-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବଡ଼ଟିକା ପଂଚାୟତ ରେ ବିକାଶ ବାହାନ ରଥ ର ଶୁଭାରମ୍ଭ

16-Jun-2025



ଆଗଲପୁର, (ବିନୋଦ ଦୀପ) ଓଡିଶା ସରକାର ର ଏକ ବର୍ଷ ପୂର୍ତ୍ତି ଅବସରରେ ଜୁନ ମାସ ୧୨ ତାରିଖ ରୁ ଆରମ୍ଭ ହୋଇଛି ଏହି ବିକାଶ ରଥ l ଏହି ଅବସରରେ  ଏକ ବିକାଶ ବାହାନ ର ଶୁଭାରମ୍ଭ ହୋଇଥିଲା l ସରକାର କରିଥିବା ଯୋଜନା ମାନ ର ସଫଳ ରୂପାୟନ  ଏବଂ ଆଉ ବାକିଥିବା ଯୋଜନା ଗୁଡିକ ସଫଳ କରିବା ଲାଗି ସରକାର ପ୍ରତିଶୃତି ବଦ୍ଧ ବୋଲି ଏହି ରଥ ମାଧ୍ୟମରେ ସାଧାରଣ ଜନତା ଙ୍କ ନିକଟରେ ପହଞ୍ଚାଯାଉଛି। ଏହିକ୍ରମେ  ଆଗଲପୁର  ବ୍ଲକ ବଡ଼ଟୀକା ପଂଚାୟତ ପରିସରରେ ବିକାଶ ବାହାନ ରଥ ର ଶୁଭ ଉଦ୍ଘାଟନ  ହୋଈଥିଲା l ଉକ୍ତ କାର୍ଯ୍ୟକ୍ରମ ଟି ପିଇଓ କିଶୋର ଭୁଏ ଓ ସରପଞ୍ଚ ଉଦୟ ନାଏକ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମଂଚାସୀନ ଜିପିଓ ସୌଭାଗ୍ୟ ପଧାନ, ଏଡିଓ ବିମ୍ବାଧର କର୍ତ୍ତୀ, ମଣ୍ଡଳ ଯୁବମୋର୍ଚା ସଭାପତି ରିଙ୍କୁ ସାହୁ ମଂଚାସୀନ ଥିଲେ l

ଏହି ବିକାଶ ରଥ କାର୍ଯ୍ୟକ୍ରମ ରେ ପଂଚାୟତ କୁ ପହଞ୍ଚି ଭିଡିଓ ଗ୍ରାଫି ଜରିଆରେ ଜନସାଧାରଣ ଙ୍କୁ ସଚେତନତା ର ବାର୍ତ୍ତା ଦେଇଥିଲା।ଏହି ଅବସରରେ ଅନ୍ତୋଦୟ ଯୋଜନା ର କାର୍ଯ୍ୟାଦେଶ,ଜବକାର୍ଡ, ସ୍ୱାସ୍ଥ୍ୟ କାର୍ଡ, ରାସନ କାର୍ଡ ଓ ୮୦ ବର୍ଷ ରୁ ଉର୍ଦ୍ଧ ବ୍ୟକ୍ତି ଙ୍କୁ ୩୫୦୦ ଟଙ୍କା ଭତ୍ତା ପ୍ରଦାନ ସମୁଦାୟ 31 ଟି ବଣ୍ଟନ କରାଗଲା l ସରକାର ଲୋକାଭିମୁଖୀ ଯୋଜନା ସମ୍ପର୍କ ରେ ଲୋକଙ୍କୁ ସଚେତନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like