାଗ ପ୍ରମୁଖ ଉପସ୍ଥିତ ଥିଲେ। ଆସନ୍ତା ଜୁଲାଇ ୧୩ ରବିବାର ହେବାକୁ ଥିବା ଏହି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ପାଇଁ ଆଗ୍ରହୀ ସନ୍ତରଣକାରୀମାନେ ଆସନ୍ତା ଜୁଲାଇ ୫ ତାରିଖ ସୁଦ୍ଧା ସେମାନଙ୍କର ନାମ ପଞ୍ଜିକରଣ କରିପାରିବେ। ଏଥି ପାଇଁ ପ୍ରତିଯୋଗୀ  ମାନେ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ର ହେଡ କୋଚ ସଞ୍ଜୟ ପାଣ୍ଡେ (୭୦୦୮୩୮୮୨୯୩), ସହାୟକ କୋଚ ନିମାଇଁ ବାଘଙ୍କ (୮୬୫୮୫୫୩୮୦୪) ସହିତ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like