-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||     

HOME   ଜିଲ୍ଲା

ସିନାପାଲି ବ୍ଲକ ନିଳଜି ନିବାସୀ ବିବେକ ରଞ୍ଜନ ସା ,ନିଟ ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୧୩୭୧୨ ନମ୍ବର ରେଙ୍କରେ ଉତ୍ତୀର୍ଣ୍ଣ ଜିଲ୍ଲା ପାଇଁ ଗର୍ବ ଓ ଗୌରବ

17-Jun-2025



ସିନାପାଲି ଚିନ୍ତାମଣିନେତାମ)

-ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ନିଳଜି ନିବାସୀ  ବିବେକ ରଞ୍ଜନ ସା,ନିଟ ପରୀକ୍ଷା ରେ ସର୍ବ ଭାରତୀୟ ସ୍ତରରେ ୧୩୭୧୨ ନମ୍ବର ରେଙ୍କ ରେ  ଉତ୍ତୀର୍ଣ୍ଣ ହୋଇ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣି  ଅଞ୍ଚଳ ପାଇଁ ଗର୍ବ ଆଣି ବିଦ୍ୟାର୍ଥୀଙ୍କ ପାଇଁ ପ୍ରେରଣା ଉତ୍ସ ଅଟନ୍ତି  l ସିନାପାଲି ବ୍ଲକ ନିଳଜି ନିବାସୀ କ୍ଷୁଦ୍ର ଚାଷୀ  ଶ୍ରୀଯୁକ୍ତ ଯାଦବ ସା,ଙ୍କ ପୁଅ  ବେଦିକ  ଇଣ୍ଟାର୍ନେଶନାଲ  ବିଦ୍ୟାଳୟ , ସମ୍ବଲପୁର ରେ ଶିକ୍ଷା ଲାଭ କରୁଥିଲେ  l ମା  ଶ୍ରୀମତୀ  ରୁକ୍ମଣୀ ସା,ଜଣେ  ଗୃହିଣୀ ଅଟନ୍ତି  l ବିବେକ ରଞ୍ଜନ ସା,ନିଜର କଠିନ ପରିଶ୍ରମ ଓ ପିତାମାତାଙ୍କ ଆଦର୍ଶରେ  ଅନୁପ୍ରାଣିତ ହୋଇ ଗୁରୁଜନଙ୍କ ଆଶୀର୍ବାଦରୁ ଏହି ସଫଳତା ପାଇଛି ବୋଲିମତ ଦିଅନ୍ତି   l ସେ ଭବିଷ୍ୟତ ରେ ଜଣେ ଉଚ୍ଚ ମାନର ଡାକ୍ତର ହୋଇ ଲୋକଙ୍କ ସେବା ପ୍ରାଥମିକତା କରିବା ପାଇଁ ସଂକଳ୍ପ ବଦ୍ଧl ତାଙ୍କର ଏହି ସଫଳତା ପାଇଁ ତାଙ୍କୁ ଅନେକ ଶୁଭେଚ୍ଛାର ସୁଅ ଛୁଟୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   16-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026

You Might Also Like