-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦଯାପିତ

16-Jun-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଇଣ୍ଡୋର ଷ୍ଟାଡିୟମ ଠାରେ ପ୍ରଥମ ଥର ପାଇଁ ଚତୁର୍ଥ ଜିଲ୍ଲା ସ୍ତରୀୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଏହି ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ପ୍ରତିଯୋଗିତା ରେ  ଜିଲ୍ଲାର ବିଭିନ୍ନ ବ୍ଲକରୁ ପ୍ରତିଯୋଗୀମାନେ ଅଂଶଗ୍ରହଣ କରି ବିଭିନ୍ନ ବୟସ ବର୍ଗରେ ଖେଳ ପ୍ରଦର୍ଶନ କରିଥିଲେ। ଶେଷ ଫାଇନାଲ ଖେଳାରେ ୧୪ ଟି ଦଳ ଅଂଶଗ୍ରହଣ କରିଥିଲେ । ଫାଇନାଲ ଖେଳ ଏତେ ରୋମାଞ୍ଚକର ହୋଇଥିଲା ଯେ ଦର୍ଶକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଏହି ଖେଳ ୩ ଦିନ ବ୍ୟାପି ଚାଲିଥିଲା । ଶେଷ ଦିନ ଫାଇନାଲ ଖେଳରେ ପ୍ରତିଯୋଗୀମନେ ନିଜର ସୁନ୍ଦର ଖେଳ ପ୍ରଦର୍ଶନ କରିଥିଲେ। ୧୧ ବୟସ ବର୍ଗର ବିଜେତା ଅସିତ ପାଣିଗ୍ରାହୀ,୧୩ ବର୍ଷ ବୟସ ବର୍ଗର ବିଜେତା ଆୟୁଷ କୁମାର ସାହା,୧୫ ବର୍ଷ ବୟସ ବର୍ଗର ବିଜେତା  ସ୍ୱୟମ ସତ୍ୟ ବେହେରା, ୧୭ ବର୍ଷ ବୟସ ବର୍ଗର ବିଜେତା ଦିନେଶ,୧୯ ବର୍ଷ ବୟସ ବର୍ଗର ବିଜେତା ଆୟୁଷ ମଣ୍ଡଲ, ଓପେନ ଖେଳର ବିଜେତା ଜଣେକିଆ ମେଚ ରେ ବି ରବି କିରନ ,ଦୁଇ ଜଣିଆ ମେଚରେ ବିଜେତା ବି. ରବି କିରନ ଓ ଦିନେଶ,୩୫ ବର୍ଷ ବୟସ ବର୍ଗର ବିଜେତା ମନରଞ୍ଜନ ପାଣିଗ୍ରାହୀ ଓ ଲକ୍ଷ୍ମୀକାନ୍ତ ପୂଜାରୀ, ୪୦ ବର୍ଷ ବୟସ ବର୍ଗର  ବିଜେତା ଅପୂର୍ବ ଓ ଅଶୋକ, ୪୫ ବର୍ଷ ବୟସ ବର୍ଗର ବିଜେତା ଅଶୋକ ପଟ୍ଟନାୟକ ଓ ପ୍ରଦୀପ ଗୌଡ଼, ଦ୍ବିତୀୟ ସ୍ଥାନରେ ରହିଥିଲେ ପ୍ରୀତପାଲ ସିଂ ଓ ଅଶୋକ ସାହୁ। ମାଲକାନଗିରି ଜିଲ୍ଲାପାଳ ଆଶିଷ ଇଶ୍ୱର ପଟେଲ ଉପସ୍ଥିତ ରହି ଖେଳାଳି ବିଜେତାଙ୍କୁ ଟ୍ରଫି ପ୍ରଦାନ କରିଥିଲେ। ପ୍ରଥମ ଥର ପାଇଁ ଜିଲ୍ଲାରେ ଏପରି ଖେଳ ପ୍ରଦର୍ଶନ ଆୟୋଜିତ ହୋଇ ଥିଲା ବେଳେ ଖେଳାଳି ଓ ଦର୍ଶକମାନଙ୍କ ମଧ୍ୟରେ ଖୁସିର ଲହରୀ ଦେଖିବାକୁ ମିଳିଥିଲା।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026

You Might Also Like