-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ପରିବେଶ ଦିବସ -୨୦୨୫ ପାଳିତ

17-Jun-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ସରକାରୀ ମହିଳା ସ୍ୱାସ୍ଥ୍ୟ କର୍ମୀ ତାଲିମ କେନ୍ଦ୍ର ସୁବର୍ଣ୍ଣପୁର ତାଲିମ ଗୃହ ଠାରେ ଜ଼ିଲ୍ଲା ସ୍ତରୀୟ ବିଶ୍ୱ ପରିବେଶ ଦିବସ ଅଧୀକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଡ଼ା ଦୁର୍ଗା ଦତ୍ତ ଦାଶ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ (VBD)ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡ଼ା ରମେଶ ଚନ୍ଦ୍ର ସ୍ବାଇଁ ଓ ଅଧୀକ୍ଷକ ସ୍ମିତ।ଶ୍ରୀ ନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ଆମେ ସମସ୍ତେ ଏକତ୍ରିତ ହୋଇ ଏକ ଉତ୍ତମ ସୁନ୍ଦର ପରିବେଶ ସୃଷ୍ଟି କରି ଏହାର ସୁରକ୍ଷା ପାଇଁ ସମସ୍ତେ ମିଶି ପ୍ରଥମେ ନିଜେ ବୃକ୍ଷ ରୋପଣ କରି ଅନ୍ୟ ମାନଙ୍କୁ ପ୍ରୋତ୍ସାହିତ  କରି ବୃକ୍ଷ ର ବଂଶ ବୃଦ୍ଧି କରି ଆମ ପରିବେଶ କୁ ପ୍ରଦୂଷଣ ମୁକ୍ତ କରିପାରିବା ଏବଂ ଜନ ସଂଖ୍ୟା ବୃଦ୍ଧି କୁ ନିୟନ୍ତ୍ରଣ କରିବା ଉପରେ ପୁଙ୍ଖlନୂପଙ୍ଖ ଭାବରେ ଅଲଲୋଚନା କରିଥିଲେ ଓ ସମ୍ମିଳିତ ପ୍ରୟାସ ଉପରେ ବିଷଦ ଭାବରେ ଆଲୋଚନା କରି  ଆମେ ସମସ୍ତେ ସନ୍ତୁଳିତ ଖାଦ୍ୟ, ଉତ୍ତମ ଜୀବନ ଶୈଳୀ, ନିଶା ଯୁକ୍ତ ଖାଦ୍ୟ ରୁ ବିରତ ହୋଇ ଶାରୀରିକ ପରିଶ୍ରମ କରିବା , ଧୁମପାନ ରୁ ସମ୍ପୂର୍ଣ ମାତ୍ରା ରେ ମୁକ୍ତ ରହିବା, ଯୋଗ ଓ ଧ୍ୟାନ ଅଭ୍ୟାସ କରିବା ଉପରେ ସମସ୍ତ ଙ୍କୁ ସଚେତନତା ବାର୍ତା ପ୍ରଦାନ  କରିବା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ସଚେତନତା ବାର୍ତ୍ତା ପ୍ରଦାନ  କରି ସୁସ୍ଥ ସୁନ୍ଦର ସମାଜ ଗଠନ ସମ୍ଭବ ହୋଇ ପାରିବା ଉପରେ  ବୁଝାଇ ଥିଲେ ।  
ଉକ୍ତ ସଭାରେ ବିଭିନ୍ନ ସାମାଜିକ ତଥା ସ୍ବେଛାସେବୀ ସଂଗଠନ ର ମୁଖ୍ୟ କର୍ମକର୍ତା ବୃନ୍ଦ, ସରକାରୀ ମହିଳା ସ୍ୱାସ୍ଥ୍ୟକର୍ମୀ  ତାଲିମ କେନ୍ଦ୍ର ର  ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ    ଉପସ୍ଥିତ ଥିଲେ । ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ସଭା ପରିଚାଳନା କରିଥିବା ବେଳେ  ଶିହେଲି ହଳଦାର ଓ ମଧୁସ୍ମିତା କର ସହଯୋଗ କରିଥିଲେl ଶେଷ ରେ ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ  ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026

You Might Also Like