-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ମହିଳା ଶିଶୁ ବିକାଶ ବିଭାଗରେ ବ୍ୟାପକ ଅନିୟମିତତା, ସଂଘ କାର୍ଯ୍ୟକର୍ତ୍ତାଙ୍କ ହେରାଫେରି ଅଭିଯୋଗ

16-Jun-2025



କଳାହାଣ୍ଡି(ପ୍ରେରଣା ଖବର): କଳାହାଣ୍ଡି ଜିଲ୍ଲା ମହିଳା ଓ ଶିଶୁ ବିକାଶ ବିଭାଗ ରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି । ଅଙ୍ଗନୱାଡି କର୍ମୀ ମାନଙ୍କ ଗ୍ରେଡେସନ ତାଲିକା ରେ ସଠିକ ତଥ୍ୟ ଉପସ୍ଥାପନ କରା ନ ଯାଇ ପ୍ରିୟାପ୍ରୀତି ତୋଷଣ କାରବାର ମାଧ୍ୟମରେ ଉଦ୍ଦେଶ୍ୟମୂଳକ ଭାବେ କନିଷ୍ଠ ମାନଙ୍କୁ ବରିଷ୍ଠତା ଦର୍ଶାଇ ଦେଇ ସୁପରଭାଇଜର ଭାବେ  ୨୦୧୬ରେ ୨୮ ଜଣଙ୍କୁ ପ୍ରମୋଶନ ଦିଆଯାଇଥିବା ଜଣାପଡିଛି । କଳାହାଣ୍ଡି ଡି ଏସ୍ ଡବ୍ଲ୍ଯୁ ଓ କାର୍ଯ୍ୟାଳୟରେ ୨୦୧୬ ମସିହାରେ ପ୍ରସ୍ତୃତ କରାଯାଇଥିବା ଗ୍ରେଡେସନ ତାଲିକା ରେ ଥିବା ଏକ ନମ୍ବର ଅଙ୍ଗନୱାଡି କର୍ମୀ ୧୯୮୬ମସିହାରେ କାର୍ଯ୍ୟରେ ଯୋଗ ଦେଇଥିବା ବେଳେ ୨୦୨୧ ମସିହାରେ ଗ୍ରେଡେସନ ତାଲିକା ରେ ୧୯୮୧ ମସିହାରେ କାର୍ଯ୍ୟରେ ଯୋଗ ଦେଇଥିବା କର୍ମୀଙ୍କୁ ଏକ ନମ୍ବର ରେ ରଖାଯାଇଛି । ୨୦୧୬ ମସିହା ପୂର୍ବରୁ ମାଟ୍ରିକ ପାଶ କରିଥିବା ଏବଂ ୧୯୮୬ ମସିହା ପୂର୍ବରୁ କାର୍ଯ୍ୟରେ ଯୋଗ ଦେଇଥିବା କର୍ମୀ ମାନଙ୍କୁ ୨୦୨୧ ମସିହାରେ ୧ନମ୍ବରରୁ ୮ଏବଂ ୧୦ନମ୍ବରରେ ତାଲିକା ଭୁକ୍ତ କରାଯାଇଛି । ମାଟ୍ରିକ ପାଶ କରି ଅନ୍ୟୁନ ଦଶ ବର୍ଷ ଅଙ୍ଗନୱାଡି କର୍ମୀ ଭାବେ ଚାକିରି କରିଥିଲେ ତାଙ୍କୁ ବାରିଷ୍ଠତା ଭିତ୍ତିରେ ସୁପରଭାଇଜର ଭାବେ ପ୍ରମୋଶନ ଦେବାର ବ୍ୟବସ୍ଥା ଥିବା ହେତୁ ଅନେକ କର୍ମୀ ବୟସାଧିକ୍ୟ ହୋଇଥିଲେ ହେଁ ଯେନ ତେନ ପ୍ରକାରେନ ମାଟ୍ରିକ ସାର୍ଟିଫିକେଟ ଯୋଗାଡ଼ କରିଥିବା ଜଣାପଡିଛି । ସମୁଦାୟ ବ୍ୟବସ୍ଥାକୁ ଅନୁଧ୍ୟାନ କଲେ ୨୦୧୬ ମସିହାରେ ସୁପରଭାଇଜର ଭାବେ ପ୍ରମୋଶନ ଦେବାର ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ଓ ବ୍ୟାପକ ହେରାଫେରି କରାଯାଇ ଥିବା ଅଭିଯୋଗ ହେଉଛି । ସମ୍ପ୍ରତି ରିଟାୟାର୍ଡ କରିଥିବା ସୁପରଭାଇଜର ମାନଙ୍କୁ ଜୁନାଗଡ ସମେତ ଅନ୍ୟାନ୍ୟ ବ୍ଲକ ଅଧୀନରେ ସୁପରଭାଇଜର ଭାବେ ପୁନଃ ଅବସ୍ଥାପିତ କରାଯାଇଛି। ଏହି ପୁନଃ ଅବସ୍ଥାପନରେ ବ୍ୟାପକ ଅର୍ଥ କାରବାର ହୋଇଥିବା ଜଣାପଡିଛି। ସେହିପରି ଜୁନାଗଡ ବ୍ଲକ ଅଧିନସ୍ଥ ମୁଣ୍ଡରଗୁଡା ଅଙ୍ଗନୱାଡି କର୍ମୀ ଶୈଳବାଲା ପଣ୍ଡା ଏବଂ ବାଦଲଦେଇ ଅଙ୍ଗନୱାଡି କର୍ମୀ ନିରୋଦିନୀ ବେହେରା ଗତ ୨୦୨୪ରେ ୬୦ବର୍ଷ ବୟସରେ ଅବସର ନେଇଥିବା ବେଳେ ଉଭୟଙ୍କ ଠାରୁ ଜୁନାଗଡ ବ୍ଲକ ଅଙ୍ଗନୱାଡି କର୍ମୀ ସଂଘ ସଭାନେତ୍ରୀ ପଦ୍ମାସିନୀ ଶବର ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟା ଜସ୍ମିନ ନାଏକ ମିଶି ୨୦ହଜାର ଟଙ୍କା ଲେଖାଏ ଉଚ୍ଚ ପଦସ୍ଥ ପଦାଧିକାରୀଙ୍କୁ ଦେବାକୁ କହି ନେଇଥିବା ଏବଂ ପୁନଃ ଅବସ୍ଥାପିତ କରାଇଥିବା ଜଣାପଡିଛି । ଅନ୍ୟପକ୍ଷରେ ଏହି ଅଙ୍ଗନୱାଡି କର୍ମୀ ସଂଘ ର ଜିଲ୍ଲା ଓ ରାଜ୍ୟସ୍ତରୀୟ ଜନୈକ ନେତ୍ରୀ ଜାଲ ସାର୍ଟିଫିକେଟ ମାଧ୍ୟମରେ ଅଧିକ ବର୍ଷ ଚାକିରି କରିଥିବା ବେଳେ ତାଙ୍କୁ ବହିଷ୍କାର କରାଯାଇଥିବା ସୂଚନା ମିଳିଛି । ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ତଦନ୍ତ କଲେ ବହୁ ଗୋପନୀୟ ତଥ୍ୟ ପଦାକୁ ଆସିବ ବୋଲି ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like