-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||     

HOME   ଜିଲ୍ଲା

ରଥ ଖଳା ରେ ନା ଦିଶୁଛି ଚକ ନା ଅଖ* - *ନଅ ଦିନ ପରେ ଗଡିବ ରଥ - ହୋ ଭକତେ କାଳିଆ ର ଲୀଳା ଦେଖ*-

17-Jun-2025



ସୁବର୍ଣ୍ଣପୁର:-(ମନୋରଞ୍ଜନ ତ୍ରିପାଠୀ)
 କାହିଁ କେଉଁ ଯୁଗରୁ ସୋନପୁର ରେ ଧୁମ୍ ଧାମ ରେ ପାଳିତ ହୋଇ ଆସୁଛି ସୁବର୍ଣ୍ଣପୁର ସହରରେ ପବିତ୍ର ରଥ ଯାତ୍ରା l  କିନ୍ତୁ କାଳକ୍ରମେ ଏ ପ୍ରସ୍ତୁତି ରେ ବିଳମ୍ବ ଓ  ଅବହେଳା ର କାରଣ ହେଲା ଯେ ପ୍ରଶାସନର ଉଦାସୀନତା ଆଜି ବଢ଼ିଛି କିଛି ମାତ୍ରା l  ଏ ସହର ରେ ପୁଣି ବାର ମାସ ରେ ତେର ଯାତ୍ରା l କେବେ କିନ୍ତୁ ଏଠି ଧିମା ପଡେନି କୌଣସି ବି ଯାନୀ ଯାତ୍ରା l ହୋ ଭକତେ କାଳିଆ ର ଲୀଳା ଦେଖ l ଦେବୋତ୍ତର ବିଭାଗ କମିଟି ଓ ପବ୍ଲିକ୍  ଜିଲ୍ଲା ପ୍ରଶାସନ କୁ ଚେତେଇ ଗୁହାର କରି ବର୍ଷ କୁ ଥରେ ବଡ ଦାଣ୍ଡ ରେ ପ୍ରଭୁ ଙ୍କ ଦର୍ଶନ ପାଇଁ ହେଉଛନ୍ତି ଛାଟି ପିଟି l ତଥାପି ଏବେ ଯାଏ  ନା ହେଉଛି ସମାଧାନ  ନା ଯାଇଛି ଏହାର ବାଟ ଫିଟି l  ନା ପ୍ରଶାସନ ର ତପ୍ତରତା, ନା କେବଳ ହେବ ବେଶ ଭୂଷା ରୀତି ନୀତି l ଦେଖ ଯାଉ କୁଆଡେ ଯାଉଛି ଯାତ୍ରା ର ଗତି l ପ୍ରଶାସନ ସ୍ବୀକାର କିନ୍ତୁ କରିବନି ତାରି ଦୋଷ ତ୍ରୁଟି l  ଶେଷରେ ଆଜି ସୋନପୁର ସଚେତନ ନାଗରିକ , ସେବାୟତ ଓ ପବ୍ଲିକ ଉପ ଜିଲ୍ଲାପାଳ ଙ୍କ ଅଫିସ୍ ଆଗରେ ଆନ୍ଦୋଳନ ଓ ଆଲୋଚନା ମାଧ୍ୟମ ରେ ବଜାଇ ଛନ୍ତି ଘଣ୍ଟି l ହୋ ଭକତେ କାଳିଆ ର ଲୀଳା ଦେଖ l ବୁଦ୍ଧିଜୀବି ଚୁପ୍ ନ ରହି ପାନ ଚା ଦୋକାନ ରେ ଚର୍ଚ୍ଚା ଛାଡ଼ି ସାମୁହିକ ସ୍ବାର୍ଥ ରେ ସଚେତନ ନାଗରିକ ଙ୍କ ସହ ହାତ ଉପରେ ହାତ ରଖ l ନା ପଡିଛି ଖଳା ରେ ଖଣ୍ଡେ କାଠ ନା ଚକ ଅଖ l ହୋ ଭକତେ କାଳିଆ ର ଲୀଳା ଦେଖ l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026

You Might Also Like