-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

କୃଷକ ଶକ୍ତି ସମାବେଶକୁ ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ସମାଜର ୪ଟି ବର୍ଗ ଗରିବ, ଚାଷୀ, ମହିଳା ଓ ଯୁବ ବର୍ଗଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଆମେ ନିରନ୍ତର କାମ କରୁଛୁ

17-Jun-2025



ବଲାଙ୍ଗିର(ବିନୋଦ ଦୀପ): ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନକିଆ ବଲାଙ୍ଗୀର ଗସ୍ତରେ ଆସି ବଲାଙ୍ଗୀର ର ପଥରଚେପା ଠାରେ ଆୟୋଜିତ କୃଷକ ଶକ୍ତି ସମାବେଶକୁ ସମ୍ବୋଧିତ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ବକ୍ତବ୍ୟରେ ଜିଲ୍ଲାର ବିକାଶ ନ ହେଲେ ରାଜ୍ୟର ବିକାଶ ହୋଇପାରିବ ନାହିଁ । ବଲାଙ୍ଗୀରର ବିକାଶକୁ ଆଗକୁ ନେବା ପାଇଁ ଏ ଜିଲ୍ଲାକୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦବୀ ଜଣେ ଉପମୁଖ୍ୟମନ୍ତ୍ରୀ ଓ ଜଣେ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବରେ କାମ କରିବା ପାଇଁ ଦାୟିତ୍ୱ ଦିଆଯାଇଛି । ରାଜ୍ୟରେ ଡବଲ ଇଂଜିନ ସରକାର ଚାଲିଥିବା ବେଳେ ବଲାଙ୍ଗୀର ଜିଲ୍ଲା ଟ୍ରିପଲ୍ ଇଂଜିନ

ସରକାର ଚାଲିଛ, ତେଣୁ ବଲାଙ୍ଗୀରରେ ବିକାଶ ମଧ୍ୟ ତିନି ଗୁଣ ହେବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ । ରାଜ୍ୟରେ ଡବଲ ଇଂଜିନ ସରକାର କୃଷି ଓ କୃଷକ ସଶକ୍ତିକରଣକୁ ସବୁବେଳେ ପ୍ରାଥମିକତା ଦେଇ ଆସିଛି । ବର୍ଷ ଏକ ଉପଲବ୍ଧି ଅନେକ ହିସାବରେ ଗୋଟିଏ ବର୍ଷ ଭିତରେ ରାଜ୍ୟ ସରକାର ଯାହା କହିଥିଲେ ତାହା କରି ଦେଖାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି । ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ ଚାଷୀଙ୍କୁ କ୍ୱିଂଟାଲ ପ୍ରତି ୮ଠଠଟଙ୍କା । ଇନ୍‌ପୁଟ୍ ସବ୍‌ସିଡି ଦିଆଯାଉଛି । ଏ ଜିଲ୍ଲାର ଫଳମୂଳ ଓ ପନିପରିବା ବିଦେଶୀଙ୍କ ରପ୍ତାନୀ ହେଉଛି । ସମାଜର ୪ଟି ବର୍ଗ ଗରିବ, ଚାଷୀ, ମହିଳା ଓ ଯୁବ ବର୍ଗଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଆମେ ନିରନ୍ତର କାମ କରୁଛୁ । ପୂର୍ବର ବିଜେଡି ସରକାର ୨୪ ବର୍ଷ ଶାସନ ର ହିସାବନିକାଶ କରନ୍ତୁ ଆମ ସରକାରର ଗୋଟିଏ ବର୍ଷ ଶାସନର ଆମେ ହିସାବନିକାଶ ଦେଉଛି ବୋଲି ଶ୍ରୀ ମାଝୀ କହିଛନ୍ତି । ବଲାଙ୍ଗୀରକୁ କୃଷି କ୍ଷେତ୍ରରେ ଏକ ଅଗ୍ରଣୀ ଜିଲ୍ଲା ଭାବରେ ଗଢ଼ିବା ପାଇଁ ପାଇଁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଗୁରୁଦାୟିତ୍ୱ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି । ଏହି ଅବସରରେ ବଲାଙ୍ଗୀର, ସୋନପୁର,ବରଗଡ଼ ଓ ନୂଆପଡା ଜିଲ୍ଲାର କିଛି ଚାଷୀଙ୍କ ମୁଖ୍ୟମନ୍ତ୍ରୀ ମାନପତ୍ର ଓ ଉପାୟନ ଦେଇ ସମ୍ମାନିତ କରିଥିଲେ । 
ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗ ଦେଇ ଆତ୍ମନିର୍ଭରଶୀଳ ଭାରତ ଓ ଆତ୍ମନିର୍ଭରଶୀଳ ଓଡ଼ିଶା ଗଠନ ଦିଗରେ ଆମ ସରକାର କାମ କରୁଛି । ଖୁବଶୀଘ୍ର ବଲାଙ୍ଗୀରରେ ଗୋଟିଏ କୃଷି ବିଦ୍ୟାଳୟ ଓ ସୋନପୁରରେ ଫିସରୀ କଲେଜ ସ୍ଥାପନ କରାଯିବାର ଯୋଜନା ରହିଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂଦେଓ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, କଂଟାବାଞ୍ଜି ବିଧାୟକ ଲକ୍ଷ୍ମଣ ମାଝୀ, ଟିଟିଲାଗଡ଼ ବିଧାୟକ ନବୀନ ଜୈନ, ବରଗଡ଼ ସାଂସଦ ପ୍ରଦୀୂପ ପୁରୋହିତ, ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା,ଉତ୍ତରାଞ୍ଚଳ ରାଜସ୍ବ କମିଶନର ସଚିନ ରାମଚନ୍ଦ୍ର ଯାଦବ ପ୍ରମୁଖ ମଂଚାସୀନ ରହି ରାଜ୍ୟରେ ବିଜେପିର ଗୋଟିଏ ବର୍ଷର ଶାସନ ଓ ଦେଶରେ ବିଜେପିର ୧୧ ବର୍ଷ ଶାସାନ ଦେଶକୁ ଆଗେଇ ନେଇଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୁଗାନ୍ତକାରୀ ଯୋଜନାର ସୁଫଳ ସମାଜର ସମାଜର ସବୁ ବର୍ଗର ଲୋକେ ପାଇ ପାରିଛନ୍ତି ବୋଲି କହିଥିଲେ । ଆଜି ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପଥରଚେପାରେ ଉତ୍ତରାଞ୍ଚଳ ଡିଆଇଜି ହିମାଂଶୁ ଲାଲ୍ବ ଓ ବଲାଙ୍ଗୀର ଏସ୍ ପି ଅଭିଳାଷ  ଜୀ ଙ୍କ ତତ୍ତ୍ଵାବଧାନରେ ବ୍ୟାପକ ପୋଲିସ ମୃତୟନ ହୋଇଥିଲେ । ଶେଷ ରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବ ଶିବାଜୀ ଇଶଲୱାର୍ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like