-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭, ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଆୟୋଜିତ

17-Jun-2025



ବଲାଙ୍ଗିର(ଦେବାଶିଷ ବହିଦାର): ଆଜି ଅପରାହ୍ନ ରେ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ପେକ୍ଷାଳୟରେ  ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭, ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ଆୟୋଜିତ ହୋଇଛି ।ଏହି କର୍ମଶାଳାରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲ୍ଲାପାଳ ଗୌରୱ ଶୀୱାଜୀ ଈସାଲୱାର ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଦ୍ୱାରା ଆଜି ରାଜ୍ୟ ସହ ଜିଲ୍ଲାର ବିକାଶ ଘଟୁଛି ଏବଂ ବୁଦ୍ଧିଜୀବୀଙ୍କ ଉପଦେଶରେ ଅଧିକ ଆକାରରେ ଭିଜନକୁ ସାକାର କରିହେବ ବୋଲି କହିଥିଲେ। ତୃଣମୂଳସ୍ତରରୁ ବିକାଶ ହେଲେ ଯାଇ ସାମଗ୍ରିକ ବିକାଶ ସମ୍ଭବ ବୋଲି ସେ କହିଥିଲେ।
ସମ୍ମାନିତ ଅତିଥି ଭାବେ ଯୋଗଦେଇ ଜ଼ିଲ୍ଲାପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର  ବିକାଶର ମୂଳଦୁଆ ଗ୍ରାମୀଣ କ୍ଷେତ୍ରରୁ ହୋଇଥାଏ ବୋଲି ମନ୍ତବ୍ୟ ରଖିଥିଲେ। ଗ୍ରାମ ରେ କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ବ୍ୟବସ୍ଥା ଆଦିର ଉନ୍ନତି ହେଲେ ଜିଲ୍ଲାର ଉନ୍ନତି ସମ୍ଭବ ବୋଲି କହିଥିଲେ। ସଭାରେ ଉପସ୍ଥିତ ମୁଖ୍ୟ କୃଷି ଅଧିକାରୀ ବାବୁଲି ଚରଣ ସେଠି ଜିଲ୍ଲା ରେ କୃଷି, ଶିଳ୍ପ, ମତ୍ସ୍ୟ ଆଦି କ୍ଷେତ୍ରରେ ଥିବା ସମ୍ଭାବ୍ୟ ଉନ୍ନତି ବିଷୟରେ ଆଲୋକପାତ କରିଥିଲେ। ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ତଥା ବିକଶିତ ଗ୍ରାମର ଭାଗିଦାରୀ ବିଷୟରେ ମତ ପ୍ରକାଶ କରିଥିଲେ। ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗ ଜିଲ୍ଲାର ବିକାଶ ପାଇଁ ଶିକ୍ଷା ବିଭାଗ ଅଧିକ ତତ୍ପର ଏବଂ ଆଗକୁ ଶିକ୍ଷା କ୍ଷେତ୍ର ନୂତନ ଶିକ୍ଷା ପଲିସୀ ଦ୍ୱାରା ଅଧିକ ଉନ୍ନତ ହେବ | ଏହା ପରେ ବିଭିନ୍ନ ବର୍ଗର  ବୁଦ୍ଧିଜୀବୀ ମାନଙ୍କ ଦ୍ୱାରା ବିକାଶ ଓ ଓଡ଼ିଶା ର ଭବିଷ୍ୟତ ବିଷୟରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଆରମ୍ଭରୁ  ଡେପୁଟି ଡାଇରେକ୍ଟର ପ୍ଲାନିଂ ସ୍ୱାଗତ ଦେଇଥିଲେ । ଆସିଷ୍ଟାଣ୍ଟ ଡାଇରେକ୍ଟର ସଞ୍ଜୟ ଦୀପ କାର୍ମଶାଳା ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like